ଖେଳ

ସାଧାରଣ ପରିଷଦ ବୈଠକ ନେଇ ସିଓଏର ନୋଟିସ୍‌

ନୂଆଦିଲ୍ଲୀ, ୩।୧୦(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ପରିଷଦ ବୈଠକ ନେଇ ପ୍ରଶାସକ କମିଟି (ସିଓଏ) ବୁଧବାର ନୋଟିସ ଜାରି କରିଛି। ଆସନ୍ତା ୨୩ ତାରିଖରେ ଏହି ବୈଠକ ବସିବ ବୋଲି ସିଓଏ ତରଫରୁ ଘୋଷଣା...

ଦିନିକିଆ ସିରିଜ ଜିତିଲା ପାକିସ୍ତାନ

କରାଚି,୩।୧୦- ଏଠାରେ ବୁଧବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୧୦ଟି ବଲ୍‌ ବାକିଥାଇ ୫ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ...

ବିଜୟ ହଜାରେ ଟ୍ରଫି: ଓଡ଼ିଶାର ପ୍ରଥମ ବିଜୟ

ଭୁବନେଶ୍ୱର, ୩।୧୦(କ୍ରୀଡ଼ା ପ୍ରତିନିଧି)- ଭଦୋଦରାର ସଂଗ୍ରାମସିଂ ଗାଏକ୍ୱାଡ ସ୍ପୋଟର୍‌ସ ଏକାଡେମୀ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଦିନିକିଆ କ୍ରିକେଟ ମ୍ୟାଚରେ ଓଡ଼ିଶା ୩ ରନରେ ହିମାଚଳ ପ୍ରଦେଶକୁ ପରାସ୍ତ କରିଛି। ବର୍ଷା ଜନିତ ଆଉଟ୍‌ ଫିଲ୍ଡ ଓଦା...

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି। ଦୈତ ସ୍ବାର୍ଥ ମାମଲାରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଧିକାରୀ...

ପ୍ରୋ କବାଡ଼ି ଲିଗ୍‌: ପ୍ଲେଅଫ୍‌ରେ ବୁଲ୍ସ, ୟୁ ମୁମ୍ବା

ପଞ୍ଚକୂଲା, ୩।୧୦ (ପି.ଟି.)- ଡିଫେଣ୍ଡିଂ ଚାମ୍ପିୟନ ବେଙ୍ଗାଲୁରୁ ବୁଲ୍ସ ଓ ୟୁ ମୁମ୍ବା ସହଜ ବିଜୟ ସହ ପ୍ରୋ କବାଡ଼ି ଲିଗ୍ର ପ୍ଲେଅଫ୍‌ରେ ପ୍ରବେଶ କରିଛନ୍ତି। ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ବୁଲ୍ସ ପଓ୍ବନ ଶେରାଓ୍ବତ୍‌ଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ...

କିଙ୍ଗ୍ସ ଇଲେଭେନ ପଞ୍ଜାବ କୋଚ୍‌ ହୋଇପାରନ୍ତି କୁମ୍ବଲେ

ନୂଆଦିଲ୍ଲୀ, ୨।୧୦: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଅନିଲ କୁମ୍ବଲେ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳର ନୂଆ ମୁଖ୍ୟ କୋଚ୍‌ ହୋଇପାରନ୍ତି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ପଞ୍ଜାବ ଦଳର ସହ ମାଲିକ ନେସ୍‌...

ଦକ୍ଷିଣ ଆଫ୍ରିକା ଦଳରୁ ପଦାର୍ପଣ କଲେ ଭାରତୀୟ ବଂଶୋଦ୍ଭବ

ବିଶାଖାପାଟଣା,୨।୧୦(ପିଟି): ଭାରତୀୟ ବଂଶୋଦ୍ଭବ ସେନୁରାନ ମୁଥୁସ୍ବାମୀ ବୁଧବାର ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକା ଦଳରୁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରି ସ୍ବପ୍ନ ପୂରା କରିଛନ୍ତି। ୨୫ ବର୍ଷ ତଳେ ବ୍ୟାଟିଂ ଅଲରାଉଣ୍ଡରଙ୍କ ପରିବାର ତାମିଲନାଡୁ ଛାଡ଼ି ଦକ୍ଷିଣ ଆଫ୍ରିକା ଚାଲି...

ହେଲିଙ୍କ ରେକର୍ଡ ଶତକ

ସିଡ୍‌ନୀ,୨।୧୦: ଅଷ୍ଟ୍ରେଲିଆ ମହିଳା ଦଳର ଉଇକେଟକିପର ବ୍ୟାଟ୍ସଓମ୍ୟାନ ଆଲିସା ହେଲି ଏଠାରେ ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି। ହେଲି ମାତ୍ର ୬୧ ବଲର ସମ୍ମୁଖୀନ ହୋଇ ୧୪୮ ରନ୍‌...

ରୋହିତ ସଫଳ

ବିଶାଖାପାଟଣା,୦୨।୧୦: ଦିନିକିଆ ଓ ଟି୨୦ ଭଳି ଟେଷ୍ଟ ଫର୍ମାଟରେ ଓପନର ଭାବେ ଭାରତୀୟ ଦଳର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ସଫଳ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ଟେଷ୍ଟରେ ପ୍ରଥମ ଥର ଓପନିଂ କରିବାକୁ ସୁଯୋଗ ପାଇଥିବା ରୋହିତ...

୪୭ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ମୟଙ୍କ ଯୋଡି

ବିଶାଖାପାଟନା,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ମଜଭୁତ୍‌ ସ୍ଥିତିରେ ପହଞ୍ଚିଛି। ଦୁଇ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲଙ୍କ ଜବରଦସ୍ତ ପ୍ରଦର୍ଶନରେ ଭାରତ ବିନା ଉଇକେଟ ହରାଇ ୨୦୦ ରନ୍‌ ସଂଗ୍ରହ କରିଛି। ଟସ୍‌ ଜିଣି...

ରୋହିତ ଶର୍ମାଙ୍କ ଦମଦାର୍‌ ଶତକ, ଭାରତର ସ୍ଥିତି ମଜଭୁତ

ବିଶାଖାପାଟନା,୨।୧୦: ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରୁଥିବା ରୋହିତ ଶର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମଦାର୍‌ ବ୍ୟାଟିଂ କରିଛନ୍ତି। ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ରୋହିତ ଟେଷ୍ଟରେ ୪ର୍ଥ ଶତକ ହାସଲ କରିଛନ୍ତି। ସେହିପରି ଅନ୍ୟତମ ଓପନର୍‌ ମୟଙ୍କ ଅଗ୍ରୱାଲ...

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ରୋହିତଙ୍କ ଅର୍ଦ୍ଧଶତକ, ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତ ସ୍କୋର ୯୧/୦

ବିଶାଖାପାଟଣା,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ଆରମ୍ଭ ହୋଇଛି। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରାରମ୍ଭରୁ ରକ୍ଷାତ୍ମକ ଖେଳ ପ୍ରଦର୍ଶନ କରିଛି। ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରିବାକୁ ଆସିଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri