ଖେଳ

ଦୁର୍ଘଟଣାରେ ନଂ. ୧ ଶଟଲର ମୋମୋତା ଆହତ, ଡ୍ରାଇଭର ମୃତ

କୁଆଲାଲମ୍ପୁର,୧୩ା୧ (ଏଏଫ୍‌ପି)- ବ୍ୟାଡ୍‌ମିଣ୍ଟନରେ ବିଶ୍ୱର ନମ୍ବର ଓ୍ବାନ ପୁରୁଷ ସିଙ୍ଗଲ୍ସ ଖେଳାଳି କେଣ୍ଟୋ ମୋମୋତା ମାଲେସିଆ ମାଷ୍ଟର୍ସ ଟାଇଟଲ ଜିତିବାର କିଛି ଘଣ୍ଟା ପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେ ଆହତ ହୋଇଥିବାବେଳେ ତାଙ୍କ ଡ୍ରାଇଭରଙ୍କ...

ନ୍ୟୁଜିଲାଣ୍ଡ ଟୁର: ଭାରତ ଏ’ ଦଳରେ ପାଣ୍ଡ୍ୟାଙ୍କ ସ୍ଥାନ ନାହିଁ

ନୂଆଦିଲ୍ଲୀ, ୧୩।୧- ଷ୍ଟାର୍‌ ଭାରତୀୟ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ ପୁଣିଥରେ ବିଳମ୍ବ ହୋଇଛି। ପିଠି ଯନ୍ତ୍ରଣାଜନିତ ସମସ୍ୟାରୁ ସୁସ୍ଥ ହେବାପରେ ପାଣ୍ଡ୍ୟାଙ୍କୁ ଆଗାମୀ ନ୍ୟୁଜିଲାଣ୍ଡ ଟୁର୍‌ ଲାଗି ଭାରତ-ଏ ଦଳରେ ସାମିଲ କରାଯାଇଥିଲା। ବରୋଦା ପକ୍ଷରୁ ରଣ୍‌ଜୀ...

ଅଧିନାୟକ ପଦ ଛାଡ଼ିବାକୁ ପ୍ରସ୍ତୁତ ମାଲିଙ୍ଗା

କଲମ୍ବୋ, ୧୩।୧- ନିକଟରେ ଶେଷ ହୋଇଥିବା ଭାରତ ବିପକ୍ଷ ଟି୨୦ ସିରିଜକୁ ୦-୨ରେ ହାରିବା ପରେ ଶ୍ରୀଲଙ୍କା ଅଧିନାୟକ ପଦ ଛାଡ଼ିବାକୁ ଲସିଥ୍‌ ମାଲିଙ୍ଗା ପ୍ରସ୍ତୁତ ଥିବା କହିଛନ୍ତି। ‘ଟି୨୦ କ୍ରିକେଟ୍‌ରେ ପ୍ରଭାବ ପକାଇବା ଲାଗି ଶ୍ରୀଲଙ୍କା ଦଳ ପାଖରେ...

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୩।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋଇନିସ ରବିବାର ସିଡ୍‌ନୀ ସିକ୍ସର୍ସ ବିପକ୍ଷରେ ଅପରାଜିତ...

ଡାକାର ରାଲିରେ ଗନ୍‌କ୍ଲେଭ୍ସଙ୍କ ମୃତ୍ୟୁ

ରିୟାଦ, ୧୩ା୧ (ପି.ଟି.)-ହିରୋ ମୋଟର ସ୍ପୋଟର୍‌ସ ଟିମ୍‌କୁ ଶକ୍ତ ଧକ୍କା ଲାଗିଛି। ସୌଦି ଆରବରେ ଚାଲିଥିବା ଡାକାର ରାଲିର ୭ମ ଷ୍ଟେଜ୍‌ ବେଳେ ଏହାର ପର୍ତ୍ତୁଗିଜ୍‌ ରାଇଡର ପଲୋ ଗନକ୍ଲେଭ୍ସଙ୍କ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୨୦୦୬ରେ ପଦାର୍ପଣପରଠାରୁ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ ଦୀନେଶ

ଭୁବନେଶ୍ୱର, ୧୩ା୧ (କ୍ରୀଡ଼ା ପ୍ରତିନିଧି)-  ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ୨୦୨୦ରେ ଚମତ୍କାର ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଛନ୍ତି ଓଡ଼ିଶାର ଦୀନେଶ କୁମାର। ସେ ରବିବାର ଅନୁଷ୍ଠିତ ୨୧ ବର୍ଷରୁ କମ୍‌ ୩୦ କିଲୋମିଟର ଟାଇମ୍‌...

ଗୋଟିଏ ମ୍ୟାଚ୍‌ରେ ହେଲା ସାମସନଙ୍କ ଭାଗ୍ୟ ନିର୍ଦ୍ଧାରଣ

ମୁମ୍ବାଇଳ ୧୩।୧ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଉପ-ଅଧିନାୟକ ରୋହିତ୍‌ ଶର୍ମାଙ୍କ ସମେତ ଦ୍ରୁତ ବୋଲର ମହମ୍ମଦ ସାମି ଘୋଷିତ ୧୬ ଜଣିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ...

ବିସିସିଆଇ ପୁରସ୍କାର: ଆକର୍ଷଣରେ ବୁମ୍‌ରା

ମୁମ୍ବାଇ, ୧୩।୧(ପି.ଟି.)- ୨୦୧୮-୧୯ ସିଜନରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା। ରବିବାର ବିସିସିଆଇ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବରେ ସେ ସମ୍ମାନଜନକ ପଲି ଉମ୍ରିଗର ଓ ଦିଲୀପ ସରଦେଶାଇ ପୁରସ୍କାର ହାସଲ କରିଛନ୍ତି।...

ରଣଜୀ ଟ୍ରଫି: ରୋମାଞ୍ଚକ ସ୍ଥିତିରେ ଓଡ଼ିଶା-ହରିୟାଣା ମ୍ୟାଚ୍‌

କଟକ ଅଫିସ,୧୩ା୧-  ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ହରିୟାଣା ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଦ୍ୱିତୀୟ ଦିବସରେ ଘରୋଇ ହରିୟାଣା ପ୍ରଭାବୀ ପ୍ରଦର୍ଶନ କରି ମ୍ୟାଚକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ଭ୍ରମଣକାରୀ ଓଡ଼ିଶାକୁ...

ହୋବାର୍ଟ ଇଣ୍ଟରନ୍ୟାଶନାଲ: ଦୁଇବର୍ଷ ପରେ ଖେଳିବେ ସାନିଆ

ହୋବାର୍ଟ, ୧୨।୧ (ପି.ଟି.)- ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ମିର୍ଜା କୋର୍ଟକୁ ପ୍ରତ୍ୟାବର୍ତ୍ତନ ପରେ ହୋବାର୍ଟ ଇଣ୍ଟରନ୍ୟାଶନାଲରେ ପ୍ରଥମ ମ୍ୟାଚ୍‌ ଖେଳିବେ। ମହିଳା ଡବଲ୍ସରେ ୟୁକ୍ରେନର ନାଡିଆ କିଚେଙ୍କୋ’ଙ୍କୁ ସାଥୀ କରି ସାନିଆ ଅଭିଯାନ ଆରମ୍ଭ କରିବେ। ମଙ୍ଗଳବାର ଖେଳାଯିବାକୁ...

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୨।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋଇନିସ ରବିବାର ସିଡ୍‌ନୀ ସିକ୍ସର୍ସ ବିପକ୍ଷରେ ଅପରାଜିତ...

୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ

ଅକଲାଣ୍ଡ,୧୨।୧(ଏଏଫ୍‌ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଅକ୍‌ଲାଣ୍ଡ କ୍ଲାସିକ୍‌ ଟୁର୍ନାମେଣ୍ଟରେ ସେ ରବିବାର ଫାଇନାଲ ମ୍ୟାଚ୍‌ରେ ନିଜ ଦେଶର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri