ଖେଳ

ସିକେ ନାଇଡୁ ଟ୍ରଫି: ଦୃଢ଼ ସ୍ଥିତିରେ ଓଡ଼ିିଶା ଅମ୍ରିତ, ସୌରଭଙ୍କ ଶତକ

ସମ୍ବଲପୁର, ୭।୧ (ବ୍ୟୁରୋ): ଅମ୍ରିତ ଖଟୁଆ ଓ ସୌରଭ କୁମାର ଗୌଡ଼ଙ୍କ ଆକର୍ଷଣୀୟ ଶତକ ଯୋଗୁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ସିକିମ ବିପକ୍ଷ ୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚରେ ଓଡିଶା...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ନୂଆ ଅଧ୍ୟାୟର ଅୟମାରମ୍ଭ

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ସ୍ପୋଟର୍‌ସ ଅଥରିଟି ଅଫ ଇଣ୍ଡିଆ, ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌, କିଟ୍‌ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଅଲିମ୍ପିକ୍‌ ଆସୋସିଏଶନ ଏବଂ ନ୍ୟାଶନାଲ ସ୍ପୋଟର୍‌ସ ଫେଡେରେଶନର ମିଳିତ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ...

କମ୍‌ ବୟସରେ କରିଥିଲେ ବିବାହ

କ୍ରିକେଟରେ କେତେକ ଖେଳାଳି ଥିଲେ, ଯେଉଁମାନେ ଖୁବ୍‌ କମ୍‌ ବୟସରେ ବିବାହ କରିଥିଲେ। ସେହି ଖେଳାଳିଙ୍କ ବିଷୟରେ… କପିଳ ଦେବ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର କପିଳ ଦେବ ମାତ୍ର ୨୧ବର୍ଷ ବୟସରେ ରୋମି ଭାଟିଆଙ୍କୁ...

ଗୋଟେ ଓଭରରେ ୫ ଛକା ମାରିଲେ କେକେଆର ଖେଳାଳି ବାଣ୍ଟନ

ବ୍ରିସବେନ, ୬।୧- ବ୍ରିସବେନ ହିଟ୍‌ ପକ୍ଷରୁ ଖେଳୁଥିବା ଇଂଲଣ୍ଡର ବିସ୍ଫୋରକ ଓପନର ଟମ ବାଣ୍ଟନ ସୋମବାର ବିଗ୍‌ ବାଶ ଲିଗ୍‌(ବିବିଏଲ)ର ସିଡ୍‌ନୀ ଥଣ୍ଡର୍ସ ବିପକ୍ଷ ମ୍ୟାଚ୍‌ରେ ୧୯ ବଲରେ ୫୬ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହା ବିବିଏଲ ଇତିହାସର...

୩ୟ ଟେଷ୍ଟରେ ନ୍ୟୁଜିଲାଣ୍ଡ ପରାସ୍ତ: ଅଷ୍ଟ୍ରେଲିଆର ସିରିଜ ସୁଇପ୍‌

ସିଡ୍‌ନୀ, ୬।୧ (ଏପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୭୯ ରନରେ ବୃହତ୍‌ ବିଜୟ ଲାଭ କରିଛି। ୪୧୬ ରନର ବିଶାଳ ଲକ୍ଷ୍ୟକୁ ପିଛା କରି...

ଫ୍ଲେମିଂଙ୍କ ରେକର୍ଡ ଭାଙ୍ଗିଲେ ଟେଲର

ସିଡ୍‌ନୀ, ୬।୧- ନ୍ୟୁଜିଲାଣ୍ଡ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ସୋମବାର ଟେଷ୍ଟ କ୍ରିକେଟରେ ଦେଶର ସର୍ବାଧିକ ରନ୍‌ ସ୍କୋରର ହେବାର ସଫଳତା ପାଇଛନ୍ତି। ଏଥିସହ ସେ ପୂର୍ବତନ ଅଧିନାୟକ ଷ୍ଟିଫେନ ଫ୍ଲେମିଂଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ଅଷ୍ଟ୍ରେଲିଆ...

ପୁଣି ସାପ ପଶିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୬।୧- ବର୍ଷା ଯୋଗୁ ଭାରତ-ଶ୍ରୀଲଙ୍କା ସିରିଜର ପ୍ରଥମ ଟି୨୦ ମ୍ୟାଚ୍‌ ବାତିଲ ହୋଇଯାଇଛି। ଦେଶର ଅନ୍ୟ ଭାଗରେ ସମାନ ଦିନ ଏକ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବାଧାପ୍ରାପ୍ତ ହୋଇଥିଲା। ଘଟଣାଟି ମୁମ୍ବାଇ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଓ୍ବର୍ନ ନିଲାମ କରିବେ ପଦାର୍ପଣ କ୍ୟାପ

ସିଡ୍‌ନୀ,୬।୧- ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ କାରଣରୁ ପ୍ରାୟ ୫୦ କୋଟି ବନ୍ୟ ଜନ୍ତୁ ଜୀବନ ହରାଇ ସାରିଲେଣି। କେବଳ ଏତିକି ନୁହେଁ ବହୁ ନିୟୁତ ଏକର ଜଙ୍ଗଲ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଜନସାଧାରଣଙ୍କ ମୃତ୍ୟୁ ଘଟିଛି। ଏଭଳି ଭୟଙ୍କର...

‘ବନ୍ଦେ ମାତରମ୍‌’ରେ କମ୍ପିଲା ଗୁଆହାଟୀ ଷ୍ଟାଡିୟମ୍‌

ଗୁଆହାଟୀ,୬।୯: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବର୍ଷା କାରଣରୁ ବାତିଲ ହୋଇଛି। ଟସ୍‌ ପରେ ଗୋଟିଏ ବି ବଲ ପଡିବା ପୂର୍ବରୁ ମ୍ୟାଚକୁ ବାତିଲ କରିଦିଆଯାଇଛି। ଟସ୍‌ ପରେ ଲଗାତର ବର୍ଷା...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଲୋକଙ୍କ ସହାୟତା ପାଇଁ ଜୀବନର ସବୁଠୁ ମୂଲ୍ୟବାନ ଜିନିଷ ନିଲାମ କଲେ ସେନ୍‌ ଓ୍ବାର୍ଣ୍ଣ

କାନବେରା,୬।୯: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଦୀର୍ଘ ୪ ମାସ ନଆଁ ଲାଗିଛି। ଫଳରେ ଜଙ୍ଗଲରେ ଥିବା ପାଖାପାଖି ୫୦ କୋଟି ଜୀବଜନ୍ତ ଏବଂ ପକ୍ଷୀ ପୋଡ଼ି ହୋଇଯାଇଛନ୍ତି। ଏହି ନିଆଁ ଅଷ୍ଟ୍ରେଲିଆର ଭିକ୍ଚୋରିଆ ଏବଂ ନ୍ୟୁ ସାଉଥୱେଲସ ଅଞ୍ଚଳରେ ଲାଗିଛି।...

ବାଥ୍‌ ରୁମ୍‌ରେ ଥିଲେ, ଭାରତର ୫ଟି ଉଇକେଟ୍‌ ଯିବାପରେ ପଡିଆକୁ ଆସି ୧୭୫ ରନ୍‌ର ବିସ୍ଫୋରକ ଇନିଂଶ ଖେଳିଥିଲେ ମହାନ ଖେଳାଳି

ଭାରତୀୟ କ୍ରିକେଟ ଦଳର ମହାନ ଅଲରାଉଣ୍ଡର କପିଳ ଦେବଙ୍କ ଆଜି ୬୧ତମ ଜନ୍ମଦିବସ। ୧୯୫୯ ମସିହା ଆଜିର ଦିନରେ ସେ ଚଣ୍ଡୀଗଡରରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ କ୍ୟାରିୟରରେ ଉଭୟ ବ୍ୟାଟ୍‌ ଏବଂ ବଲ୍‌ରେ ସେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ସେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri