ଖେଳ

ଲିଭରପୁଲ ଜିତିଲା କ୍ଲବ ବିଶ୍ୱକପ୍‌

ଦୋହା, ୨୨।୧୨- ଅତିରିକ୍ତ ମିନିଟ୍‌ରେ ରବର୍ଟୋ ଫିର୍ମିନୋଙ୍କ ଗୋଲ ଯୋଗୁ ଲିଭରପୁଲ ୧-୦ ଗୋଲରେ ବ୍ରାଜିଲର ଫ୍ଲାମେଙ୍ଗୋଙ୍କୁ ହରାଇ କ୍ଲବ ବିଶ୍ୱକପ୍‌ ଜିତିଛି। ସ୍ଥାନୀୟ ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ୧୩ ହଜାର ଦର୍ଶକଙ୍କ ସାମ୍ନାରେ ଲିଭରପୁଲ ତା’ର ପ୍ରଥମ କ୍ଲବ...

ଓ୍ବେଷ୍ଟଇଣ୍ଡିଜ ୧୫୦/୪

ଭୁବନେଶ୍ୱର,୨୨।୧୨- କଟକସ୍ଥ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ଏପର୍ଯ୍ୟନ୍ତ ୩୩ ଓଭର ଖେଳି ୪ ଉଇକେଟ ହରାଇ ୧୫୦ ରନ୍‌ କରିଛି। ଦଳ ଇଭିନ ଲୁଇସ (୨୧), ଶାଇ ହୋପ (୪୨), ରୋଷ୍ଟନ...

ପଡ଼ିଲା ପ୍ରଥମ ଉଇକେଟ

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମ୍‌ରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ବ୍ୟାଟିଂ କରୁଥିବା ଓ୍ବେଷ୍ଟଇଣ୍ଡିଜ ଦଳ ପ୍ରଥମ ଉଇକେଟ ହରାଇଛି। ଧିମା ବ୍ୟାଟିଂ କରୁଥିବା ଇଭିନ ଲୁଇସଙ୍କୁ ରବୀନ୍ଦ୍ର ଜାଡେଜା ନବଦୀପ ସାଇନିଙ୍କ ହାତରେ...

ସାନ୍ତା ବେଶରେ ପିଲାଙ୍କ ପାଖରେ ପହଞ୍ଚିଲେ କୋହଲି

ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୂମ୍‌ଧାମରେ ପାଳନ କରନ୍ତି। ପ୍ରତିବର୍ଷ ଡିସେମ୍ବର ୨୫ ତାରିଖରେ କ୍ରିସ୍‌ମାସ ପାଳନ କରାଯାଏ। ଯାହା ବିଶ୍ୱାସ ରହିଛି ସନ୍ଥ ନିକୋଲନ ବା ସାନ୍ତା କ୍ଲଜ୍‌ ଏହି ଦିନ ପିଲାମାନଙ୍କ ମନବାଞ୍ଝା...

ବାରବାଟୀ ଫିଭର୍‌: ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ

କଟକ ଅଫିସ୍‌,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍‌ ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି।...

ଭାରତ-ଓ୍ବେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ: ବାରବାଟୀ ଷ୍ଟାଡିୟମ୍‌ରେ ପହଞ୍ଚିଲେ ଉଭୟ ଦଳର ଖେଳାଳି

କଟକ ଅଫିସ,୨୨।୧୨: କଟକ ବାରବାଟୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଖେଳାଯିବ। ଅପରାହ୍ନ ୧ଟା ୩୦ରେ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଥିବା ବେଳେ ଉଭୟ ଦଳର ଖେଳାଳି କଡ଼ା ସୁରକ୍ଷା ମଧ୍ୟରେ ଷ୍ଟାଡିୟମ୍‌ରେ ପହଞ୍ଚିଛନ୍ତି। ନିର୍ଣ୍ଣାୟକ ମୁକାବିଲା...

ଶତକଠାରୁ ପାଦେ ଦୂରରେ କୁଲଦୀପ

କଟକ ଅଫିସ, ୨୨।୧୨- ବାରବାଟୀ ଦିନିକିଆ ମ୍ୟାଚ୍‌ ଭାରତୀୟ ଚାଇନାମ୍ୟାନ ବୋଲର କୁଲଦୀପ ଯାଦବଙ୍କ ପାଇଁ ସ୍ମରଣୀୟ ହୋଇପାରେ। ବିଶାଖାପାଟଣାରେ ଅନୁଷ୍ଠିତ ମ୍ୟାଚ୍‌ରେ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରିଥିବା କୁଲଦୀପ ଦିନିକିଆରେ ବର୍ତ୍ତମାନ ସୁଦ୍ଧା ୫୫ ମ୍ୟାଚ୍‌ରୁ ୯୯ ଉଇକେଟ୍‌...

ବର୍ଷର ଶେଷ ମ୍ୟାଚ ପାଇଁ ପ୍ରସ୍ତୁତି

କଟକ ଅଫିସ,୨୨ା୧୨-  ଭାରତୀୟ ଦଳ ବାରବାଟୀ ଷ୍ଟାଡିୟମରେ ରବିବାର ‘୨୦୧୯’ର ଶେଷ ମ୍ୟାଚ୍‌ ଖେଳିବ। ଚଳିତବର୍ଷ ଭାରତୀୟ କ୍ରିକେଟ ନିମନ୍ତେ ଏହା ‘ସୁପର-ସଣ୍ଡେ’ ବୋଲି କୁହାଯାଉଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଏହି ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍‌ ନିମନ୍ତେ ଶନିବାର ଉଭୟ ଦଳ...

ବିରାଟଙ୍କ ରେକର୍ଡ ଭଲ ନାହିଁ

କଟକ, ୨୨।୧୨(କ୍ରୀଡ଼ା ପ୍ରତିନିଧି)- ଅନ୍ତର୍ଜାତୀୟ କ୍ରିକେଟରେ ଏବେ ବିରାଟ କୋହଲି ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଖେଳାଳିଭାବେ ଉଭା ହୋଇଛନ୍ତି। ଖେଳାଳିଭାବେ ହୁଅନ୍ତୁ କି ଅଧିନାୟକ ବିରାଟ ଏବେ ଅନେକ ରେକର୍ଡର ଅଧିକାରୀ। ଦିନିକିଆ କ୍ରିକେଟରେ ଦ୍ରୁତ ୧୦୦୦୦ ରନ ରେକର୍ଡର ଅଧିକାରୀ...

ଶ୍ରେଷ୍ଠ ପ୍ରଦର୍ଶନ କଲେ ବି ବିଜୟ ସହଜ ହେବନି: ସିମନ୍ସ

କଟକ, ୨୨।୧୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଭାରତ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଓ୍ବେଷ୍ଟଇଣ୍ଡିଜ ଉତ୍ସାହୀ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି। ଆଗାମୀ ମ୍ୟାଚରେ ସିରିଜ ନିର୍ଣ୍ଣୟ ହେଉଥିବାରୁ ଆମେ ନିଶ୍ଚିତଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବୁ। ମାତ୍ର ଏହା...

ଦଳରେ ମୋ ଦାୟିତ୍ୱ ବଢ଼ିଛି: ଆୟାର

କଟକ, ୨୨।୧୨(କ୍ରୀଡ଼ା ପ୍ରତିନିଧି)- ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସିରିଜ ନିର୍ଣ୍ଣାୟକ ମ୍ୟାଚ ଅନୁଷ୍ଠିତ ହେବ। ଏହା ଉଭୟ ଦଳ ପାଇଁ କର ଅବା ମର ପରିସ୍ଥିତି ସୃଷ୍ଟି କରିଛି। ଭାରତୀୟ ଦଳର ପ୍ରତି ସଦସ୍ୟ...

ଜାତୀୟ ସବ୍‌- ଜୁନିୟର ବ୍ୟାଡମିଣ୍ଟନ: ଟାଇଟଲ ନିକଟତର ଶ୍ୱେତପର୍ଣ୍ଣା

ଭୁବନେଶ୍ୱର,୨୨।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟ କୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୟୋନେକ୍ସ – ସନରାଇଜ୍‌ ୩୩ତମ ଜାତୀୟ ସବ୍‌- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଉଦୀୟମାନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଟାଇଟଲର ନିକଟତର ହୋଇଛନ୍ତି। ୧୫ ବର୍ଷରୁ କମ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri