ଖେଳ

କେବଳ ଏହି ଗୋଟିଏ ତାରିଖ ହିଁ ଥିଲା ସଚିନଙ୍କ ପାଇଁ ଅଶୁଭ, ଏହି ଦିନ ସେ ଶତକ ଲଗାଇପାରୁ ନ ଥିଲେ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ କ୍ୟାରିୟର ଗୋଟିଏ ମାସର ପ୍ରତି ତାରିଖରେ ଶତକ କିମ୍ବା ଦ୍ୱିଶତକ ଲଗାଇଛନ୍ତି, କିନ୍ତୁ...

ବାଓଟୋ ଏଟିପି ଚ୍ୟାଲେଞ୍ଜର : ସିଙ୍ଗଲ୍ସ, ଡବଲ୍ସରେ ମୁକୁନ୍ଦ ରନର୍ସ-ଅପ୍‌

ବାଓଟୋ,୧।୯(ପି.ଟି.)- ଚାଇନାର ବାଓଟୋରେ ଅନୁଷ୍ଠିତ ହୋଇଥିବା ୫୪,୧୬୦ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ କ୍ଲେ- କୋର୍ଟ ଏଟିପି ଚ୍ୟାଲେଞ୍ଜର ଇଭେଣ୍ଟରେ ଭାରତର ଶଶି କୁମାର ମୁକୁନ୍ଦ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ଦୁଇଟି ଇଭେଣ୍ଟରେ ରନର୍ସଅପ୍‌ ହୋଇଛନ୍ତି। ସେ...

ଜାତୀୟ ମହିଳା ହକି କ୍ୟାମ୍ପରେ ୫ ଓଡ଼ିଆ

ନୂଆଦିଲ୍ଲୀ,୧।୯(ପି.ଟି.): ସୋମବାରଠାରୁ ବେଙ୍ଗାଲୁରୁର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପରିସରରେ ଆରମ୍ଭ ହେବାକୁ ଯାଉଥିବା ଜାତୀୟ ମହିଳା ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୩୩ ଜଣିଆ ଦଳ ଘୋଷଣା କରିଛି। ଏଥିରେ ୫ ଜଣ ଓଡ଼ିଆ...

ଟିମ୍‌ ଇଣ୍ଡିଆର ଏହି ବ୍ୟାଟ୍ସମ୍ୟାନ୍‌ ଇଶାନ୍ତ ଶର୍ମାଙ୍କ ବ୍ୟାଟିଂ କୋଚ୍‌

କିଙ୍ଗଷ୍ଟନ,୧।୯: ଭାରତର ଷ୍ଟାର୍‌ ବୋଲର୍‌ ଇଶାନ୍ତ ଶର୍ମା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ଇଶାନ୍ତ ୮୦ଟି ବଲ ଖେଳି ୭ ଚୌକା ସହ ୫୭ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଇଶାନ୍ତଙ୍କ ବ୍ୟାଟିଂ...

ପିତାଙ୍କ ମୃତ୍ୟୁ ପରେ ମା’ ବସ୍‌ କଣ୍ଡକ୍ଟର କାମ କରି ପୁଅକୁ କଲେ କ୍ରିକେଟର,ଏବେ ଭାରତୀୟ ଦଳରେ ମିଳିଲା ସ୍ଥାନ

ମୁମ୍ବାଇ, ୧।୯:ଶ୍ରୀଲଙ୍କାରେ ହେବାକୁ ଥିବା ୟୁଥ୍‌ ଏସିଆ କପ୍‌ ଟୁର୍ନାମେଣ୍ଟ ପାଇଁ ଅଣ୍ଡର-୧୯ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସାମିଲ୍‌ ହୋଇଛନ୍ତି ଜଣେ ବସ୍‌ କଣ୍ଡକ୍ଟରଙ୍କ ପୁଅ ଅଥର୍ବ ଆଙ୍କୋଲେକର। ୨୦୧୦ରେ ତାଙ୍କ ପିତାଙ୍କ ମୃତ୍ୟୁ ପରେ...

୧୨ ବର୍ଷ ବୟସରେ ପିତାଙ୍କୁ ହରାଇଥିଲେ, ଟେଷ୍ଟରେ ପ୍ରଥମ ଶତକ ଲଗାଇବା ପରେ ପଡ଼ିଆରେ ଭାବୁକ ହେଲେ ହନୁମା

କିଙ୍ଗଷ୍ଟନ,୧।୯:ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ତା’ର ଦୃଢ ସ୍ଥିତିରେ ରହିଛି। ଏହି ମ୍ୟାଚ୍‌ରେ ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀ ୨୨୫ଟି ବଲର ସମ୍ମୁଖୀନ ହୋଇ ୧୬ ଚୌକା ସହ ୧୧୧ ରନର ଲଢ଼ୁଆ...

ଟିମ୍‌ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍‌ ଓ୍ବେବ୍‌ ସର୍ବାଗ୍ରେ

ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍‌ କୋଚ୍‌ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍‌ବୀ ଲିଗ୍‌ ଟ୍ରେନର ନିକ୍‌ ଓ୍ବେବ୍‌ ସାମିଲ ହୋଇଛନ୍ତି। ସେ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛନ୍ତି। ଓ୍ବେବ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ...

ୟୁଏସ୍‌ ଓପନ୍‌: ଚତୁର୍ଥ ରାଉଣ୍ଡରେ ନାଡ଼ାଲ

ନ୍ୟୁୟର୍କ,୧।୯- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ଷଷ୍ଠ ଦିନରେ କେତେକ ସିଡେଡ୍‌ ଖେଳାଳି ଅଗ୍ରଗତି କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସ୍ପେନ୍‌ର ଦ୍ୱିତୀୟ ସିଡ ଖେଳାଳି ରାଫାଲ ନାଡାଲ ୬-୩, ୬-୪, ୬-୨ ସେଟରେ ଦକ୍ଷିଣ...

ଟେଷ୍ଟରେ ହ୍ୟାଟ୍ରିକ୍‌: ବୁମ୍‌ରା ତୃତୀୟ ଭାରତୀୟ

କିଙ୍ଗଷ୍ଟନ,୧।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ବୁମ୍‌ରା ଏଥି ସହିତ ଟେଷ୍ଟରେ ତୃତୀୟ ଭାରତୀୟ...

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ସ୍ବର୍ଣ୍ଣ ସହ ଯଶସ୍ବିନୀଙ୍କୁ ଅଲିମ୍ପିକ କୋଟା

ରିଓ ଡି ଜେନେରିଓ,୧।୯(ପି.ଟି.)- ଏଠାରେ ଚାଲିଥିବା ଚତୁର୍ଥ ଆଇଏସ୍‌ଏସ୍‌ଏଫ୍‌ ରାଇଫଲ/ ପିସ୍ତଲ ବଶ୍ୱକପ୍‌ରେ ଭାରତର ଯଶସ୍ବିନୀ ସିଂ ଦେସଓ୍ବାଲ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏଥିସହିତ ସେ ପୂରା ଢ଼ଙ୍ଗରେ ଭାରତ...

ବିହାରୀଙ୍କ ଶତକ ପରେ ବୁମ୍‌ରାଙ୍କ ହ୍ୟାଟ୍ରିକ୍‌: ଦୃଢ଼ ସ୍ଥିତିରେ ଭାରତ

କିଙ୍ଗଷ୍ଟନ,୧।୯(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତ ତା’ର ସ୍ଥିତି ଦୃଢ଼ କରିଛି। ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀଙ୍କ ଶତକ ଓ ଟେଲ ଏଣ୍ଡର ଇଶାନ୍ତ ଶର୍ମାଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ପ୍ରଥମ...

ଇଣ୍ଡିଆନ୍‌ ସୁପର ଲିଗ୍‌: ଲଞ୍ଚ୍‌ ହେଲା ରାଜ୍ୟର ନିଜ କ୍ଲବ୍‌ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୧।୯(ସ୍ପୋଟର୍‌ସ ବ୍ୟୁରୋ)- ହାଇପ୍ରୋଫାଇଲ ଫୁଟବଲ ଲିଗ୍‌ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଥର ନିଜର କ୍ଲବ୍‌ ଖେଳାଇବ। ଫଳରେ ରାଜ୍ୟର ଫୁଟବଲ ପ୍ରଶଂସକଙ୍କ ପାଇଁ ଏହା ଏକ ଖୁସି ଖବର ସାବ୍ୟସ୍ତ ହୋଇଛି। ରାଜ୍ୟର ଏହି ଫୁଟବଲ କ୍ଲବର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri