ଖେଳ

ଚତୁର୍ଥ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୮୫ ରନରେ ବିଜୟୀ

ମାଞ୍ଚେଷ୍ଟର, ୯।୯- ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଚତୁର୍ଥ ଆଶେସ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୫ ରନରେ ଇଂଲଣ୍ଡକୁ ହରାଇ ଦେଇଛି। ୩୮୩ ରନ ବିଜୟ ଲକ୍ଷ୍ୟର ପିଛା କରୁଥିବା ଇଂଲଣ୍ଡ ରବିବାର ୫ମ ତଥା ଅନ୍ତିମ ଦିବସରେ ଦ୍ୱିତୀୟ...

ଚାଟ୍ଟୋଗ୍ରାମ ଟେଷ୍ଟ: ପରାଜୟ ଦ୍ୱାରରେ ବାଂଲାଦେଶ

ଚାଟ୍ଟୋଗ୍ରାମ, ୯।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଭ୍ରମଣକାରୀ ଆଫଗାନିସ୍ତାନ ବିପକ୍ଷରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ବାଂଲାଦେଶ ପରାଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ୩୯୮ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ପିଛା କରୁଥିବା ଘରୋଇ ବାଂଲାଦେଶ ରବିବାର ଚତୁର୍ଥ ଦିବସ...

ହାଫ୍‌ ମାରାଥନରେ ଦ୍ରୁତତମ ମହିଳା ବ୍ରିଗିଡ କୋସ୍‌ଗି

ଲଣ୍ଡନ,୯।୯(ଏଏଫ୍‌ପି): କେନିଆର ବ୍ରିଗିଡ କୋସ୍‌ଗି ହାଫ୍‌ ମାରାଥନରେ ବିଶ୍ୱର ଦ୍ରୁତତମ ମହିଳା ହେବାର ରେକର୍ଡ ଅଧିକାର ହୋଇଛନ୍ତି। ଗ୍ରେଟ୍‌ ନର୍ଥ ରନ୍‌କୁ ସେ ଏକ ଘଣ୍ଟା, ୪ ମିନିଟ୍‌ ଓ ୨୮ ସେକେଣ୍ଡରେ ଶେଷକରି ଏହି ସଫଳତା ପାଇଛନ୍ତି। ତାଙ୍କ...

ଏଫ୍‌ଆଇଏଚ୍‌ ହକି ର଼୍ୟାଙ୍କିଙ୍ଗ: ପୁରୁଷ ୫ମ, ମହିଳା ୯ମ

ଲାଉସାନେ (ସୁଇଜରଲାଣ୍ଡ), ୮ା୯ (ପି.ଟି.)- ଓସେନିଆ କପ୍‌ ଶେଷ ହେବା ପରେ ରବିବାର ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପକ୍ଷରୁ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ପୁରୁଷ ଦଳ ୫ମ ସ୍ଥାନ ବଜାୟ ରଖିଥିବାବେଳେ ମହିଳା...

ଡେଭିସ୍‌ କପ୍‌: ଭାରତୀୟ ଚ୍ୟାଲେଞ୍ଜ ଏଣିକି କଷ୍ଟକର

ନୂଆଦିଲ୍ଲୀ, ୮ା୯ (ପି.ଟି.)- ଟେନିସ ଖେଳର ବିଶ୍ୱ ପରିଚଳାନା ପରିଷଦ ଅନ୍ତର୍ଜାତୀୟ ଟେନିସ୍‌ ମହାସଂଘ (ଆଇଟିଏଫ୍‌) ଡେଭିସ୍‌ କପ୍‌ ଫର୍ମାଟରେ ଆଉ ଏକ ପରିବର୍ତ୍ତନ କରିଛି। ଆଞ୍ଚଳିକ ସ୍ତରରେ ଗ୍ରୁପ୍‌-୧ ଏବଂ ଗ୍ରୁପ୍‌-୨ ପ୍ରତିଯୋଗିତାକୁ ଉଚ୍ଛେଦ କରିଛି, ଯଦ୍ଦ୍ବାରା ଭାରତର...

ସନ୍ଦେହରେ ବ୍ରାଥଓ୍ବେଟଙ୍କ ବୋଲିଂ ଆକ୍ସନ

ଦୁବାଇ,୮।୯(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର କ୍ରେଗ୍‌ ବ୍ରାଥ୍‌ଓ୍ବେଟଙ୍କ ବୋଲିଂ ଆକ୍ସନ ନେଇ ପୁଣି ସନ୍ଦେହ ସୃଷ୍ଟି ହୋଇଛି। ଭାରତ ବିପକ୍ଷ ଗତ ଦ୍ୱିତୀୟ ଘରୋଇ ଟେଷ୍ଟ ମ୍ୟାଚ୍‌ରେ ତାଙ୍କ ବୋଲିଂ ଆକ୍ସନ ତ୍ରୁଟିପୂର୍ଣ୍ଣ ଥିଲା ବୋଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)...

ବାଂଲାଦେଶ ବିପକ୍ଷ ଟେଷ୍ଟ ପରେ ନବୀ ଅବସର ନେବେ

ଚିଟ୍ଟାଗଙ୍ଗ,୮।୯(ପି.ଟି.)- ଆଫଗାନିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ନବୀ ଟେଷ୍ଟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ଏଠାରେ ଚାଲିଥିବା ଘରୋଇ ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ପରେ ସେ ଅବସର ନେବେ। ୩୪ ବର୍ଷୀୟ ଅଭିଜ୍ଞ ଅଲରାଉଣ୍ଡର...

ନିଃସର୍ତ୍ତ କ୍ଷମା ମାଗିଲେ କାର୍ତ୍ତିକ

ନୂଆଦିଲ୍ଳୀ,୮।୯(ପି.ଟି.)- ଭାରତୀୟ ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କିଛି ଦିନ ତଳେ କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ଏକ ମ୍ୟାଚକୁ ସେ ଶାହରୁଖ ଖାଁଙ୍କ...

ହ୍ୟାରୀ କେନଙ୍କ ହ୍ୟାଟ୍ରିକ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୮।୯- ୟୁରୋକପ୍‌ କ୍ୱାଲିଫାଇଙ୍ଗ୍‌ରେ ଇଂଲଣ୍ଡ ଗ୍ରୁପ୍‌ ଏ’ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ବୁଲଗେରିଆକୁ ୪-୦ ଗୋଲରେ ଅତି ସହଜରେ ପରାସ୍ତ କରିଛି। ଆରମ୍ଭରୁ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଖେଳିଥିବା ଇଂଲଣ୍ଡ ତରଫରୁ ହ୍ୟାରୀ କେନ ହ୍ୟାଟ୍ରିକ୍‌ ଗୋଲ...

ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟ: ପର୍ତ୍ତୁଗାଲର ପ୍ରଥମ ବିଜୟ

ବେଲଗ୍ରେଡ୍‌,୮।୯(ଏଏଫ୍‌ପି): ୟୁରୋପିଆନ୍‌ ଚାମ୍ପିୟନ ପର୍ତ୍ତୁଗାଲ ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ତା’ର ପ୍ରଥମ ବିଜୟ ହାସଲ କରିଛି। ୨୦୨୦ ୟୁରୋ କପ୍‌ ପାଇଁ ଯୋଗ୍ୟତା ପର୍ଯ୍ୟାୟରେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଶନିବାର ଅନୁଷ୍ଠିତ ମୁକାବିଲାରେ ସର୍ବିଆକୁ ୪-୨ ଗୋଲ୍‌ରେ ପରାସ୍ତ...

ସେରେନା ନିରାଶ

ନ୍ୟୁୟର୍କ, ୮।୯- ୟୁଏସ୍‌ ଓପନ୍‌ ଫାଇନାଲ ପରାଜୟ ପରେ ଆମେରିକୀୟ ଅଭିଜ୍ଞ ମହିଳା ଟେନିସ୍‌ ତାରକା ସେରେନା ଓ୍ବିଲିୟମ୍ସ ନୈରାଶ୍ୟ ଜାହିର କରିଛନ୍ତି। ଫାଇନାଲ ମ୍ୟାଚ୍‌ରେ ମୋର ପ୍ରଦର୍ଶନ ଅକ୍ଷମଣୀୟ ବୋଲି କହିଛନ୍ତି। ୨୦ ବର୍ଷ ତଳେ ସେରେନା ଏଠାରେ...

ୟୁଏସ୍‌ ଓପନ୍‌ ଟେନିସ୍‌: ସେରେନାଙ୍କୁ ହରାଇ ଆଣ୍ଡ୍ରେସ୍କୁ ଚାମ୍ପିୟନ

ନ୍ୟୁୟର୍କ,୮।୯(ଏଏଫପି): ୧୯ ବର୍ଷୀୟା କାନାଡ଼ା ମହିଳା ଟେନିସ୍‌ ତାରକା ବାଇଆଙ୍କା ଆଣ୍ଡ୍ରେସ୍କୁ ଏଥର ୟୁଏସ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ଫାଇନାଲ ମ୍ୟାଚରେ ଏହି ଉଦୀୟମାନ ମହିଳା ଖେଳାଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri