ଖେଳ

ଲଙ୍ଗ୍‌ ଜମ୍ପ୍‌ରେ ମନୀଷାଙ୍କୁ ରୌପ୍ୟ

ଭୁବନେଶ୍ୱର, ୩।୧୧(ସ୍ପୋଟର୍‌ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଚାଲିଥିବା ୩୫ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ପ୍ରଥମ ଦିନରେ ଓଡ଼ିଶାକୁ ସଫଳତା ମିଳିଛି। ୨୦ ବର୍ଷରୁ କମ୍‌ ବାଳିକା ଲଙ୍ଗ୍‌ ଜମ୍ପ୍‌ରେ ଓଡ଼ିଶାର ମନୀଷା ମେରେଲ ରୌପ୍ୟ ପଦକ ଜିତିଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କୁ ଏଫ୍‌ଆଇଏଚ୍‌ ପ୍ରେସିଡେଣ୍ଟ୍ସ ଆୱାର୍ଡ

ଭୁବନେଶ୍ୱର, ୩।୧୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀର ଦ୍ରୁତ ବିକାଶ ଘଟିଛି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଗତ କିଛିବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ବହୁ ବଡ଼ ଟୁର୍ନାମେଣ୍ଟ ସମ୍ଭବ ହୋଇ ପାରିଛି। ରାଜ୍ୟ ସରକାର ଖେଳ ଓ ଖେଳାଳିଙ୍କୁ...

ଦେଓଧର ଟ୍ରଫି : ଇଣ୍ଡିଆ-ସି’କୁ ଜିତାଇଲେ ଅକ୍ଷର, ମାର୍କଣ୍ଡେ

ରାଞ୍ଚତ୍, ୩।୧୧ (ପି.ଟି.)-ସ୍ଥାନୀୟ ଜେଏସ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ କମ୍ପ୍ଲେକ୍ସଠାରେ ଶନିବାର ଖେଳାଯାଇଥିବା ଦେଓଧର ଟ୍ରଫିର ଅନ୍ତିମ ରାଉଣ୍ଡ ରବିନ୍‌ ମ୍ୟାଚ୍‌ରେ ଇଣ୍ଡିଆ-ସି’ ୧୩୬ ରନ୍‌ରେ ଇଣ୍ଡିଆ-ବି’କୁ ପରାସ୍ତ କରିଛି। ଅକ୍ଷର ପଟେଲଙ୍କ ଅପରାଜିତ ଅର୍ଦ୍ଧଶତକ ସାଙ୍ଗକୁ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କ...

ପୁରୁଷ ଦଳକୁ ଅଲିମ୍ପିକ୍ସ ଟିକେଟ

ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ଓ ପୁରୁଷ ହକି ଦଳ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଆଗାମୀ ଅଲିମ୍ପିକ୍ସ ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପଯର୍ୟନ୍ତ ଅନୁଷ୍ଠିତ ହେବ ଶୁକ୍ରବାର ଓ ଶନିବାର...

ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ ଯୋଗ୍ୟତା

ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ହକି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି କଳିଙ୍ଗ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ବାଲିଫାୟର୍ସ ମ୍ୟାଚରେ ଭାରତ ୧-୪ ଗୋଲରେ ଆମେରିକାଠାରୁ ପରାଜିତ ହୋଇଥିଲେ ହେଁ...

ଇଦ୍‌ଘାନୀ ଟି୨୦: ଖେଳିପାରନ୍ତି ଶିବମ୍‌ ଦୁବେ

ନୂଆଦିଲ୍ଲୀ,୨ା୧୧(ପି.ଟି.): ରବିବାର ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ମୁମ୍ବାଇ ଅଲରାଉଣ୍ଡର ଶିବମ୍‌ ଦୁବେଙ୍କୁ ସୁଯୋଗ ମିଳିପାରେ। ଭାରତର କାମଚଳା ଅଧିନାୟକ ରୋହିତ ଶର୍ମା ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଦୁବେଙ୍କ ବ୍ୟତୀତ କେରଳ...

ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ

କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍‌ ପାଇଁ ପଠାଇବାକୁ ପ୍ରସ୍ତାବ ଦେଇଛି। ଏ ନେଇ ପିସିବି କାର୍ଯ୍ୟକାରୀ ମୁଖ୍ୟ ଅଫିସର ଓ୍ବାସିମ୍‌ ଖାଁ ଶନିବାର...

୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ: ପୂଜାଙ୍କୁ ରୌପ୍ୟ

ବୁଦାପେଷ୍ଟ,୨।୧୧- ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପରେ ଭାରତ ପାଇଁ ପୂଜା ଗେହଲଟ (୫୩ କେଜି) ଦ୍ୱିତୀୟ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୫୩ କେଜି ଓଜନ ବର୍ଗରେ ଜାପାନର ହାରୁନା ଓକୁନୋଙ୍କଠାରୁ ୦-୨...

ମହିଳା କ୍ରିକେଟ: ରୋମାଞ୍ଚଭରା ମ୍ୟାଚ୍‌ରେ ୧ ରନ୍‌ରେ ହାରିଲା ଭାରତ

ଆଣ୍ଟିଗୁଆ,୨।୧୧- ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ରୋମାଞ୍ଚଭରା ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୧ ରନ୍‌ରେ ପରାସ୍ତ ହୋଇଛି। ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ମ୍ୟାଚ୍‌ରେ ୨୨୬ ରନ୍‌ର ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ମିଥାଲି ରାଜଙ୍କ...

ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ

କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ବଲ ଟାମ୍ପରିଂ କରିଛନ୍ତି। ଏଥିନେଇ ଦଣ୍ଡ ସ୍ବରୂପ ତାଙ୍କ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ କାଟ କରାଯାଇଛି।...

କରିନା ଉନ୍ମୋଚନ କଲେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୨।୧୧- ବଲିଉଡ୍‌ ଅଭିନେତ୍ରୀ କରିନା କାପୁର ଖାଁ ଶୁକ୍ରବାର ମେଲବୋର୍ନଠାରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି ଉନ୍ମୋଚନ କରିଛନ୍ତି। ଏ ନେଇ ଟି୨୦ ବିଶ୍ୱକପ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି। ମହିଳା ଟି୨୦ ବିଶ୍ୱକପ୍‌ ଆସନ୍ତା ବର୍ଷ ଫେବୃୟାରୀ ୨୧...

ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସଂଘର୍ଷ କ୍ଲବ ବିଜୟୀ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ରଣପୁର ବିଧାୟକ ତଥା କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri