ଖେଳ

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ସୁବିଧାଜନକ ସ୍ଥିତିରେ ଭାରତ ଏ

ମହୀଶୂର,୧୯।୯(ପି.ଟି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ଉନ୍ନତ ବ୍ୟାଟିଂ ଓ ବୋଲିଂ କରି ସୁବିଧାଜନକ ସ୍ଥିତିରେ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ...

ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦ ସିଙ୍ଗଲ୍ସ, ଡବଲ୍ସ କ୍ୱାର୍ଟରରେ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର୍କ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ତୃତୀୟ ଦିବସରେ ବୁଧବାର...

ଇଣ୍ଡିପେଣ୍ଡେନ୍ସ କପ୍‌ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ: ଭାରତୀୟ ଦଳରେ ଓଡ଼ିଶାର ଆର୍ଯ୍ୟନ, ଆକାଶ, ରଞ୍ଜିତ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ଉଜବେକିସ୍ତାନର ତାସକେଣ୍ଟଠାରେ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ୨୮ତମ ଇଣ୍ଡିପେଣ୍ଡେନ୍ସ କପ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୩ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ...

ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ

ମୋହାଲି, ୧୯।୯(ପି.ଟି.)- ସ୍ଥାନୀୟ ପଞ୍ଜାବ କ୍ରିକେଟ ଆସୋସିଏଶନ (ପିସିଏ) ଆଇଏସ୍‌ ବିନ୍ଦ୍ରା ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଭାରତ...

ତ୍ରିରାଷ୍ଟ୍ରୀୟ ଟି୨୦: ବାଂଲାଦେଶ- ଆଫଗାନିସ୍ତାନ ଫାଇନାଲ

ଚିଟ୍ଟାଗଙ୍ଗ,୧୯।୯(ଏଏଫପି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଆସନ୍ତା ମଙ୍ଗଳବାର ଫାଇନାଲ ମୁକାବିଲାରେ ଆୟୋଜକ ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ଅନ୍ୟତମ ଦଳ ଜିମ୍ବାଓ୍ବେ ତା’ର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର...

କ୍ୟୁରେଟର ଦଲ୍‌ଜିତଙ୍କୁ କୋହଲି, ଶାସ୍ତ୍ରୀଙ୍କ ସମ୍ବର୍ଦ୍ଧନା

ମୋହଲି, ୧୯।୯(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ଅଭିଜ୍ଞ କ୍ୟୁରେଟର ଦଲଜିତ୍‌ ସିଂଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ପୂର୍ବରୁ କିଛିଦିନ ତଳେ...

ଏଫଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ: ଅନ୍‌ଲାଇନ୍‌ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଅନୁଷ୍ଠିତ ହେବ। ଏହାର ମହିଳା ବିଭାଗରେ ଭାରତ ଓ ଆମେରିକା ଏବଂ ପୁରୁଷରେ ଭାରତ ଓ ରୁଷିଆ ମଧ୍ୟରେ...

ଓସିଏ ନିର୍ବାଚନ: ପ୍ରାର୍ଥୀ ଘୋଷଣାକୁ ନେଇ ଛକାପଞ୍ଝା

କଟକ ଅଫିସ,୧୯ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନର ନାମାଙ୍କନ ପତ୍ର ଦାଖଲକୁ ଆଉ ଗୋଟିଏ ଦିନ ବାକି । ୨୦ ତାରିଖ ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ ବୋଲି ସମୟସୀମା ଧାର୍ଯ୍ୟ...

ଟି-୨୦ରେ ଏହି ଭାରତୀୟ ବୋଲରଙ୍କ ନାଁରେ ଲଜ୍ଜାଜନକ ରେକର୍ଡ ରହିଛି

କ୍ରିକେଟରେ ତ ଅନେକ ରେକର୍ଡ ସୃଷ୍ଟି ହୁଏ ଏବଂ ଅନେକ ରେକର୍ଡ ଭାଙ୍ଗେ, ହେଲେ ଏମିତି କଛି ରେକର୍ଡ ଅଛି ଯାହାକୁ କୌଣସି ଖେଳାଳି କିମ୍ବା ଟିମ ନିଜ ନାଁରେ କରିବାକୁ ଚାହିଁବେ ନାହିଁ। ଏଭଳି ଏକ ଲଜ୍ଜାଜନକ ରେକର୍ଡ...

ପଦକ ନିଶ୍ଚିତ କଲେ ପଙ୍ଘାଲ, କୌଶିକ

ଏକଟେରିନବର୍ଗ, ୧୮।୯ (ପି.ଟି.): ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଅମିତ୍‌ ପଙ୍ଘାଲ (୫୨ କିଗ୍ରା) ଓ ମନୀଷ କୌଶିକ (୬୩ କିଗ୍ରା) ଏଠାରେ ଚାଲିଥିବା ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ କରିବା ସହ ଦେଶପାଇଁ ୨ ପଦକ...

ତୁର୍କମେନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୧୮।୯: ଉଜବେକିସ୍ତାନରେ ଚାଲିଥିବା ୨୦୨୦ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଅନୁଷ୍ଠିତ ଗ୍ରୁପ୍‌-ବି’ର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ୫-୦ ଗୋଲରେ ଏକପାଖିଆ ଭାବେ...

ବାପା ହେବେ ରସେଲ

ଜାମାଇକା,୧୮।୯: ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲ ବାପା ହେବାକୁ ଯାଉଛନ୍ତି। ୩୧ ବର୍ଷୀୟ ଜାମାଇକା ଅଲରାଉଣ୍ଡର ଓ ତାଙ୍କ ପତ୍ନୀ ଜାସିମ ଲୋରା ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଥିବା ସୂଚନା ଦେଇଛନ୍ତି। ଏହାକୁ ରସେଲ ନିଜ ଜୀବନର ଆଉ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri