ଖେଳ

୧୯ ବର୍ଷରୁ କମ୍‌ ଏସିଆ କପ: ଆଜାଦ୍‌, ତିଲକଙ୍କ ଶତକ: ପାକିସ୍ତାନକୁ ହରାଇଲା ଭାରତ

କଲମ୍ବୋ, ୮।୯- ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟରେ ଶନିବାର ଅନୁଷ୍ଠିତ ଏକ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଭାରତ ୬୦ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ମାତ୍‌ ଦେଇଛି। ଅର୍ଜୁନ ଆଜାଦ୍‌ ଓ ତିଳକ ବର୍ମାଶଥକ ହାସଲ କରି ଭାରତୀୟ...

ସଞ୍ଜୁ ସାମସନ୍‌ଙ୍କ ବଦାନ୍ୟତା: ଗ୍ରାଉଣ୍ଡ୍ସମ୍ୟାନକୁ ଦେଲେ ଦେଢ଼ଲକ୍ଷ ଲକ୍ଷ ଟଙ୍କା

ଥିରୁଭାନନ୍ତପୁରମ, ୮।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ୩୬ ରନରେ ଜିତିବା ସହ ଭାରତ-ଏ ସିରିଜକୁ ୪-୧ରେ ହାତେଇ ନେଇଛି। ଶୁକ୍ରବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ୨୦ ଓଭର ବିଶିଷ୍ଟ ୫ ଦିନିକିଆରେ ମ୍ୟାଚ୍‌ରେ...

ରାଜସ୍ଥାନ କ୍ରିକେଟ ଆସୋସିଏଶନ ଉପରୁ ସସ୍‌ପେଣ୍ଡ ଆଦେଶ ଉଠିଲା

ନୂଆଦିଲ୍ଲୀ, ୮ା୯ (ପି.ଟି.)-ଲୋଧା କମିଟି ଗାଇଡ୍‌ ଲାଇନ୍‌ ଅନୁସାରେ କାର୍ଯ୍ୟ କରୁଥିବା ହୃଦ୍‌ବୋଧ ହେqବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆର୍‌ସିଏ)ଉପରୁ ସସ୍‌ପେଣ୍ଡ ଆଦେଶକୁ ପ୍ରତ୍ୟାହାର କରିନେଇଛି। ଆରସିଏ ଇତିମଧ୍ୟରେ ଏହାର ନୂଆ...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ମୋଞ୍ଜା (ଇଟାଲୀ), ୮ା୯ (ଏଏଫ୍‌ପି)- ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ପ୍ରଥମ ସ୍ଥାନ ପାଇଁ ୫ଥର ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କ ସହିତ ତାଙ୍କର ତୀବ୍ର...

ଏକମାତ୍ର ଟେଷ୍ଟ: ଦୃଢ଼ ସ୍ଥିତିରେ ଆଫଗାନିସ୍ତାନ

ଚିଟ୍ଟାଗଙ୍ଗ,୮।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଆଫଗାନିସ୍ତାନ ଉଭୟ ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଗ୍ରଣୀ ହାସଲ କରିବା ସହ ସ୍ଥିତି ଦୃଢ କରିଛି। ଟସ୍‌...

ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମି ବିଶ୍ୱସ୍ତରୀୟ: ମାର୍ଟିନ

ଭୁବନେଶ୍ୱର,୮।୯(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ କ୍ରୀଡ଼ା ବିଜ୍ଞାନ ନେଇ ଶନିବାର ଏକ ବକ୍ତୃତାମାଳା ଆୟୋଜନ କରାଯାଇଛି। ଏଥିରେ ଇଂଲଣ୍ଡର ବର୍ମିଂହାମ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ଏକ୍ସରସାଇଜ୍‌ ସାଇନ୍ସର କୋଚିଂ ବିଭାଗର...

ଆମେରିକୀୟ ଓକିଲଙ୍କ ସହ ସାମିଙ୍କ ପରାମର୍ଶ

ନୂଆଦିଲ୍ଳୀ,୮।୯- ସ୍ତ୍ରୀ ହସିନ ଜାହାଁ ଘରୋଇ ହିଂସା ନେଇ ଦାଏର କରିଥିବା କେସ୍‌ର ସମ୍ମୁଖୀନ ହେବା ପାଇଁ ଭାରତୀୟ ତାରକା ଦ୍ରୁତ ବୋଲର ମହମ୍ମଦ ସାମି ଆଇନଗତ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆମେରିକୀୟ ଆଇନଜୀବୀ ସଲିମ ରହମାନଙ୍କ ସହ ସେ...

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଜାକିର, ଜିତେନ, ରାକେଶ, ରାଜାଙ୍କ ଦମ୍‌ଦାର ପ୍ରଦର୍ଶନ

ଭୁବନେଶ୍ୱର, ୮।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଶନିବାର ତୃତୀୟ ଦିବସରେ ପହଞ୍ଚତ୍ଛି। ଶନିବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଜଗଦୀଶ ମହାନ୍ତି ୩-୨ରେ ଶରଦ ବେହେରାଙ୍କୁ ପରାସ୍ତ କରିଛନ୍ତି। ସେହିପରି ଜାକିର ଖାଁ...

ଆଶେସ ଚତୁର୍ଥ ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମାଞ୍ଚେଷ୍ଟର, ୮।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଆଶେସ ଟେଷ୍ଟ ନିର୍ଣ୍ଣାୟକ ମୋଡରେ ପହଞ୍ଚିଛି। ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌...

ଫୁଟବଲ ଖେଳାଳି ଇଟୋଙ୍କ ଅବସର

ପ୍ୟାରିସ, ୭ା୯ (ଏଏଫ୍‌ପି)-କାମେରୁନ୍‌ର ୪ଥର ଆଫ୍ରିକାନ ପ୍ଲେୟର ଅଫ୍‌ ଦି ଇୟର ସାମୁଏଲ ଇଟୋ ଶନିବାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ୩୮ବର୍ଷୀୟ ଏହି ଷ୍ଟ୍ରାଇକର ତାଙ୍କ କ୍ୟାରିୟରରେ ବାର୍ସିଲୋନା, ଇଣ୍ଟର ମିଲାନ ଏବଂ ଚେଲ୍‌ସି ଦଳ ତରଫରୁ ପ୍ରତିନିଧିତ୍ୱ...

ଦୁଲୀପ ଟ୍ରଫି: ଇଣ୍ଡିଆ ରେଡ୍‌ ଚାମ୍ପିୟନ

ବେଙ୍ଗାଲୁରୁ,୭।୯(ପି.ଟି.)-ବିଦର୍ଭ ସ୍ପିନର ଅକ୍ଷୟ ଓ୍ବାଖରେଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଣ୍ଡିଆ ରେଡ୍‌ ଦୁଲୀପ ଟ୍ରଫି ଟାଇଟଲ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳଯାଇଥିବା ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ରେଡ ଏକ ଇନିଂସ ଓ ୩୮ ରନରେ...

ପହଞ୍ଚିଲା ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୭।୯(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଦଳ ଶନିବାର ଭାରତରେ ପହଞ୍ଚିଛି। ଭାରତ ଫେରି ମୁଁ ଉତ୍ସାହିତ ଅଛି। ପୁଣି କ୍ରିକେଟ ଖେଳିବା ପାଇଁ ଲକ୍ଷ୍ୟ ରଖିଥିବା ଟୁଇଟ୍‌ କରି ଜଣାଇଛନ୍ତି ପେସର କାଗିସୋ ରବାଡା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri