ଖେଳ

ସ୍ବପ୍ନ ରହିଗଲା ଅଧା, ହେଲେ ବିଶ୍ୱାସ ମରି ନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୭।୯- ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟାନ-୨ ଲ୍ୟାଣ୍ଡର ‘ବିକ୍ରମ’କୁ ଚନ୍ଦ୍ର ପୃଷ୍ଠରେ ଅବତାର କରାଇପାରି ନାହିଁ। ଲକ୍ଷ୍ୟ ସ୍ଥଳଠାରୁ ୨.୧ କିମି ଦୂରରେ ଥିବାବେଳେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି...

ମାଲିଙ୍ଗାଙ୍କ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ପାଲେକେଲେ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ଟି୨୦ ମ୍ୟାଚ୍‌ରେ କ୍ରମାଗତ ୪ ବଲରେ ୪ ଉଇକେଟ ନେଇଥିବା ଭେଟେରାନ ଶ୍ରୀଲଙ୍କା ପେସର ଲାସିଥ ମାଲିଙ୍ଗାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି ଦେଖିବାକୁ ମିଳିଛି। ସେ ପୂର୍ବାପେକ୍ଷା ୨୦ ସୋପାନ ଉପରକୁ ଆସି ୨୧ତମ...

ବାର୍ସିଲୋନା ଛାଡ଼ିପାରିବେ ମେସି

ମାଡ୍ରିଡ୍‌, ୭।୯(ଏଏଫ୍‌ପି)- ସ୍ପାନିଶ ଦଳ ଆର୍ଜେଣ୍ଟିନା ଖେଳାଳି ଲିଓନେଲ ମେସିଙ୍କ ଭବିଷ୍ୟତ ନେଇ ଚିନ୍ତିତ ନୁହନ୍ତି ବାର୍ସିଲୋନା ସଭାପତି ଯୋସେପ ମାରିଆ ବାର୍ଟୋମେ। ମେସି ଚଳିତ ସିଜନ ଶେଷରେ କ୍ଲବ ଛାଡ଼ିପାରିବେ। ୫ ଥର ବାଲୋନ ଡି’ଅର ପୁରସ୍କାର ପ୍ରାପ୍ତ...

୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ନିକଟତର ନାଡାଲ

ନ୍ୟୁୟର୍କ,୭।୯- କିମ୍ବଦନ୍ତୀ ରାଫାଲ ନାଡାଲ ଏଠାରେ ରବିବାର ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ। ୟୁଏସ୍‌ ଓପନ ଫାଇନାଲରେ ସେ ଇଟାଲୀ ମାଟ୍ଟେଓ ବରେଟିନିଙ୍କୁ ହରାଇ ଦେଇଛନ୍ତି। ୩୩ ବର୍ଷୀୟ ସ୍ପାନିଶ ଖେଳାଳି ମ୍ୟାଚ୍‌କୁ ୭-୬(୮/୬), ୬-୪, ୬-୧...

ଦେଶର ଅନ୍ତର୍ଜାତୀୟ ଶୁଟିଂ ସେଣ୍ଟରରେ ନାହିଁ ଶୁଟରଙ୍କ ରହଣି ବ୍ୟବସ୍ଥା

ନୂଆଦିଲ୍ଲୀ,୭।୯- ଦେଶର ଜଣାଶୁଣା ଅନ୍ତର୍ଜାତୀୟ ଶୁଟିଂ ସେଣ୍ଟର ଡ. କାର୍ନି ସିଂ ଶୁଟିଂ ରେଞ୍ଜଠାରେ ଭାରତୀୟ ଶୁଟରଙ୍କ ଲାଗି ରହଣି ବ୍ୟବସ୍ଥା ନାହିଁ। ଏଥିଯୋଗୁ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିସାରିଥିବା ଶୁଟରମାନେ ଆବଶ୍ୟକ ଟ୍ରେନିଂ ପାଇପାରୁ ନାହାନ୍ତି। ଅପୂର୍ବୀ ଚଣ୍ଡେଲା,...

ସିଓଏର ଘୋଷଣା ପରେ ଅଡୁଆରେ ଓସିଏ

କଟକ ଅଫିସ,୭ା୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ପରିଚାଳନା ପାଇଁ ସୁପ୍ରିମକୋର୍ଟ ଦ୍ୱାରା ନିୟୋଜିତ କମିଟି ଅଫ ଆଡମିନଷ୍ଟ୍ରେଟର(ସିଓଏ) ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି । ଘୋଷଣା ଏହା ଯେ, ସେପ୍ଟେମ୍ବର ୨୮ ତାରିଖ ସୁଦ୍ଧା ସମସ୍ତ ରାଜ୍ୟ...

ଇଷ୍ଟ ଜୋନ୍‌ ସ୍ନୁକର: ଶ୍ୟାମ, ଉଦ୍ଭାସଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଶ୍ୟାମ ଅଗ୍ରଓ୍ବାଲ ଓ ଉଦ୍ଭାସ ମହାପାତ୍ର ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି। ଦ୍ୱିତୀୟ ଦିବସର ମ୍ୟାଚ ଗୁଡ଼ିକ...

ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ, ୭ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟର ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଦୀନେଶ ବଲିଉଡ ସୁପର ଷ୍ଟାର ଶାହରୁଖ ଖାଁଙ୍କ ମାଲିକାନାରେ କ୍ୟାରିବିୟନ ସୁପର ଲିଗ୍‌ (ସିପିଏଲ୍‌) ଫ୍ରାଞ୍ଚାଇଜ୍‌ ତ୍ରିନିଦାଦ୍‌...

କିମ୍ବଦନ୍ତୀ ସ୍ପିନର ଅବ୍‌ଦୁଲ କାଦିରଙ୍କ ଦେହାନ୍ତ

କରାଚୀ/ନୂଆଦିଲ୍ଲୀ, ୭ା୯ (ପି.ଟି.)-ପାକିସ୍ତାନର ପୂର୍ବତନ ମହାନ ସ୍ପିନର ଅବ୍‌୍‌ଦୁଲ କାଦିରଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ତାଙ୍କୁ ୬୩ ବର୍ଷ ହୋଇଥିଲା। ତାଙ୍କର ୪ ପୁଅ ଏବଂ ଏକମାତ୍ର ଝିଅ ପାକିସ୍ତାନର ବର୍ତ୍ତମାନ ଷ୍ଟାର ବ୍ୟାଟ୍ସମ୍ୟାନ ଉମର ଅକମଲଙ୍କୁ ବିବାହ କରିଛନ୍ତି।...

୧୦୦ ଉଇକେଟ ନେବାରେ ମାଲିଙ୍ଗା ପ୍ରଥମ

କାଣ୍ଡି (ଶ୍ରୀଲଙ୍କା), ୭ା୯ (ଏଏଫ୍‌ପି)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗା ବୋଲର ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କାଣ୍ଡିଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚରେ ସେ ଏହି ସଫଳତା...

ଫୁଟ୍‌ବଲ ଖେଳିବେ ସିମେନ୍ୟା

ଜୋହାନ୍ସବର୍ଗ ୭ା୯ (ଏଏଫ୍‌ପି)-ଦୁଇ ଥର ଅଲିମ୍ପିକ ୮୦୦ ମିଟର ସ୍ବର୍ଣ୍ଣ ବିଜୟିନୀ କାଷ୍ଟର ସିମେନ୍ୟା ଦକ୍ଷିଣ ଆଫ୍ରିକାର ଏକ ମହିଳା ଫୁଟ୍‌ବଲ ଟିମ୍‌ରେ ଯୋଗ ଦେଇଛନ୍ତି। ଆଥଲେଟିକ୍ସ ଗଭର୍ନିଂବଡ଼ି ଆଇଏଏଏଫ୍‌ ହାର ନିୟମରେ ପରିବର୍ତ୍ତନ ପରେ ୨୮ ବର୍ଷୀୟା ସିମେନ୍ୟା...

ଆଶେସ ଦେଖିବା ଲାଗି ୧୨ ବର୍ଷୀୟ ବାଳକଙ୍କ ଅଭିନବ ପ୍ରୟାସ

ମାଞ୍ଚେଷ୍ଟର ୭ା୯ (ପି.ଟି.)-ଇଂଲଣ୍ଡରେ ଆଶେସ ଦେଖିବା ଲାଗି ଅଷ୍ଟ୍ରେଲିଆର ଜଣେ ୧୨ ବର୍ଷୀୟ ବାଳକ ଯାହା କରିଛନ୍ତି, ସେଭଳି ଦୃଷ୍ଟାନ୍ତ କହିବାକୁ ଗଲେ ଦେଖାଯାଏନି। ନିଜର ଅଭିଳାଷ ପୂରଣ କରିବା ଲାଗି ମାକ୍ସ ଓ୍ବେଟ୍‌ ନାମକ ଏହି ବାଳକଙ୍କୁ ୪ବର୍ଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri