ଖେଳ

ମାର୍‌କ୍ରାମ, ମଲ୍‌ଡରଙ୍କ ଶତକ

ମହୀଶୂର, ୧୯।୯(ପି.ଟି.)- ଘରୋଇ ଭାରତ-ଏ ବିପକ୍ଷରେ ସ୍ଥାନୀୟ ଶ୍ରୀକାନ୍ତ ଦତ୍ତ ନରସୀମା ରାଜା ଓ୍ବାଡିୟର ଗ୍ରାଉଣ୍ଡରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା-ଏ ବ୍ୟାଟିଂରେ ଦୃଢ଼ ଜବାବ ଦେଇଛି। ଭାରତ-ଏ’ର ସ୍କୋର ୪୧୭ ରନ୍‌...

ଯୁବରାଜ ସିଂଙ୍କୁ କଫି ପିଇବାର ପ୍ରତିଶ୍ରୁତି ଦେଇ ଠିକଣା ଦିନ ଫୋନ୍‌ ଅଫ୍‌ ରଖୁଥିଲେ ଏହି ଯୁବତୀ

ଅନେକ ଦିନ ପର୍ଯ୍ୟନ୍ତ ପରଦା ପଛରେ ସମ୍ପର୍କକୁ ଲୁଚାଇବା ପରେ କ୍ରିକେଟର୍‌ ଯୁବରାଜ ସିଂ ଏବଂ ହାଜେଲ କିଚ୍‌ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବହୁଦିନ ଧରି ପ୍ରୟାସ କଲା ପରେ ଶେଷରେ ହାଜେଲଙ୍କୁ ବାହାଘର ପାଇଁ ମନାଇପାରିଥିଲେ ବୋଲି...

କୋହଲି ଶ୍ରେଷ୍ଠ ଖେଳାଳି: ଆଫ୍ରିଦୀ

ନୂଆଦିଲ୍ଲୀ,୧୯।୯: ପୂର୍ବତନ ପାକିସ୍ତାନ ଅଧିନାୟକ ତଥା ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପ୍ରଶଂସା କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ ପରେ କୋହଲିଙ୍କୁ ଶ୍ରେଷ୍ଠ ଖେଳାଳି ବୋଲି ଅଭିହିତ କରିଛନ୍ତି...

ସିନ୍ଧୁ ହାରିଲେ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ନୂଆକରି ବିଶ୍ୱ ଚାମ୍ପିୟନ ଟାଇଟଲ ହାସଲ କରିଥିବା ମହିଳା ବ୍ୟାଡ୍‌ମିସଣ୍ଟନ ଖେଳାଳି ପିଭି ସିନ୍ଧୁ ଏଠାରେ ଚାଲିଥିବା ଚାଇନା ଓପନ ସୁପର ୧୦୦୦ ଟୁର୍ନାମେଣ୍ଟର ପ୍ରିକ୍ୱାର୍ଟର ଫାଇନାଲରୁ ପରାଜୟ ସହ ବିଦାୟ ନେଇଛନ୍ତି। ଗୁରୁବାର ଖେଳାଯାଇଥିବା ୩ ଗେମ୍‌...

କୋହଲି ଏକମାତ୍ର ଖେଳାଳି

ନୂଆଦିଲ୍ଲୀ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜ କ୍ୟାରିୟରରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୨ ରନ୍‌ର ଅପରାଜିତ ଇନିଂସ ଯୋଗୁ କୋହଲିଙ୍କ ଟି୨୦ ଫର୍ମାଟରେ ଆଭରେଜ ୫୦ ଅତିକ୍ରମ କରିଛି। ଏଥିଯୋଗୁ...

ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୧୮ତମ ଓଭର ସୁଦ୍ଧା...

ନାମାଙ୍କନ ଦାଖଲ କଲେ ଆଝାରୁଦ୍ଦିନ

ହାଇଦ୍ରାବାଦ,୧୯।୯(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଆସୋସିଏଶନର ବିଭିନ୍ନ ପଦ ଲାଗି ଆସନ୍ତା ୨୭ ତାରିଖରେ ନିର୍ବାଚନ ହେବ। ସେ ପୂର୍ବତନ ମୁଖ୍ୟ ନିର୍ବାଚନ...

କମିଲା ଆରସିବି, କେକେଆର ବ୍ରାଣ୍ଡଭାଲ୍ୟୁ

ମୁମ୍ବାଇ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱ କ୍ରିକେଟର ସୁପରଷ୍ଟାର। ହେଲେ ତାଙ୍କ ନେତୃତ୍ୱାଧୀନ ଆଇପିଏଲ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରୁଛି। ଦଳ ଗତ କିଛିବର୍ଷ ହେଲା ପ୍ଲେଅଫ୍‌ରେ ପ୍ରବେଶ କରିପାରି...

ଚାଇନା ଓପନ: ରାଙ୍କିରେଡ୍ଡୀ-ଚିରାଗଙ୍କ ବିଦାୟ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ଭାରତୀୟ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ସିଧାସଳଖ ପରାଜୟ ସହ ଏଠାରେ ଚାଲିଥିବା ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଅଭିଯାନ ଶେଷ କରିଛନ୍ତି। ରାଙ୍କିରେଡ୍ଡୀ ଓ ଚିରାଗଙ୍କ ଯୋଡ଼ିକୁ ଜାପାନର ତାକାହାଶି ମାକୁରା...

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଅଭୁଲା ଦିନ, ଜାଣନ୍ତୁ କାହିଁକି

ଆଜିର ଦିନ ଭାରତୀୟ କ୍ରିକେଟ ପାଇଁ ଏକ ଐତିହାସିକ ଦିନ। ବିଶେଷ କରି ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂଙ୍କ ପାଇଁ ଆଜିର ଦିନ ଏକ ଅଭୁଲା ଦିନ। ୨୦୦୭ ଟି-୨୦ କ୍ରିକେଟ ବିଶ୍ୱକପ ଯୁବରାଜ ସିଂ ଯେଉଁ କୀର୍ତ୍ତିମାନ...

ତିନିଟିି ଫର୍ମାଟରେ ସଫଳତାର ରହସ୍ୟ ଖୋଲିଲେ କୋହଲି

ମୋହାଲିଠାରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଅଧିନାୟକ ବିରାଟ କୋହଲି ୫୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୩ ଛକା ସହ ୭୨ ରନରେ ଅପରାଜିତ...

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri