ଖେଳ

ମାଲିଙ୍ଗାଙ୍କ ୟୁ-ଟର୍ନ

କଲମ୍ବୋ, ୨୧।୧୧ (ପି.ଟି.)- ୨୦୨୦ରେ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଆଇସିସି ଟି୨୦ ବିଶ୍ୱକପ୍‌ ପରେ କ୍ରିକେଟ୍‌ରୁ ଅବସର ନେବାକୁ ଶ୍ରୀଲଙ୍କା ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଗତ ମାର୍ଚ୍ଚରେ ଘୋଷଣା କରିସାରିଥିଲେ। କିନ୍ତୁ ବୁଧବାର ମାଲିଙ୍ଗା ୟୁ-ଟର୍ନ ନେଇଛନ୍ତି। ଆହୁରି...

କଟକରେ ହେବ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ପ୍ରଥମଥର ପାଇଁ କଟକରେ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌ ହେବାକୁ ଯାଉଛି। ଡିସେମ୍ବର ୨ରୁ ଏହା ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆର ସିନିୟର ଅଫିସିଆଲମାନେ ଷ୍ଟାଡିୟମର...

ଅଲ ଓଡ଼ିଶା ବିଲିୟାଡର୍‌ସ, ସ୍ନୁକର: ସୁବ୍ରତ-କୁନାଲ ଫାଇନାଲ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ବିଲିୟାର୍ଡସ ଆଣ୍ଡ ସ୍ନୁକର ଆସୋସିଏଶନ ଅଫ ଓଡ଼ିଶା(ବିଏସ୍‌ଏଓ) ଓ ଓଡ଼ିଶା ମାଇନିଂ କର୍ପୋରେଶନର ମିଳିତ ଆନୁକୂଲ୍ୟରେ କଟକ କ୍ଲବଠାରେ ଚାଲିଥିବା ୨୬ତମ ଅଲ ଓଡ଼ିଶା ବିଲିୟାର୍ଡସ ଓ ସ୍ନୁକର ରାଜ୍ୟ ର଼୍ୟାଙ୍କିଂ ଚାମ୍ପିୟନଶିପର ତୃତୀୟ ଦିବସ...

ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍‌ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ...

ପିଙ୍କ୍‌ ବଲ୍‌ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ

କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌। ପିଙ୍କ୍‌ ବଲ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ ଓ ବାଂଲାଦେଶ ପରସ୍ପରକୁ ଭେଟିବେ। ଉଭୟ ଦେଶ ପାଇଁ ଏହା ପ୍ରଥମ ଦିବାରାତ୍ର...

ଏସିସି ଇମର୍ଜିଂ ଟିମ୍ସ କପ୍‌: ସେମିରେ ପାକିସ୍ତାନଠାରୁ ହାରିଲା ଭାରତ

ଢାକା, ୨୦।୧୧ (ପି.ଟି.): ଏଠାରେ ଚାଲିଥିବା ଏସିଆନ୍‌ କ୍ରିକେଟ୍‌ କାଉନସିଲ୍‌ (ଏସିସି) ଇମର୍ଜିଂ ଟିମ୍ସ କପ୍‌ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ବୁଧବାର ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଭାରତ ମାତ୍ର ୩ ରନରେ...

ପିଙ୍କ୍‌ ବଲ୍‌ ଟେଷ୍ଟରୁ ହାସନ ବାଦ୍‌

କୋଲକାତା,୨୦।୧୧(ପି.ଟି.)- ଶୁକ୍ରବାରଠାରୁ ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ବା ଫିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରୁ ବାଂଲାଦେଶ ରିଜର୍ଭ ଓପନର ସୈଫ୍‌ ହାସନ ବାଦ୍‌ ପଡିଛନ୍ତି। ଭାରତ ବିପକ୍ଷ ଏହି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବା...

କୋହଲି ପେଟା ଇଣ୍ଡିଆ ପର୍ସନ ଅଫ୍‌ ଦି ଇୟର

ନୂଆଦିଲ୍ଳୀ,୨୦।୧୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ପିପୁଲ ଫର୍‌ ଦି ଏଥିକାଲ ଟ୍ରିଟ୍‌ମେଣ୍ଟ ଅଫ୍‌ ଆନିମଲ୍ସ (ପେଟା) ଇଣ୍ଡିଆ ଫର୍ସନ ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ପଶୁ ତଥା ଜୀବଜନ୍ତୁଙ୍କ ସ୍ବାର୍ଥ ରକ୍ଷା ଓ ହିତ ସାଧନ ପାଇଁ...

କୋଚ୍‌ ପଦ ଛାଡିଲେ ମାରାଡୋନା

ବୁଏନ୍ସ ଆରିଜ୍‌,୨୦।୧୧ (ଏଏଫ୍‌ପି)- ଆର୍ଜେଣ୍ଟିନା କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନା ଆର୍ଜେଣ୍ଟିନାର ସୁପରଲିଗା ଦଳ ଜିମ୍‌ନାସିଆ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି। ନିଯୁକ୍ତ ହେବାର ୩ ମାସ ମଧ୍ୟରେ ସେ କୋଚ୍‌ ପଦ ଛାଡିଛନ୍ତି ବୋଲି କ୍ଲବ ଦରଫରୁ ଘୋଷଣା...

କୋରିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ: ଶ୍ରୀକାନ୍ତ, ସମୀରଙ୍କ ଅଗ୍ରଗତି; ସୌରଭ ଆଉଟ୍‌

ଗ୍ବାଙ୍ଗଜୁ,୨୦।୧୧(ପି.ଟି.): କୋରିଆର ଗ୍ବାଙ୍ଗଜୁଠାରେ ଚାଲିଥିବା କୋରିଆ ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ଖେଳାଳିମାନେ ଦମ୍‌ଦାର ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ତରକା ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ଓ ସମୀର ବର୍ମା ଅଗ୍ରଗତି କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।...

ଐତିହାସିକ ଟେଷ୍ଟ ମ୍ୟାଚ୍‌ ପୂର୍ବ ପ୍ରସ୍ତୁତି: ଗୋଲାପୀ ରଙ୍ଗରେ ସଜେଇ ହେଉଛି ଇଡେନ ଗାର୍ଡେନ୍ସ

କୋଲକାତା,୨୦।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ ତାରିଖରୁ ୨୬ ତାରିଖ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଐତିହାସିକ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ମ୍ୟାଚକୁ ସ୍ମରଣୀୟ କରିବା ପାଇଁ କୋଲକତାରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପିଙ୍କ୍‌...

ଦିବାରାତ୍ର ଟେଷ୍ଟ: ‘ରିଷ୍ଟ ସ୍ପିନରଙ୍କୁ ଫାଇଦା ମିଳିବ’

ନୂଆଦିଲ୍ଲୀ, ୨୦।୧୧(ପି.ଟି.)-ଭାରତ ଏହାର ସର୍ବପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ କୋଲକାତାର ଇଡେନ ଗାର୍ଡେନରେ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ଟେଷ୍ଟ ପିଙ୍କ୍‌ବଲ୍‌ରେ ଖେଳାଯିବ। ଫ୍ଲଡଲାଇଟ୍‌ରେ ପିଙ୍କ୍‌ବଲର ବ୍ୟବହାର କିପରି ରହିବ ଏହାକୁ ନେଇ ବିଭିନ୍ନ ପ୍ରକାର କଳ୍ପନା ଜଳ୍ପନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri