ଖେଳ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଜନ ନୂଆ ମୋଟେରା ଷ୍ଟାଡିୟମ

ମୁମ୍ବାଇ,୩୧।୮: ଆଉ କିଛି ମାସରେ ଗୁଜରାଟର ଆର୍ଥିକ ରାଜଧାନୀ ଅହମ୍ମଦାବାଦଠାରେ ରାଜ୍ୟର ନୂଆ କ୍ରିକେଟ ଷ୍ଟାଡିୟମ ଉଦ୍‌ଘାଟିତ ହେବ। ୧ ଲକ୍ଷ ୧୦ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଚଳିତ ବର୍ଷ ଡିସେମ୍ବର ଓ ୨୦୨୦,...

୯୮ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ କର୍ନଓ୍ବାଲ

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଅଫ୍‌ ସ୍ପିନିଂ ଅଲରାଉଣ୍ଡର ରଖିମ କର୍ନଓ୍ବାଲ ପଦାର୍ପଣ କରିଛନ୍ତି। ଏଥିସହ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠୁ ଓଜନଦାର କ୍ରିକେଟର ହେବାର ରେକର୍ଡ ସୃଷ୍ଟି କରିଛନ୍ତି। ୬ ଫୁଟ୍‌ ୬...

୫ ଉଇକେଟ ପଡ଼ିବା ସତ୍ତ୍ୱେ ଭାରତର ସ୍ଥିତି ଦୃଢ଼

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଚଳିତ ବିଶ୍ୱ ଚାମ୍ପିୟନଶିପର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରଥମ ଦିନରେ ୫ ଉଇକେଟ ହରାଇଥିଲେ ମଧ୍ୟ ଦୃଢ଼ ସ୍ଥିତିରେ...

କାଲାଘାନ କପ୍‌ରେ ଭାଗନେବ ଭୁବନେଶ୍ୱର

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ଚଣ୍ଡିଗଡ଼ର ପଞ୍ଜାବ ବିଶ୍ୱବିଦ୍ୟାଳୟ ପରିସରରେ ସର୍ବଭାରତୀୟ ଜାତୀୟ ଡିଭିଜନ-୨ କାଲାଘାନ କପ୍‌ ରଗ୍‌ବୀ ଚାମ୍ପିୟନଶିପ୍‌(ମହିଳା, ପୁରୁଷ) ସେପ୍ଟେମ୍ବର ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚଣ୍ଡିଗଡ଼ ରଗ୍‌ବୀ ଫୁଟବଲ ଆସୋସିଏଶନ(ସିଆରଏଫଏ) ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି...

ୟୁନିଲାଇଟ୍‌ କପ୍‌ ଆନ୍ତଃ ସ୍କୁଲ ଫୁଟବଲ କିସ୍‌-ସୈନିକ ସ୍କୁଲ ଫାଇନାଲ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ କ୍ୟାପିଟାଲ ହାଇସ୍କୁଲକୁ ହରାଇ କିସ୍‌...

୫ମ ଥର ଡାକଶ୍ରୀ ଟାଇଟଲ ପାଇଁ ଜନ୍ମେଜୟ ଆଶାବାଦୀ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ସେପ୍ଟେମ୍ବର ୨୬ରୁ ୨୯ ପର୍ଯ୍ୟନ୍ତ ୩୫ତମ ସର୍ବଭାରତୀୟ ପୋଷ୍ଟାଲ ପ୍ରତିଯୋଗିତା ବ୍ରହ୍ମପୁରରେ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହନୁମାନ କ୍ଲବଠାରେ ଭାରୋତ୍ତୋଳନ, ଶକ୍ତିଉତ୍ତୋଳନ ଓ ବଡିବିଲ୍ଡଂ ଟ୍ରାଏଲ ଅନୁଷ୍ଠିତ ହୋଇଛି। ଡାକଶ୍ରୀ ଟାଇଟଲ ପାଇଁ...

ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌: ଦୂତୀଙ୍କୁ ଆଉ ଏକ ସ୍ବର୍ଣ୍ଣ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଲକ୍ଷ୍ନୌଠାରେ ଅନୁଷ୍ଠିତ ୫୯ତମ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟରରେ ସ୍ବର୍ଣ୍ଣପଦକ ଲାଭ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ରେସ୍‌କୁ ଦୂତୀ ୧୧.୩୮ ସେକେଣ୍ଡରେ ଶେଷ...

ଭାରତ ଏ’ ପାଇଁ ଖେଳିବେ ଧାଓ୍ବନ

ନୂଆଦିଲ୍ଲୀ,୩୧।୮(ପି.ଟି.)- ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଜ୍ଞ ଭାରତୀୟ ଓପନର ଶିଖର ଧାଓ୍ବନ ଭାରତ ଏ’ ପାଇଁ ଖେଳିବେ। ଫର୍ମ ଫେରିପାଇବା ପାଇଁ ସେ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦୁଇଟି ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ ଏ’...

ଆମେଚର ଇଭେଣ୍ଟରେ ପେସାଦାର ବକ୍ସରଙ୍କୁ ଅନୁମତି

ନୂଆଦିଲ୍ଲୀ,୩୧।୮(ପି.ଟି.)- ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଏକ ନିର୍ଣ୍ଣାୟକ ନିଷ୍ପତ୍ତି ନେଇଛି। ଘରୋଇ ଆମେଚର ଇଭେଣ୍ଟରେ ପେସାଦାର ବକ୍ସରଙ୍କୁ ଅଂଶଗ୍ରହଣ କରିବା ପାଇଁ ତତ୍କାଳ ନିର୍ଦ୍ଦେଶ ଦେଇଛି। ଗୁରୁବାର ଅନୁଷ୍ଠିତ ବିଏଫ୍‌ଆଇ କାର୍ଯ୍ୟକାରୀ କମିଟି ବୈଠକରେ ଏ ସଂକ୍ରାନ୍ତରେ...

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ୍‌ର ବୃହତ୍‌ ସ୍କୋର

ବେଙ୍ଗାଲୁରୁ, ୩୧।୮(ପି.ଟି.)- ବେଙ୍ଗାଲୁରୁର ଅଲୁରସ୍ଥିତ କର୍ନାଟକ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ବିପକ୍ଷରେ ଇଣ୍ଡିଆ ଗ୍ରୀନ୍‌ ବୃହତ୍‌ ସ୍କୋର ହାସଲ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଗ୍ରୀନ୍‌...

ବୋର୍ଡ ସଭାପତି ଏକାଦଶ ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ, ମାଧୁରୀ ମେହେଟ୍ଟା

ମୁମ୍ବାଇ, ୩୦ା୮ (ପି.ଟି.)-ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ବିପକ୍ଷ ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ପାଇଁ ୧୫ ଜଣିଆ ବୋର୍ଡ ସଭାପତି ଏକାଦଶ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଦୁଇ ଖେଳାଳି ମାଧୁରୀ ମେହେଟ୍ଟା ଏବଂ ସୁଶ୍ରୀ ଦିବ୍ୟଦର୍ଶିନୀ...

ୟୁଏସ୍‌ ଓପନ୍‌: ଶରନ- ହୁଗୋ ଆଉଟ୍‌

ନ୍ୟୁୟର୍କ, ୩୦।୮ (ପି.ଟି.)-ଭାରତର ଡିିଭିଜ ଶରନ ଓ ତାଙ୍କ ମୋନାକୋ ପାର୍ଟନର ହୁଗୋ ନିସ୍‌ ୟୁଏସ୍‌ ଓପନ୍‌ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ଏହି ଯୋଡି ୪-୬, ୪-୬ ସିଧାସଳଖ ସେଟ୍‌ରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri