ଖେଳ

ପ୍ରଦର୍ଶନୀ ମ୍ୟାଚ୍‌ରେ ଖେଳିବେ ଫେଡରର-ଡେଲ ପାଟ୍ରୋ

ପ୍ୟାରିସ୍‌,୧୮।୯(ଏଏଫ୍‌ପି): ଆର୍ଜେଣ୍ଟିନା ରାଜଧାନୀ ବୁଏନ୍ସ ଏରିଜ୍‌ଠାରେ ନଭେମ୍ବର ୨୦ ତାରିଖରେ ହେବାକୁ ଥିବା ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ରୋଜର ଫେଡରର ଓ ଜୁଆନ ମାର୍ଟିନ ଡେଲ ପାଟ୍ରୋ ପରସ୍ପରକୁ ଭେଟିବେ। ଆର୍ଜେଣ୍ଟିନା ଫେରି ବନ୍ଧୁ ଡେଲ ପାଟ୍ରୋଙ୍କ ସହ ଖେଳିବା...

ସୁପର ଓଭରରେ ଜିତିଲା ସେଣ୍ଟ କିଟ୍ସ

ସେଣ୍ଟ କିଟ୍ସ,୧୮।୯: ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ବଳରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପାଟ୍ରିଅଟ୍ସ ସୁପର ଓଭରରେ ଟ୍ରିନବାଗୋ ନାଇଟ୍‌ ରାଇଡର୍ସକୁ ହରାଇ ଦେଇଛି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ନାଇଟ୍‌ ରାଇଡର୍ସ ଦଳ ଧାର୍ଯ୍ୟ ୨୦...

ଗର୍ଲଫ୍ରେଣ୍ଡଙ୍କ ସହ ଶାରୀରିକ ସମ୍ପର୍କ ନେଇ ଏମିତି କହିଲେ ରୋନାଲ୍ଡୋ

ମାଡ୍ରିଡ୍‌,୧୮।୯: ବର୍ତ୍ତମାନ ବିଶ୍ୱ ଫୁଟ୍‌ବଲର ଶ୍ରେଷ୍ଠ ଖେଳାଳି ବିବେଚିତ ହେଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋ ନିଜ ମଡେଲ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗୁଏଜଙ୍କ ସମ୍ପର୍କରେ ଏମିତି ଏକ ମନ୍ତବ୍ୟ ଦେଇଛନ୍ତି, ଯାହାକୁ ଅନେକ ପ୍ରଶଂସକ ନାପସନ୍ଦ କରିପାରନ୍ତି। ଏକ ଅନ୍ତର୍ଜାତୀୟ ଚ୍ୟାନେଲକୁ ଦେଇଥିବା...

ଚାଇନା ଓପନ୍‌: ପ୍ରଥମ ରାଉଣ୍ଡରୁ ସାଇନା ବିଦା

ଚାଙ୍ଗ୍‌ଝୋ(ଚାଇନା),୧୮।୯: ଅନ୍ୟତମ ଭାରତୀୟ ଶଟ୍‌ଲର ସାଇନା ନେହ୍ବାଲଙ୍କୁ ଏଠାରେ ଚାଲିଥିବା ଚାଇନା ଓପନ୍‌ ଓ୍ବାଲର୍‌ଡ ଟୁର ସୁପର-୧୦୦୦ ଟୁର୍ନାମେଣ୍ଟରେ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ିଛି। ପ୍ରଥମ ରାଉଣ୍ଡରେ ଥାଇଲାଣ୍ଡର ବୁସାନାନ ଓଙ୍ଗବାମ୍‌ରୁନଫାନ୍‌ଙ୍କଠାରୁ ସାଇନା ପରାସ୍ତ ହୋଇଛନ୍ତି। ୮ମ ସିଡ୍‌ ସାଇନାଙ୍କୁ...

ଭିନେଶଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୁର ସୁଲତାନ(କାଜଖସ୍ତାନ),୧୮।୯(ପିଟି): ଭାରତୀୟ ଷ୍ଟାର ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ ୫୩ କିଗ୍ରା ବର୍ଗରେ ଟୋକିଓ ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ ବୁଧବାର ସେ ଆମେରିକାର ସାରା ହିଲ୍ଡେବ୍ରାନ୍‌ଡଙ୍କୁ ହରାଇ ଦେଇଛନ୍ତି।...

ପାକିସ୍ତାନ ଖେଳାଳିଙ୍କୁ ବିରିୟାନି ମନା

କରାଚୀ,୧୮।୯: ଚଳିତ ବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରେ ପାକିସ୍ତାନ ଦଳର ଖେଳାଳିଙ୍କୁ ଫିଟ୍‌ନେସ ପାଇଁ ବହୁ ସମାଲୋଚିତ ହେବାକୁ ପଡ଼ିଥିଲା। ଖେଳାଳିଙ୍କ ଫିଟ୍‌ନେସ ସୁଧାରିବା ଲାଗି ନୂଆକରି କୋଚ୍‌ ଓ ମୁଖ୍ୟ ଚୟନକର୍ତ୍ତା ଦାୟିତ୍ୱ ସମ୍ଭାଳିଥିବା ପୂର୍ବତନ ଅଧିନାୟକ...

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଦ୍ୱିତୀୟ ରାଉଣ୍ଡରେ ଦୀପ-ଦିଲେଶ୍ୱର

ଭୁବନେଶ୍ୱର, ୧୮।୯(କ୍ରୀଡ଼ା ପ୍ରତିନିଧି)-ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନର ଡବଲ୍ସ ଇଭେଣ୍ଟରେ ମଧ୍ୟ ଓଡ଼ିଶା ଖେଳାଳିଙ୍କ ଆରମ୍ଭ ଭଲ ହୋଇଛି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଓଡ଼ିଶାର ଦୀପ୍‌ ରଞ୍ଜନ ବିଶୋଇ ଓ ଦିଲେଶ୍ୱର ରାଓ...

ଓସିଏ ନିର୍ବାଚନ: ହେବ କଡା ଟକ୍କର; ନିର୍ଣ୍ଣାୟକ ଭୂମିକା ନେବ ସ୍କୁଲ, କଲେଜ, ମ୍ୟାଜିକ ନମ୍ବରକୁ ନେଇ ଅଙ୍କକଷା

କଟକ ଅଫିସ,୧୮ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ଆଗାମୀ କର୍ମକର୍ତ୍ତା ନିର୍ବାଚନରେ କଡ଼ା ଟକ୍କର ହେବାନେଇ ସମ୍ଭାବନା ଦୃଢ଼ୀଭୂତ ହେବାରେ ଲାଗିଛି। ମଙ୍ଗଳବାର ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ନେତୃତ୍ୱରେ ପୁରୀରେ ଅନୁଷ୍ଠିତ ବୈଠକରେ ଓସିଏ ସହ ଅନୁବନ୍ଧିତ ୩୩ଟି...

ଭିତ୍ତିଭୂମିକୁ ଗାମ୍ବାଉଙ୍କ ପ୍ରଶଂସା

ଭୁବନେଶ୍ୱର, ୧୮।୯(ପି.ଟି)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ନୂଆ କ୍ଲବ ତଥା ଫ୍ରାଞ୍ଚାଇଜି ଓଡ଼ିଶା ଏଫ୍‌ସି କୋଚ୍‌ ଜୋସେଫ୍‌ ଗାମ୍ବାଉ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। କ୍ଲବର ହୋମ ଗ୍ରାଉଣ୍ଡରେ ଥିବା ଭିତ୍ତିଭୂମି ଓ ଟ୍ରେନିଂ ସୁବିଧାସୁଯୋଗକୁ...

ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ପାର୍ଥକ୍ୟ ରହିଛି: ରାଠୋର

ମୋହାଲି,୧୮।୯(ପି.ଟି.)- ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ବହୁତ ତଫାତ୍‌ ରହିଛି ଓ ଏକଥା ଦଳର ଯୁବ ଖେଳାଳିମାନଙ୍କୁ ଅବଗତ କରାଯାଇଛି ବୋଲି ନବନିଯୁକ୍ତ ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର କହିଛନ୍ତି। ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଦୃଷ୍ଟିରେ...

ପିଲାଙ୍କ ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ପାଇଁ ଗାଭାସ୍କରଙ୍କ ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୧୮।୯(ପି.ଟି.)- ହାର୍ଟ ଟୁ ହାର୍ଟ (ଏଚ୍‌ ଟୁ ଏଚ୍‌) ଫାଉଣ୍ଡେଶନ ସହ ଜଡିତ ରହିଥିବା ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ୬୦୦ ଗରିବ ପିଲାଙ୍କ ହାର୍ଟ ସର୍ଜରୀ ବା ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ପାଇଁ ପାଣ୍ଠି ସଂଗ୍ରହ କରିଛନ୍ତି। ଆମେରିକା...

ଭାରତ- ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି୨୦: ଚାପରେ ପନ୍ତ

ମୋହଲି,୧୮।୯(ପି.ଟି.)- ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବାରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବୁଧବାର ଦ୍ୱିତୀୟ ଦିନିକିଆରେ ପରସ୍ପରକୁ ଭେଟିବେ। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜର ପ୍ରଥମ ମ୍ୟାଚ୍‌ ବାତିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri