ଖେଳ

ଦେଶର ଶ୍ରେଷ୍ଠ ଫୁଟ୍‌ବଲରଙ୍କ ପରଲୋକ

କୋଲକାତା, ୨୦।୩(ପି.ଟି.)- ଭାରତୀୟ ଫୁଟ୍‌ବଲର ଏକ ଯୁଗର ଅନ୍ତ ହୋଇଛି। ଦେଶର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଖେଳାଳି ୮୩ ବର୍ଷୀୟ ପି.କେ. ବାନାର୍ଜୀଙ୍କ ଶୁକ୍ରବାର ପରଲୋକ ଘଟିଛି। ନିମୋନିଆ କାରଣରୁ ତାଙ୍କର ବିଭିନ୍ନ ଅଙ୍ଗ ଅକ୍ଷମ ହୋଇପଡ଼ିଥିଲା। ଚଳିତ ମାସ...

ଘରୁ ନ ବାହାରିବାକୁ ବିରୁଷ୍କାଙ୍କ ନିବେଦନ

ନୂଆଦିଲ୍ଲୀ, ୨୦।୩- ପୂରା ବିଶ୍ୱକୁ କରୋନା ଭାଇରସ ଧୀରେ ଧୀରେ ଗ୍ରାସ କରିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି କୌଣସି ଔଷଧ ନାହିଁ। ଏଥିରୁ ବଞ୍ଚତ୍ବା ପାଇଁ ଏକମାତ୍ର ବାଟ ସେଲ୍‌ଫ ଆଇସୋଲେଶନ ଅର୍ଥାତ ଘରୁ ନ ବାହାରିବା।...

ଅଷ୍ଟ୍ରେଲିଆ ଟି୨୦ ଦଳର ଜର୍ସି ଚୟନ କରିବେ ଫ୍ୟାନ

ମେଲବୋର୍ନ, ୨୦।୩- ଅଷ୍ଟ୍ରେଲିଆନ ପ୍ରଶଂସକ ଏବେ ଜାତୀୟ ଦଳର ଟି୨୦ ଜର୍ସି ଚୟନ କରିପାରିବେ। ‘ଡିଜାଇନ ଦି କିଟ୍‌’ ଅନଲାଇନ ପ୍ରୋଗ୍ରାମରେ ଫ୍ୟାନଙ୍କ ଦ୍ୱାର ପ୍ରସ୍ତୁତ ୧୨୦ ଷ୍ଟାଇଲର ଜର୍ସି ସ୍ଥାନ ପାଇଥିଲା। ଏଥିରୁ ୫ଟି ଜର୍ସିକୁ ଶର୍ଟଲିଷ୍ଟ କରାଯାଇଛି।...

ଦୁଇ ଏଲ୍‌ଏ ଲେକର୍ସ ଖେଳାଳି କୋଭିଡ୍‌-୧୯ରେ ପୀଡ଼ିତ

ଲସ ଏଞ୍ଜେଲ୍ସ, ୨୦।୩- ବହୁବାର ଏନ୍‌ବିଏ ଚାମ୍ପିୟନ ଲସ ଏଞ୍ଜେଲ୍ସ ଲେକର୍ସ ଦଳର ଦୁଇ ଜଣ ଖେଳାଳି ମାରାତ୍ମକ କୋଭିଡ୍‌-୧୯ରେ ପୀଡ଼ିତ। ସେମାନଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନାରେ ରଖାଯାଇଥିବା ବାସ୍କେଟବଲ ଦଳ ପକ୍ଷରୁ କୁହାଯାଇଛି। କିନ୍ତୁ ଫ୍ରାଞ୍ଚାଇଜ ପକ୍ଷରୁ ଦୁଇ...

ଆଜିର ଦିନରେ ଅସୁସ୍ଥ ଯୁବି ଖେଳିଥିଲେ ବିଶ୍ୱକପ୍‌ ବିଜୟୀ ଶତକୀୟ ଇନିଂସ

ନୂଆଦିଲ୍ଲୀ, ୨୦।୩- ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଠିକ୍‌ ୯ ବର୍ଷ ତଳେ ୨୦୧୧ ବିଶ୍ୱକପ୍‌ରେ ଶତକୀୟ ଇନିଂସ ଖେଳିଥିଲେ। ସେତେବେଳେ କର୍କଟରେ ପୀଡ଼ିତ ଯୁବି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଶତକ ହାସଲ କରିଥିଲେ। ଟସ୍‌ ପ୍ରଥମେ ବ୍ୟାଟିଂ କରିଥିବା...

ହକି ପ୍ରୋ ଲିଗ୍‌: ଭାରତର ଜର୍ମାନୀ, ବ୍ରିଟେନ ବିପକ୍ଷ ମ୍ୟାଚ ସ୍ଥଗିତ

ଲାଉସାନେ, ୨୦। ୩ – କୋଭିଡ-୧୯ ସଂକ୍ରମଣ ଯୋଗୁ ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ୯୦୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫଆଇଏଚ) ଚଳିତ ହକି ପ୍ରୋ ଲିଗ୍‌ ମ୍ୟାଚକୁ ମେ ୧୭...

ପାରା ଅଲିମ୍ପିକ୍ସ ପାଇଁ ଜୟନ୍ତୀଙ୍କୁ ଯୋଗ୍ୟତା

ଭୁବନେଶ୍ୱର, ୨୦।୩(କ୍ରୀଡ଼ା ପ୍ରତିନିଧି) – କରୋନା ଭାଇରସ ସଂକ୍ରମଣ ଯୋଗୁ କ୍ରୀଡାଜଗତ ଆତଙ୍କିତ ଅବସ୍ଥାରେ ଥିବାବେଳେ ଗୁରୁବାର ଓଡ଼ିଶା କ୍ରୀଡ଼ାକୁ ମିଳିଛି ଏକ ଖୁସି ଖବର। ରାଜ୍ୟର ପାରା ଆଥଲେଟ୍‌ ଜୟନ୍ତୀ ବେହେରା ଟୋକିଓ ପାରା ଅଲିମ୍ପିକ୍ସ ପାଇଁ ଯୋଗ୍ୟତା...

ଅନ୍‌ଲାଇନରେ ଦେଖିହେବ ଓ୍ବେଲ୍ସ ରଗ୍‌ବୀ ଖେଳାଳି ଓ୍ବାଟକିନ୍ସଙ୍କ ଅନ୍ତ୍ୟେଷ୍ଟି କ୍ରିୟା

ଲଣ୍ଡନ, ୨୦।୩(ଏଏଫ୍‌ପି)- ପୂର୍ବତନ ଓ୍ବେଲ୍ସ ରଗ୍‌ବୀ ଖେଳାଳି ମାଥ୍ୟୁ ଜେ ଓ୍ବାଟକିନ୍ସଙ୍କ ଅନ୍ତ୍ୟେଷ୍ଟି କ୍ରିୟା ଅନଲାଇନରେ ପ୍ରସାରଣ କରାଯିବ। କରୋନା ଭାଇରସ ଯୋଗୁ ଏହି ଖେଳାଳିଙ୍କ ଶେଷଯାତ୍ରାରେ ଫ୍ୟାନ ଓ ସାଥୀ ଖେଳାଳିମାନେ ଯୋଗଦେଇପାରିବେ ନାହିଁ। ୨୦୦୩ରୁ ୨୦୦୬ ମଧ୍ୟରେ...

କୋଭିଡ୍‌-୧୯ ପ୍ରଭାବିତ ଦଳକୁ ଆର୍ଥିକ ସହାୟତା ଦେବ ଇଂଲିଶ ଫୁଟବଲ ଲିଗ୍‌

ଲଣ୍ଡନ, ୨୦।୩(ଏପି)- କୋଭିଡ-୧୯ ଦ୍ୱାରା ପ୍ରଭାବିତ କ୍ଲବଗୁଡ଼ିକ ପାଇଁ ଇଂଲିଶ ଫୁଟବଲ ଲିଗ୍‌ ୫୦ ନିୟୁତ ପାଉଣ୍ଡ୍ସର ଆର୍ଥିକ ସହାୟତା ଘୋଷଣା କରିଛି। ଏହା ଭାରତୀୟ ମୁଦ୍ରାରେ ୪୩୫.୭୭ କୋଟି ଟଙ୍କା। କରୋନା ଭାଇରସର ପ୍ରକୋପ ଯୋଗୁ ଇଂଲଣ୍ଡ ଫୁଟବଲ...

ପିଏସ୍‌ଏଲ ବେଳେ କରାଯାଇଥିବା ସମସ୍ତ କୋଭିଡ୍‌-୧୯ ଟେଷ୍ଟ ନେଗେଟିଭ

କରାଚୀ,୨୦।୩- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଜଡ଼ିତ ଖେଳାଳି, ଷ୍ଟାଫ, ମ୍ୟାଚ୍‌ ଅଫିସିଆଲ, ଦଳ ମାଲିକ, ପ୍ରସାରଣକାରୀ କର୍ମକର୍ତ୍ତାଙ୍କ ସମେତ ମୋଟ ୧୨୮ ଜଣଙ୍କ କୋଭିଡ୍‌-୧୯ ଟେଷ୍ଟ କରାଯାଇଥିଲା। ସମସ୍ତ ଟେଷ୍ଟର ରିପୋର୍ଟ ନେଗେଟିଭ ଆସିଛି ବୋଲି ପାକିସ୍ତାନ କ୍ରିକେଟ...

ଆଇପିଏଲ୍‌ ହେଲେ ଖେଳିବେ ଓ୍ବାର୍ନର

ମେଲବୋର୍ନ, ୨୦।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ନେଇ ଅନିଶ୍ଚିତତା ଜାରି ରହିଛି। ଯଦି ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଅନୁଷ୍ଠିତ ହୁଏ, ତେବେ ବିସ୍ଫୋରକ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ଖେଳିବେ। ଗୁରୁବାର ଏହା...

କିଛି ଘଣ୍ଟା ପୂର୍ବରୁ ବାତିଲ ହେଲା ଇଣ୍ଡିଆନ୍‌ ଗ୍ରାଁ ପ୍ରି

ନୂଆଦିଲ୍ଲୀ, ୨୦ା୩ (ପି.ଟି.)- ଗୁରୁବାର ଇଣ୍ଡିଆନ୍‌ ଗ୍ରାଁ ପ୍ରି ଆରମ୍ଭ ହେବାକୁ ମାତ୍ର କେଇ ଘଣ୍ଟା ବାକିଥିବାବେଳେ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଏହାକୁ ବାତିଲ ଘୋଷଣା କରିଛି। କୋଭିଡ୍‌-୧୯କୁ ନେଇ ସରକାରୀ ନିର୍ଦ୍ଦେଶନାମାକୁ ସମ୍ମାନ ଜଣାଇ ଏପରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri