ଖେଳ

ହଂକଂ ଓପନ୍‌: କ୍ୱାର୍ଟରରେ ଶ୍ରୀକାନ୍ତ

ହଂକଂ, ୧୪।୧୧ (ପି.ଟି.)- ଭାରତୀୟ ସଟ୍‌ଲର କିଡାମ୍ବୀ ଶ୍ରୀକାନ୍ତ ଏଠାରେ ଚାଲିଥିବା ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ତେବେ ଅନ୍ୟତମ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଏଚ୍‌.ଏସ୍‌....

ଇନ୍ଦୋର ଟେଷ୍ଟ: ବାଂଲାଦେଶ ଇନିଂସ ୧୫୦ରେ ସୀମିତ

ଇନ୍ଦୋର, ୧୪।୧୧ (ପି.ଟି.)- ଘରୋଇ ଭାରତ ବିପକ୍ଷରେ ଗୁରୁବାରଠାରୁ ସ୍ଥାନୀୟ ହୋଲ୍‌କାର କ୍ରିକେଟ୍‌ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପ୍ରଥମ ଇନିଂସରେ ୧୫୦ ରନରେ ଅଲ୍‌ଆଉଟ୍‌ ହୋଇଯାଇଛି। ଏହି...

ମୁରଲୀଧରନଙ୍କ ସମକକ୍ଷ ହେଲେ ଅଶ୍ୱିନ

ଇନ୍ଦୋର, ୧୪।୧୧- ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଘରୋଇ ମାଟିରେ ଦ୍ରୁତତ୍ତମ ୨୫୦ ଟେଷ୍ଟ ଉଇକେଟ୍‌ ହାସଲ କରିବାରେ ଶ୍ରୀଲଙ୍କାର କିମ୍ବଦନ୍ତୀ ବୋଲର ମୁଥିଆ ମୁରଲୀଧରନଙ୍କ ସହ ସମକକ୍ଷ ହୋଇଛନ୍ତି। ଘରୋଇ ମାଟିରେ ୨୫୦ ଉଇକେଟ୍‌ ଅକ୍ତିଆର କରିବା...

ଏଟିପି ଫାଇନାଲ୍ସ: ସେମିଫାଇନାଲରେ ସିତ୍‌ସିପାସ

ଲଣ୍ଡନ, ୧୪।୧୧ (ଏଏଫ୍‌ପି)- ଗ୍ରାଣ୍ଡସ୍ଲାମ ପରେ ବର୍ଷର ଦ୍ୱିତୀୟ ଶ୍ରେଷ୍ଠ ଟେନିସ ପ୍ରତିଯୋଗିତା ଏଟିପି ଫାଇନାଲ୍ସରେ ଗ୍ରୀକର ଷ୍ଟିଫାନୋସ ସିତ୍‌ସିପାସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାର ଗ୍ରୁପ୍‌ ପର୍ଯ୍ୟାୟର ଏକ ମ୍ୟାଚ୍‌ରେ ୨୧ ବର୍ଷୀୟ ସିତ୍‌ସିପାସ ୬-୩,...

ଅଷ୍ଟ୍ରେଲିଆ ଦଳକୁ ବାନକ୍ରଫ୍ଟ,ବ୍ରୁନ୍ସଙ୍କ ପ୍ରତ୍ୟାବର୍ତ୍ତନ

ସିଡ୍‌ନୀ, ୧୪।୧୧ (ଏଏଫ୍‌ପି)- ପାକିସ୍ତାନ ବିପକ୍ଷ ଆଗାମୀ ୨ ମ୍ୟାଚ୍‌ବିଶିଷ୍ଟ ସିରିଜ ଲାଗି ଗୁରୁବାର ଘରୋଇ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଗତ ଆଶେସ ସିରିଜରେ ଖରାପ ପ୍ରଦର୍ଶନ ଲାଗି ଉସ୍‌ମାନ ଖ୍ବାଜା ଓ ମାର୍କସ ହାରିସଙ୍କୁ ଦଳରୁ ବାଦ୍‌...

ପିଲାଦିନେ ଏମିତି ଦେଖାଯାଉଥିଲେ ଭାରତୀୟ କ୍ରିକେଟ ଖେଳାଳି

ଆଜି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜନ୍ମଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଦିନଟିକୁ ସାରା ଦେଶରେ ଶିଶୁ ଦିବସ ଭାବେ ପାଳନ କରାଯାଏ। ସାଧାରଣତଃ ପିଲାଦିନ ସମସ୍ତଙ୍କ ପାଇଁ ସ୍ବତନ୍ତ୍ର ରହିଥାଏ। ସବୁ ଶିଶୁଙ୍କ...

ବ୍ରୋଞ୍ଜ ସହ ନିଶାଦଙ୍କୁ ଅଲିମ୍ପିକ ଯୋଗ୍ୟତା

ଦୁବାଇ, ୧୪।୧୧ (ପି.ଟି.)- ଭାରତୀୟ ପାରା ଆଥ୍‌ଲେଟ ନିଶାଦ କୁମାର ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ହାଇଜମ୍ପରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ହାଇଜମ୍ପ ଟି୪୭ ବର୍ଗରେ ନିଶାଦ ୧.୯୭ ମିଟର ସହ ୩ୟ ସ୍ଥାନରେ ରହିଥିଲେ।...

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଲା ବାଲାଂଦେଶ

ଇନ୍ଦୋର,୧୪।୧୧: ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପ୍ରଥମ ମ୍ୟାଚ୍‌ ଇନ୍ଦୋରର ହୋଲକର୍‌ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହୋଇଛି। ବାଂଲାଦେଶ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି।...

ଇମାମ୍‌ ପାକିସ୍ତାନ ମହିଳା ଟିମ୍‌ କୋଚ: ମାହାରୁଫ ଅଧିନାୟିକା

କରାଚୀ,୧୪।୧୧(ପି.ଟି.)- ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଇକ୍‌ବାଲ ଇମାମ ପାକିସ୍ତାନ ଜାତୀୟ ମହିଳା କ୍ରିକେଟ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଅଷ୍ଟ୍ରେଲିଆରେ ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ। ସେହିପରି ଅଲରାଉଣ୍ଡର...

ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ବୁଧବାର ଟୋକିଓରେ ଆରମ୍ଭ ହୋଇଛି। ବିଶ୍ୱର ୧୯୨ ପ୍ରତିଯୋଗୀଙ୍କୁ ନେଇ ହେଉଥିବା ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସ ଇଭେଣ୍ଟରେ ଡବଲ ବିଜୟ ହାସଲ କରିଛନ୍ତି।...

ଗଗନ ନାରଙ୍ଗ ଶୁଟିଂ ସେଣ୍ଟର ଆରମ୍ଭ: ସ୍କୁଲରୁ ପ୍ରତିଭା ଚିହ୍ନଟ କାର୍ଯ୍ୟ

ଭୁବନେଶ୍ୱର,୧୪।୧୧(ସ୍ପୋଟର୍‌ସ ବ୍ୟୁରୋ)- ବିର୍ଲା ଗଗନ ନାରଙ୍ଗ ହାଇ ପରଫର୍ମାନ୍ସ ସେଣ୍ଟର ଇନ୍‌ ଶୁଟିଂ ବୁଧବାର କାର୍ଯ୍ୟ କରିବା ଆରମ୍ଭ କରିଛି। ଗଗନ ନାରଙ୍ଗ ସ୍ପୋଟର୍‌ସ ପ୍ରମୋଶନ ଫାଉଣ୍ଡେଶନ ଓ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ମିଳିତ ସହଭାଗିତାରେ...

ଏସିଆନ ୟୁଥ୍‌ ବକ୍ସିଂ: ଭାରତକୁ ୬ ପଦକ ମିଳିବା ନିଶ୍ଚିତ

ଉଲାନବାତାର,୧୪।୧୧(ପି.ଟି.)- ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ୍‌ ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତୀୟ ପ୍ରତିଯୋଗୀମାନେ ବୁଧବାର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଥିରେ ୬ ଭାରତୀୟ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତକୁ ଅତିକମ୍‌ରେ ୬ଟି ପଦକ ମିଳିବା ନିଶ୍ଚିତ ହୋଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri