ଖେଳ

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମଥର ପାଇଁ ଗୋଟିଏ ଇନିଂସରେ କୌଣସି ଦେଶର ଦୁଇ ଜଣ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ ସେ ପୂର୍ବତନ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜେକ୍‌ ପାଲ୍‌ଙ୍କୁ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର ୧୫୭୪ ଖେଳାଳି ନିଜ ନାମ ପଞ୍ଜିକୃତ କରିଥିବା ବେଳେ କିଏ କିଏ ବାଜି...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ ଭାଗ୍ୟ ସାଉଦି ଆରବିଆରେ ହେବାକୁ ଥିବା ନିଲାମୀରେ ନିର୍ଦ୍ଧାରଣ ହେବ। ପଞ୍ଜିକୃତ କରିଥିବା...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର)...

ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ

ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ...

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ ଇଣ୍ଡିଆ ଆଜିକାଲି ପଡ଼ିଆରେ ଅଭ୍ୟାସ କରୁଛି। ଏହି ସମୟରେ ଖେଳାଳିମାନେ ମଧ୍ୟ ଏକ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି। ବର୍ତ୍ତମାନ ରିଙ୍କୁ ସିଂଙ୍କ ଫର୍ମ ଓ ବ୍ୟାଟିଂ ପୋଜିଶନ ଭ୍ରମଣକାରୀ...

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ। ଏହି ଅପ୍‌ଡେଟ୍‌ ଏପରି ଏକ ସମୟରେ ଆସିଛି,ଯେତେବେଳେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ନେଇ...

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ କରିଥିଲେ ଏବଂ ତାଙ୍କ ପ୍ରିୟ ଦେଶ ବିପକ୍ଷରେ କ୍ରିକେଟ ଖେଳିବାକୁ ସେ ନିଜ...

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ଏହା ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଡବ୍ଲ୍ୟୁଭି ରମଣ ଦଳକୁ ଭଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri