ଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଣ୍ଡିଜ ଦଳରେ ପରିବର୍ତ୍ତନ

ଜାମାଇକା,୨୮।୮(ପିଟି): ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଏଠାରେ ଶୁକ୍ରବାରଠାରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ୧୩ ଜଣିଆ ଇଣ୍ଡିଜ ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ଗୋଇଠି ଜନିତ ଆହତ ସମସ୍ୟା ଯୋଗୁ ପ୍ରଥମ ମ୍ୟାଚ୍‌ ଖେଳି...

କେରଳର ନେତୃତ୍ୱ ନେବେ ଉଥାପ୍ପା

କୋଚି,୨୮।୮: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ରବିନ ଉଥାପ୍ପା ସୀମିତ ଓଭର ଘରୋଇ କ୍ରିକେଟରେ କେରଳ ଦଳର ଅଧିନାୟକ ଭାବେ ମନୋନୀତ ହୋଇଛନ୍ତି। ନିକଟରେ ବେଙ୍ଗାଲୁରୁଠାରେ ହିମାଚଳ ପ୍ରଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଉଥାପ୍ପା ଦଳର ନେତୃତ୍ୱ ନେଇଥିଲେ। ହେଲେ ଦଳର...

କୋହଲି ପିଉଥିବା ପାଣିର ଦାମ୍‌ ଜାଣିଲେ ଉଡିଯିବ ହୋସ୍‌

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ବିଶେଷ ଗୁରୁତ୍ୱ ଦିଅନ୍ତି, ଯାହା ସଭିଙ୍କୁ ଜଣା। ସେ କଦାପି ଡାଏଟ୍‌ କିମ୍ବା ଏକ୍ସରସାଇଜ କରିବାକୁ ଭୁଲନ୍ତି ନାହିଁ। ଶରୀର ପାଇଁ ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ସେ...

ଭୁବନେଶ୍ୱରରେ ହେବ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌

ଭୁବନେଶ୍ୱର, ୨୮।୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଫର୍ଦ୍ଦ। ଦେଶର କ୍ରୀଡ଼ା ରାଜଧାନୀ ଭାବେ ପରିଚିତି ଲାଭ କରିଥିବା ଭୁବନେଶ୍ୱରରେ ପୁଣି ଗୋଟିଏ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଦେଖିବାକୁ ପାଇବେ ଓଡ଼ିଶାବାସୀ।...

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ହିମାଂଶୁଙ୍କ ହ୍ୟାଟ୍ରିକ୍‌: ଭାରତର ସହଜ ବିଜୟ

କଲ୍ୟାଣି (ପଶ୍ଚିମବଙ୍ଗ), ୨୮ା୮ (ପି.ଟି.)- ଚଳିତ ୧୫ ବର୍ଷରୁ କମ୍‌ ବାଳକ ସାଫ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଆଉ ଏକ ଚମତ୍କାର ପ୍ରଦର୍ଶନ କରିଛି। ଦଳ ମଙ୍ଗଳବାର ଏକ ମୁକାବିଲାରେ ଶ୍ରୀଲଙ୍କାକୁ ୫-୦ ଗୋଲରେ ପରାସ୍ତ କରିଛି। ମ୍ୟାଚର ଦୃଷ୍ଟି...

୮୫ବର୍ଷରେ ଅବସର ନେବେ ପେସ୍‌ ବୋଲର

ଲଣ୍ଡନ,୨୮ା୮(ଏଏଫ୍‌ପି)-ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାର୍ଡ, ଗ୍ୟାରି ସୋବର୍ସ ଏବଂ ଫ୍ରାଙ୍କ୍‌ ଓରେଲ୍‌ଙ୍କ ଭଳି କିମ୍ବଦନ୍ତୀ ଖେଳାଳିଙ୍କ ସହିତ ଯଦିଓ ସମକକ୍ଷ ନୁହଁନ୍ତି କିନ୍ତୁ କ୍ରିକେଟରେ ଅଧିକ ଦିନ ଧରି ତିଷ୍ଠି ରହିବାରେ ଏହି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ସେସିଲ...

ୟୁଏସ୍‌ ଓପନ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ନ୍ୟୁୟର୍କ, ୨୮।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ର ପୁରୁଷ ଓ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ସିଡେଡ ଖେଳାଳିମାନେ ଅଭିଯାନ ଆରମ୍ଭ କରିଛନ୍ତି। ସୋମବାର ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌, ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ଆଶେଲେ...

ଆହୁରି ଭଲ ଖେଳିବା ଲକ୍ଷ୍ୟରେ ରହିଛି: ନାଗାଲ

ନ୍ୟୁୟର୍କ,୨୮।୮- ଗ୍ରାଣ୍ଡସ୍ଲାମ ଡେବ୍ୟୁ ମ୍ୟାଚ୍‌ ମୋ ପାଇଁ ବିଶେଷ ଅଭିଜ୍ଞତା ଆଣିଦେଇଛି। ଟେନିସର ଭଗବାନ କୁହାଯାଉଥିବା ରୋଜର ଫେଡରରଙ୍କ ବିପକ୍ଷରେ ଗ୍ରାଣ୍ଡସ୍ଳାମ ପଦାର୍ପଣ କରିବାର ଓ ପ୍ରଥମ ସେଟ୍‌ ବିଜୟୀ ହେବା ମୋ ପାଇଁ ଅବିଶ୍ୱସନୀୟ ଥିଲା ବୋଲି ସୁମିତ...

ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ: ଫେଡରର

ନ୍ୟୁୟର୍କ,୨୮।୮(ପି.ଟି.)- ୟୁଏସ୍‌ ଓପନ ପ୍ରଥମ ରାଉଣ୍ଡର ପ୍ରଥମ ସେଟ୍‌ରେ ଝଟ୍‌କା ଦେଇଥିବା ସୁମିତ୍‌ ନାଗାଲଙ୍କୁ ଅଭିଜ୍ଞ ରୋଜର ଫେଡରର ପ୍ରଶଂସା କରିଛନ୍ତି। ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି ସେ କହିଛନ୍ତି। ନାଗାଲଙ୍କଠାରୁ ପ୍ରଥମ ସେଟ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ମ୍ୟାଚ...

ନୂଆ ଟେନିସ ତାରକା ସୁମିତ୍‌ ନାଗାଲ

ନୂଆଦିଲ୍ଳୀ, ୨୮।୮(ପି.ଟି.)- ଯୁବ ଟେନିସ୍‌ ତାରକା ସୁମିତ ନାଗାଲ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନରେ ପଦାର୍ପଣ କରିବା ସହ ସେ ଇତିହାସ ସୃଷ୍ଟି କରିଛନ୍ତି। ମାତ୍ର ୨୨ ବର୍ଷ...

ଅରୁଣ ଜେଟ୍‌ଲିଙ୍କ ନାମରେ ନାମିତ ହେବ କୋଟ୍‌ଲା ଷ୍ଟାଡିୟମ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ସ୍ଥାନୀୟ ଫିରୋଜ ଶାହ କୋଟ୍‌ଲା ଷ୍ଟାଡିୟମର ନାମ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ ନାମରେ ନାମିତ ହେବ। ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ମଙ୍ଗଳବାର ଏସଂକ୍ରାନ୍ତରେ ନିଷ୍ପତ୍ତି ନେଇଛି। ଶନିବାର ପରଲୋକ ଗମନ କରିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ...

ପ୍ରକାଶ ପାଇଲା ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ, ଟପ୍‌ ୧୦ରେ ବୁମ୍‌ରା

ଦୁବାଇ, ୨୭ା୮ (ପି.ଟି.)- ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ବ୍ୟାଟ୍ସମ୍ୟାନ ତାଲିକାରେ ଭାରତ ଅଧିନାୟକ ବିରାଟ କୋହଲି ଷ୍ଟିଭ୍‌ ସ୍ମିଥ୍‌ଙ୍କଠାରୁ ପୂର୍ବଭଳି ୬ ପଏଣ୍ଟ ବ୍ୟବଧାନରେ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri