ଖେଳ

୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍‌ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ

ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଗା ଇଭେଣ୍ଟ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ପକ୍ଷରୁ ପ୍ରକାଶିତ...

ଇଷ୍ଟ ଜୋନ୍‌ ସ୍ନୁକର: ବିପର୍ଯ୍ୟୟ ଘଟାଇଲେ ସୌଭାଗ୍ୟ କ୍ୱାର୍ଟର ଫାଇନାଲ ଚୂଡାନ୍ତ

ଭୁବନେଶ୍ୱର,୧୨।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍‌କନ ଚିଲିକା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ବୁଧବାର ସପ୍ତମ ଦିବସରେ ପହଞ୍ଚିଛି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ଲାଇନ୍‌ଅପ୍‌ ଚୂଡାନ୍ତ ହୋଇଛି। କ୍ୱାର୍ଟର ଫାଇନାଲରେ ପଶ୍ଚିମବଙ୍ଗର ମନୀଷ ଜୈନ ଓ...

ଟ୍ରାକ୍‌ ଏସିଆ କପ୍‌ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି

କଟକ ଅଫିସ, ୧୨ା୯-  ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍‌ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି...

କୋହଲି ଏବେ ନିରାମିଷାଶୀ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ପରିଚିତ। ଏଥି ଲାଗି ସେ ବ୍ରେକ୍‌ଫାଷ୍ଟଠାରୁ ଆରମ୍ଭ କରି ରାତ୍ର ଭୋଜନ ପର୍ଯ୍ୟନ୍ତ ନିୟମିତ ଆମିଷ ଖାଉଥିଲେ। ହେଲେ ଏବେ...

ଥିରିମାନେ, ସନକାଙ୍କୁ ପାକିସ୍ତାନ ଗସ୍ତର ନେତୃତ୍ୱ

କଲମ୍ବୋ, ୧୧।୯ (ଏଏଫ୍‌ପି): ବହୁଚର୍ଚ୍ଚିତ ପାକିସ୍ତାନ ଗସ୍ତ ଲାଗି ବୁଧବାର ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ଦଳ ଘୋଷଣା କରାଯାଇଛି। ଲାହିରୁ ଥିରିମାନେଙ୍କୁ ଦିନିକିଆ ଓ ଦସୁନ ସନକାଙ୍କୁ ଟି୨୦ ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ଲସିଥ୍‌ ମାଲିଙ୍ଗା ଓ...

୨୦୨୨ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: କଳିଙ୍ଗରେ ଭାରତ-କାତାର ମ୍ୟାଚ ସମ୍ଭାବନା

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି): ଭାରତର ଅଘୋଷିତ କ୍ରୀଡ଼ା ରାଜଧାନୀଭାବେ ବିବେଚିତ ହେଉଥିବା ଭୁବନେଶ୍ୱରକୁ ଆସିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ବଡ଼ ମ୍ୟାଚ। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମୀ ପାଇଁ ଏଠାରେ ହକି ବିଶ୍ୱକପଠାରୁ ଆରମ୍ଭ କରି ଅନେକ ଜାତୀୟ/ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ...

କ୍ରୁନାଲଙ୍କୁ କ୍ଷମା ପ୍ରାର୍ଥନା କଲେ ହାର୍ଦ୍ଦିକ

ମୁମ୍ବାଇ,୧୧।୯: ହାର୍ଦ୍ଦିକ ପାଣ୍ଡ୍ୟା ଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ରେ ବ୍ଲୁ ଜର୍ସିରେ ଦେଖିବାକୁ ମିଳିବ। ବୁଧବାର ପାଣ୍ଡ୍ୟା ବ୍ରଦର୍ସ ଅଭ୍ୟାସ କରୁଥିବାବେଳେ ଏକ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ନେଟ୍ସରେ କ୍ରୁନାଲଙ୍କ ବୋଲିଂରେ ହାର୍ଦ୍ଦିକ ହେଲିକାପ୍ଟର...

ପୁଣି ବର ବେଶରେ ସଜେଇ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ ସିରିଜକୁ କ୍ଲିନ୍‌ସୁଇପ୍‌ କରିବା ପରେ ବିରାଟ ବାହିନୀ ଏବେ ଦକ୍ଷିଣ ଆଫ୍ରିକା ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଛି। ଏହା ପୂର୍ବରୁ ସ୍ତ୍ରୀ...

ରୋନାଲ୍ଡୋଙ୍କ ଦରମା ଅନ୍ୟ ଖେଳାଳିଙ୍କ ୩ ଗୁଣା

ରୋମ,୧୧।୯: ପର୍ତ୍ତୁଗାଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ସିରି ଏ’ ଲିଗ୍‌ରେ ସର୍ବାଧିକ ଦରମା ପାଉଥିବା ଖେଳାଳି। ତାଙ୍କ ବାର୍ଷିକ ଦରମା ଅନ୍ୟ ଖେଳାଳିଙ୍କ ଆୟଠାରୁ ପ୍ରାୟ ୩ ଗୁଣା ଅଧିକ। ଗତବର୍ଷ ଜୁଭେଣ୍ଟସ କ୍ଲବରେ ସାମିଲ ହୋଇଥିବା ଫରଓ୍ବାର୍ଡ ରୋନାଲ୍ଡୋ...

ନେମାରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ଧମକାଇବା ମାମଲା

ସାଓ ପାଉଲୋ,୧୧।୯- ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ନେମାର ଜୁନିୟରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ସାଓ ପାଉଲୋ ରାଜ୍ୟର ପୋଲିସ ନିକଟରେ ଧମକ ଦେଇ ଅର୍ଥ ଆଦାୟ, ଠକାମି ଭଳି ବହୁ ମାମଲା ଦାଏର କରିଛି। ଏହା...

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗି ପାରନ୍ତି ସ୍ମିଥ

ଓଭାଲ,୧୧।୯- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଚଳିତ ଆଶେସ ସିରିଜ୍‌ରେ ଚମତ୍କାର ଫର୍ମରେ ରହିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଏପର୍ଯ୍ୟନ୍ତ ଆଶେସ ସିରିଜ୍‌ରେ ଏକ ଦ୍ୱିଶତକ ସହ ଦୁଇଟି ଲେଖାଏ ଶତକ ଓ ଅର୍ଦ୍ଧଶତକ ଲଗାଇ ସାରିଛନ୍ତି। ସିରିଜ୍‌ରେ ୩...

ବେକାର ହେଲା ଗେଲ୍‌ଙ୍କ ବିସ୍ଫୋରକ ଶତକ

ସେଣ୍ଟ କିଟ୍ସ, ୧୧।୯: ଓ୍ବାର୍ନର ପାର୍କଠାରେ ଅନୁଷ୍ଠିତ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ) ମ୍ୟାଚ୍‌ରେ ଜାମାଇକା ତାଲାଓ୍ବାସ ଦଳର ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କ କ୍ୟାରିୟରର ୨୨ତମ ଶତକ ବେକାର ହୋଇଛି। ଗେଲ୍‌ଙ୍କ ଶତକ ଓ ଚାଦ୍ୱିକ ଓ୍ବାଲଟନଙ୍କ ୩୬ ବଲରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri