ଖେଳ

ନାଲକୋ କପ୍‌ ବାସ୍କେଟବଲ ଉଦ୍‌ଘାଟିତ

କଟକ ଅଫିସ,୨୮।୧୧- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ସିନିୟର ରାଜ୍ୟ ବାସ୍କେଟବଲ ଚାମ୍ପିୟନଶିପ ନାଲକୋ କପ୍‌-୨୦୧୯ ବୁଧବାର ଉଦ୍‌ଘାଟିତ ହୋଇଛି। ଓଡ଼ିଶା ବାସ୍କେଟବଲ ଆସୋସିଏଶନ(ଓବିଏ) ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୩୧ଟି ପୁରୁଷ ଦଳ ଓ ୧୬ଟି ମହିଳା...

ଆଇଏସ୍‌ଏଲ୍‌: ମୁମ୍ବାଇ-ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ଗୁଆହାଟୀ, ୨୮।୧୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ମୁମ୍ବାଇ ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଡ୍ର’ରେ ସମାପ୍ତ ହୋଇଛି। ନିର୍ଦ୍ଧାରିତ ସମୟ ସୀମା ସୁଦ୍ଧା ଉଭୟ ଦଳ ୨ଟି ଲେଖାଏ ଗୋଲସ୍କୋର...

ଖେଳାଳି ଚୟନ ପ୍ରକ୍ରିୟାକୁ ସ୍ବଚ୍ଛ କରାଯିବ: ସଞ୍ଜୟ

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ”ଓଡ଼ିଶା କ୍ରିକେଟ ଦଳରେ ଚୟନ ପ୍ରକ୍ରିୟାକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠି ଆସୁଛି। ଏଥିରେ ମୁଁ ଆଦୌ ଖୁସି ନୁହେଁ। ତେଣୁ ଓଡ଼ିଶା କ୍ରିକେଟ ଦଳରେ ଚୟନ ପ୍ରକ୍ରିୟାକୁ ସ୍ବଚ୍ଛ କରାଯିବା ଉପରେ ମୁଁ...

ଓଡ଼ିଶାରେ ୨୦୨୩ ହକି ବିଶ୍ୱକପ

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ଆୟୋଜନର ବର୍ଷପୂର୍ତ୍ତି ଅବସରରେ ଆସିଛି ଆଉ ଏକ ବଡ଼ ଖବର। ୨୦୨୩ ପୁରୁଷ ହକି ବିଶ୍ୱକପ ମଧ୍ୟ ଓଡ଼ିଶାରେ ଆୟୋଜନ ହେବ। ତେଣୁ ହକି ଉତ୍ସବ ପୁଣି ରାଜ୍ୟକୁ ଫେରିଛି। ୨୦୧୮ରେ ବିଶ୍ୱକପର...

କର୍ନଓ୍ବାଲଙ୍କୁ ୭ ଉଇକେଟ: ଆଫଗାନିସ୍ତାନ ୧୮୭ରେ ଅଲଆଉଟ୍‌

ଲକ୍ଷ୍ନୌ, ୨୭।୧୧(ପି.ଟି.): ଅଫ୍‌ ସ୍ପିନର ରାଖିମ୍‌ କର୍ନଓ୍ବାଲଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୭/୭୫) ବଳରେ ଓ୍ବେଷ୍ଟଇଣ୍ଡିଜ୍‌ ଏଠାରେ ଆରମ୍ଭ ହୋଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ବଡ଼ ସ୍କୋର ହାସଲ କରିବାର ସୁଯୋଗ ଦେଇନାହିଁ। ସ୍ଥାନୀୟ ଭାରତ ରତ୍ନ ଶ୍ରୀ...

ବେଲି ଅଷ୍ଟ୍ରେଲିଆ କ୍ରିକେଟ ଚୟନକାର୍ତ୍ତା

ସିଡ୍‌ନୀ,୨୭।୧୧(ଏଏଫ୍‌ପି): ପୂର୍ବତନ ଟି୨୦ ଦଳର ଅଧିନାୟକ ଜର୍ଜ ବେଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଚୟନକର୍ତ୍ତା ପଦରେ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ୩ ଜଣିଆ ଜାତୀୟ ଚୟନ କମିଟିରେ ଅବସରପ୍ରାପ୍ତ ଗ୍ରେଗ ଚାପେଲଙ୍କ ସ୍ଥାନ ନେଇଛନ୍ତି। ଟ୍ରେଭର ହୋନ୍ସଙ୍କ ଅଧ୍ୟକ୍ଷତାରେ...

ଫିଲିପ ହ୍ୟୁଗ୍ସଙ୍କୁ ଟିମ୍‌ ଅଷ୍ଟ୍ରେଲିଆର ଶ୍ରଦ୍ଧାଞ୍ଜଳି

ମେଲବୋର୍ନ,୨୭।୧୧- ଆଜିର ଦିନରେ ୫ ବର୍ଷ ପୂର୍ବେ କ୍ରିକେଟ ଫିଲ୍ଡରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଫିଲିପ ହ୍ୟୁଗ୍ସଙ୍କୁ ବୁଧବାର ଶ୍ରଦ୍ଧାଞ୍ଜଳି ଦେଇଛି ଟିମ୍‌ ଅଷ୍ଟ୍ରେଲିଆ। ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ କହିଛନ୍ତି, ବନ୍ଧୁ ତୁମ ସହ ଏହି ଦୁଃଖଦ...

ଧାଓ୍ବନ ଆହତ, ଫେରିଲେ ସାମସନ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ଭାରତୀୟ ଦଳର ନିୟମିତ ଓପନର ଶିଖର ଧାଓ୍ବନ ଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ମହାରାଷ୍ଟ୍ର ବିପକ୍ଷ ସୟଦ ମୁସ୍ତାକ ଅଲି...

ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍‌ ଖୋଲିଲେ ଧୋନୀ

ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ ଫେରିବେ, ତାହା ବଡ ପ୍ରଶ୍ନ ହୋଇ ରହିଛି। କିନ୍ତୁ ଅବସରକୁ ନେଇ...

ପୁଣି ହାର୍ଦ୍ଦିକ୍‌-ଉର୍ବଶୀ ଲିଙ୍କ୍‌ଅପ୍‌

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ନାୟିକା ଉର୍ବଶୀ ରୌଟେଲା। ସୋସିଆଲ୍‌ ମିଡିଆରେ ଲୋକେ ତାଙ୍କୁ ଲୋକପ୍ରିୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ପୁଣି ଯୋଡ଼ିବା ଆରମ୍ଭ କରିଦେଇଛନ୍ତି। ଉର୍ବଶୀ ନିଜ ପୋଷା କୁକୁର ସହ ଏକ ଫଟୋ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମରେ ଶେୟାର...

ଦୃଷ୍ଟିହୀନ କ୍ରିକେଟ ସିରିଜ ବନାମ ନେପାଳ: ଭାରତୀୟ ଦଳରେ କାଳିଆ, ଲିଙ୍ଗରାଜ

ଭୁବନେଶ୍ୱର, ୨୭।୧୧(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ନେପାଳ ବିପକ୍ଷରେ ଏକଦିବସୀୟ ଓ ଟି୨୦ କ୍ରିକେଟ ସିରିଜ ଖେଳିବ। ଡିସେମ୍ବର ୨ରୁ ୪ ପର୍ଯ୍ୟନ୍ତ ୩ ମ୍ୟାଚ ବିଶିଷ୍ଟ ଏକଦିବସୀୟ କାନପୁରରେ ଏବଂ ୬ରୁ ୮ ପର୍ଯ୍ୟନ୍ତ ୩ଟି ଟି୨୦...

ବାରବାଟୀ ମୁକାବିଲା: ଗ୍ୟାଲେରୀ ୭ ବାଦ୍‌, କମିଲା ୫୨୮୨ ଟିକେଟ୍‌

କଟକ ଅଫିସ,୨୭ା୧୧- ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ କ୍ରମେ ପାଖେଇ ଆସିଛି। ସେଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ମ୍ୟାଚ୍‌କୁ ସଫଳ ଭାବେ ଆୟୋଜନ କରିବାକୁ ବିଭିନ୍ନ ସ୍ତରରୁ ଚାଲିଛି ପ୍ରଚେଷ୍ଟା। ଏ ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri