ଖେଳ

ଓମାନଠାରୁ ହାରି ଭାରତ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍‌

ମସ୍କାଟ,୨୦।୧୧(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ଭାରତ ବାଦ୍‌ ପଡିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୧-୦ରେ ଓମାନଠାରୁ ପରାସ୍ତ ହେବା ପରେ ଏହା ସ୍ପଷ୍ଟ ହୋଇଛି। ସ୍ଥାନୀୟ ସୁଲତାନ କାବୁସ୍‌ ସ୍ପୋଟର୍‌ସ କମ୍ପ୍ଲେକ୍ସ ଷ୍ଟାଡିୟମରେ ଖେଳାଯାଇଥିବା...

କଳିଙ୍ଗ ଷ୍ଟାଡିୟମରେ କମଲ ହାସନ

ଭୁବନେଶ୍ୱର, ୨୦।୧୧(କ୍ରୀଡ଼ା ପ୍ରତିନିଧି)-ସମ୍ପ୍ରତି ଓଡ଼ିଶା ଗସ୍ତରେଥିବା ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ପଦ୍ମଶ୍ରୀ କମଲ ହାସନ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଷ୍ଟାଡିୟମରେ ଉପଲବ୍ଧ ସୁବିଧା ସୁଯୋଗ ଏବଂ ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ସେ ଅଭିଭୂତ ହୋଇଛନ୍ତି।...

୨୦୨୦ ଅଲିମ୍ପିକ୍ସରୁ ୩ ଅଷ୍ଟ୍ରେଲୀୟ ଫୁଟବଲର ବାଦ୍‌ ପଡିଲେ

ସିଡ୍‌ନୀ, ୨୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ୩ଜଣ ୨୩ ବର୍ଷରୁ କମ୍‌ ଫୁଟବଲର ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ବାଦ୍‌ ପଡିଛନ୍ତି। କାମ୍ବୋଡିଆରେ ଜଣେ ମହିଳା ଏମାନଙ୍କ ବିରୋଧରେ ଅଭିଯୋଗ ଆଣିବାରୁ ଆସନ୍ତାବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ଏମାନଙ୍କୁ ବାସନ୍ଦ କରାଯାଇଛି।...

ରଜତଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନଙ୍କ ନିର୍ଦ୍ଦେଶକୁ ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୧୯।୧୧(ପି.ଟି.)- ଅଧ୍ୟକ୍ଷ ହିସାବରେ ବରିଷ୍ଠ ପତ୍ରକାର ରଜତ ଶର୍ମାଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନ ଦେଇଥିବା ନିର୍ଦ୍ଦେଶକୁ ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଆପେକ୍ସ କାଉନସିଲ ପ୍ରତ୍ୟାଖାନ କରିଛି। ରଜତ ଶନିବାର ଡିଡିସିଏ ଅଧ୍ୟକ୍ଷ ପଦରୁ ଇସ୍ତଫା...

ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି

ମୁମ୍ବାଇ,୨୦।୧୧(ପି.ଟି.)- ଇଡେନ ଗାର୍ଡେନ୍ସଠାରେ ଖେଳାଯିବାକୁ ଥିବା ଐତିହାସିକ ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି ହୋଇଯାଇଛି ବୋଲି ବିସିସିଆଇ କ୍ରିକେଟ ସଭାପତି ସୌରଭ ଗାଙ୍ଗୁଲି ମଙ୍ଗଳବାର କହିଛନ୍ତି। ଏଥିନେଇ ସେ ବହୁତ ଖୁସି ଥିବା କହିଛନ୍ତି।...

ନୁର- ସୁଲତାନରେ ଇଣ୍ଡୋ- ପାକ୍‌ ଡେଭିସ କପ୍‌ ଟାଇ

ନୂଆଦିଲ୍ଲୀ,୧୯।୧୧ (ପି.ଟି.)- ପାକିସ୍ତାନର ରିଭ୍ୟୁ ଅପିଲକୁ ପ୍ରତ୍ୟାଖାନ କରିଛି ଅନ୍ତର୍ଜାତୀୟ ଟେନିସ ଫେଡେରେଶ (ଆଇଟିଏଫ୍‌)। ଅନ୍ୟପଟେ ଆଇଟିଏଫ୍‌ ଭାରତ ଓ ପାକିସ୍ତାନ ମଧ୍ୟରେ ଅୟୋଜନ ହେବାକୁ ଥିବା ଡେଭିସ୍‌ କପ୍‌ ଟାଇ ପାଇଁ ଏକ ନିରପେକ୍ଷ ଭେନ୍ୟୁର ନାମ ଘୋଷଣା...

ମହିଳା ଟ୍ରାପରେ ରାଜେଶ୍ୱରୀଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୧୯।୧୧(ପି.ଟି.)- ପଞ୍ଜାବର ରାଜେଶ୍ୱରୀ କୁମାରୀ ୬୩ତମ ଜାତୀୟ ଶଟଗନ ଶୁଟିଂ ଚାମ୍ପିୟନଶିପ୍‌ର ମହିଳା ଟ୍ରାପ ଇଭେଣ୍ଟରେ ଜାତୀୟ ରେକର୍ଡ ଭଙ୍ଗ କରିଛନ୍ତି। ଏ ନେଇ ଭାରତୀୟ ରାଇଫଲ ଆସୋସିଏଶନ (ଏନ୍‌ଆରଏଆଇ) ମଙ୍ଗଳବାର ସ୍ପଷ୍ଟ କରିଛି। ଯୋଗ୍ୟତା ପର୍ଯ୍ୟାୟରେ ମୋଟ ଉପରେ...

ଅମ୍ପାୟରଙ୍କ ତ୍ରୁଟି ପରେ ହୃଦ୍‌ଘାତ ନେଲା ବ୍ୟାଟ୍ସମ୍ୟାନଙ୍କ ଜୀବନ

ହାଇଦ୍ରାବାଦ,୧୯।୧୧- କ୍ରିକେଟରେ ଅମ୍ପାୟରଙ୍କ ତ୍ରୁଟି କରିବା କିଛି ନୂଆ କଥା ନୁହେଁ। ମାତ୍ର ଅମ୍ପାୟର ତ୍ରୁଟି ଯୋଗୁ ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଏତେ ବିଚଳିତ ହୋଇ ଉଠିଥିଲେ ଯେ, ତାଙ୍କୁ ହୃଦ୍‌ଘାତ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଫଳରେ ଉକ୍ତ ଖେଳାଳିଙ୍କ...

ଶାହାଦତଙ୍କ ବାସନ୍ଦାଦେଶ ବଢ଼ିଲା ୫ ବର୍ଷ

ଢାକା,୧୯।୧୧- ବାଂଲାଦେଶ ଘରୋଇ ଟୁର୍ନାମେଣ୍ଟରେ ସାଥୀ ଖେଳାଳିଙ୍କୁ ଆକ୍ରମଣ କରିଥିବା ଘଟଣାରେ ପୂର୍ବତନ ପେସର ଶାହଦତ ହୋସେନଙ୍କୁ ୫ ବର୍ଷ ବାସନ୍ଦ କରାଯାଇଛି। ଏଥିରୁ ଦୁଇ ବର୍ଷ ସେ କୌଣସି ଇଭେଣ୍ଟରେ ଅଂଶଗ୍ରହଣ କରିପାରିବେ ନାହିଁ। ଏଥିସହ ଜରିମାନା ବାବଦକୁ...

କୋହଲିଙ୍କୁ ମିଳୁନାହିଁ ଛୁଟି

ନୂଆଦିଲ୍ଲୀ,୧୯।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ଅନ୍ୟତମ ଫିଟ୍‌ କ୍ରିକେଟର। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ସତ୍ତ୍ୱେ ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନ କଦାପି ଓ୍ବାର୍କଆଉଟ ସେସନ ମିସ୍‌ କରନ୍ତି ନାହିଁ ଓ ସର୍ବଦା ନିଜ ଡାଏଟ୍‌ରେ...

ଶ୍ରୀଲଙ୍କା ସ୍ପିନରଙ୍କ ଅନଅର୍ଥଡକ୍ସ ବୋଲିଂ ଷ୍ଟାଇଲ ଭାଇରାଲ

କଲମ୍ବୋ,୧୯।୧୧- ଶ୍ରୀଲଙ୍କାରେ ବହୁ ଅନ୍‌ଅର୍ଥଡକ୍ସ ଷ୍ଟାଇଲର ବୋଲର ସୃଷ୍ଟି ହୋଇଛନ୍ତି। ଲସିଥ ମାଲିଙ୍ଗା ଏହାର ସଫଳତମ ଉଦ୍‌ହାରଣ। ବର୍ତ୍ତମାନ ଏହି ତାଲିକାରେ ସାମିଲ ହୋଇଛନ୍ତି ୨୧ ବର୍ଷୀୟ ସ୍ପିନର କେଭିନ କୋଥାଥିଗୋଡା। ଗାଲେର ଖେଳାଳିଙ୍କ ବୋଲିଂ ଷ୍ଟାଇଲ ପ୍ରାୟତଃ ପୂର୍ବତନ...

ଟି୧୦ ଲିଗ୍‌: ଲିନଙ୍କ ରେକର୍ଡ

ଆବୁଧାବି,୧୯।୧୧- ଆବୁଧାବିରେ ଟି୧୦ ଲିଗ୍‌ର ତୃତୀୟ ସଂସ୍କରଣ ଏବେ ଖେଳାଯାଉଛି। ଏହି ଲିଗ୍‌ରେ ଅଷ୍ଟ୍ରେଲିଆ ଓପନର କ୍ରିସ ଲିନ ମରାଠା ଆରବିୟାନ୍ସ ପାଇଁ ଖେଳୁଛନ୍ତି। ସୋମବାର ଲିନ ବିସ୍ଫୋରକ ବ୍ୟାଟିଂ କରି ରେକର୍ଡ ଭଙ୍ଗ କରିଛନ୍ତି। ଟିମ୍‌ ଆବୁ ଧାବି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri