ଖେଳ

ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା

ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ...

ୟୁଏସ୍‌ ଓପନ୍‌: ବିପର୍ଯ୍ୟୟ: କ୍ୱାର୍ଟରରୁ ଫେଡରରଙ୍କ ବିଦାୟ

ନ୍ୟୁୟର୍କ, ୫।୯ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା କିମ୍ବଦନ୍ତୀ ସୁଇଜରଲାଣ୍ଡ ଟେନିସ ଖେଳାଳି ରୋଜର ଫେଡରର...

ଚାଇନିଜ ତାଇପେ ଓପନ୍‌: ଦ୍ୱିତୀୟ ରାଉଣ୍ଡରେ ସୌରଭ

ତାଇପେଇ, ୫।୯ (ପି.ଟି.)- ପୂର୍ବତନ ଚାମ୍ପିୟନ ସୌରଭ ବର୍ମା ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୫ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନିଜ ତାଇପେଇ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ...

ଅନୁପମାଙ୍କ ପାଇଁ ଏସିଆନ ଗେମ୍ସ ସମ୍ଭାବନା; ଓଡ଼ିଶା ଜୁଜୁଟ୍‌ସୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୫।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗ୍‌ ଜୁଠାରେ ଅନୁଷ୍ଠିତ ବିଶ୍ୱ ମାର୍ଶାଲ ଆର୍ଟର ଅଲିମ୍ପିକ୍‌ ଭାବେ ବିବେଚିତ ହେଉଥିବା ମାଷ୍ଟରଶିପ୍‌ ପ୍ରତିଯୋଗିତାର ଜୁଜୁଟ୍‌ସୁ ଫାଇଟିଂ(କଣ୍ଟାକ୍ଟ )ରେ ବ୍ରୋଞ୍ଜ ପଦକ ଜିତିଥିବା ଅନୁପମା ଓଡ଼ିଶା ଫେରି ଆସିଛନ୍ତି। ପ୍ରଦର୍ଶନ ଆଧାରରେ...

ଶୀତଦିନେ ଆୟୋଜନ ହେବ ଫିଫା ବିଶ୍ୱକପ

ଦୋହା,୫।୯(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଶୀତଦିନରେ ଆୟୋଜନ ହେବା ନେଇ ପ୍ରାକ୍‌ ସୂଚନା ମିଳିଛି। ବିଶ୍ୱକପ୍‌ର ଲୋଗୋ ଉନ୍ମୋଚନରୁ ଏହା ଜଣାପଡୁଛି। କାତାରରେ ଏହି ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବରୁ ଏକାଧିକ ବାର ବିବାଦ ସୃଷ୍ଟି ହୋଇଥିଲା। ଏହି ମୋଗା...

ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍‌ଙ୍କ ଅର୍ଦ୍ଧଶତକ

ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଭାଗନେବେ ୭୦ରୁ ଊର୍ଦ୍ଧ୍ୱ ଖେଳାଳି

ଭୁବନେଶ୍ୱର, ୫।୯(ପି.ଟି.)- ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା ୧୪ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପଡୋଶୀ...

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ...

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି...

ଡୋନାଲ୍ଡ, ଲିଲି, ଓ୍ବାକରଙ୍କଠାରୁ ଆଗରେ ବୁମରା

ନୂଆଦିଲ୍ଲୀ,୪।୯: ଭାରତୀୟ ପେସର ଯଶପ୍ରୀତ ବୁମରା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ନିଜର ସମ୍ପୂର୍ଣ୍ଣ କ୍ଲାସ ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍‌ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି। ମାତ୍ର ୨୧...

ମିସ୍‌ବା ପାକିସ୍ତାନ ଦଳର ମୁଖ୍ୟ କୋଚ୍‌

ଲାହୋର,୪।୯(ଏଏଫ୍‌ପି): ପାକିସ୍ତାନ ବୁଧବାର ପୂର୍ବତନ ଅଧିନାୟକ ମିସ୍‌ବା ଉଲ ହକ୍‌ଙ୍କୁ ମୁଖ୍ୟ କୋଚ୍‌ ଓ ମୁଖ୍ୟ ଚୟନକର୍ତ୍ତା ପଦରେ ନିଯୁକ୍ତ କରିଛି। କ୍ରିକେଟ ପାଗଳ ଦେଶ ପାକିସ୍ତାନ ୨୦୧୯ ଆଇସିସି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲା। ଏଥିଯୋଗୁ...

ଅଶ୍ୱିନଙ୍କୁ ଛାଡ଼ିବ କିଙ୍ଗ୍ସ ଏକାଦଶ

ନୂଆଦିଲ୍ଲୀ,୪।୯(ପିଟି): ଆଇପିଏଲର ଆଗାମୀ ସଂସ୍କରଣରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଛାଡ଼ିବା ନେଇ ସ୍ପଷ୍ଟ କରିଛି। ସେ ଗତ ଦୁଇ ସିଜନ ଲାଗି ପଞ୍ଜାବ ଦଳର ଅଧିନାୟକ ଥିଲେ। ୨୦୧୮ ଓ ୧୯ରେ ପଞ୍ଜାବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri