ଖେଳ

ଜେଟ୍‌ଲୀଙ୍କ ବିୟୋଗରେ ଶୋକାକୁଳ କ୍ରୀଡ଼ାଜଗତ

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସ୍ଥାନୀୟ ଏମ୍‌ସ ମେଡିକାଲରେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଦୁଃଖଦ ଘଟଣାରେ ସମ୍ପୂର୍ଣ୍ଣ କ୍ରୀଡ଼ାଜଗତ ଶୋକାକୁଳ ହୋଇପଡ଼ିଛି। ବହୁ ପୂର୍ବତନ ଓ ବର୍ତ୍ତମାନ କ୍ରୀଡ଼ାବିତ୍‌ମାନେ ସୋସିଆଲ ମିଡିଆରେ ଦୁଃଖ...

ସିନ୍ଧୁଙ୍କ ରୌପ୍ୟ ପକ୍କା

ବାସେଲ(ସୁଇଜରଲାଣ୍ଡ),୨୪।୮(ପି.ଟି.): ଦେଶର ତାରକା ମହିଳା ଶଟଲର ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ରୌପ୍ୟ ପଦକ ପକ୍କା କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ସିନ୍ଧୁ ଚାଇନାର ଚେନ ୟୁ ଫେଇଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି।...

ୟୁଏସ୍‌ ଓପନ ମୁଖ୍ୟ ପର୍ଯ୍ୟାୟରେ ନାଗାଲ

ନ୍ୟୁୟର୍କ,୨୪।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସ୍ବପ୍ନ ପୂରା କରିଛନ୍ତି। ସିଜନର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ମୁଖ୍ୟ ପର୍ଯ୍ୟାୟରେ ଖେଳିବା ପାଇଁ ସେ ଯୋଗ୍ୟତା ହାତେଇଛନ୍ତି। କ୍ୱାଲିଫାୟର୍ସର ଅନ୍ତିମ ରାଉଣ୍ଡରେ ନାଗାଲ...

ଲାହୋର, କରାଚୀଠାରେ ଖେଳିବ ଶ୍ରୀଲଙ୍କା

କରାଚୀ,୨୪।୮: ଶ୍ରୀଲଙ୍କା ଦଳ ଦିନିକିଆ ସିରିଜ୍‌ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ଏ ନେଇ ଦୁଇ ବୋର୍ଡ ମଧ୍ୟରେ ଚୁକ୍ତି ହୋଇଛି। ଏଥିଯୋଗୁ ଅକ୍ଟୋବରରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଏବେ ଡିସେମ୍ବରକୁ ଘୁଞ୍ଚତ୍ୟାଇଛି।...

ଅଲରାଉଣ୍ଡର ରେକର୍ଡ ଭାଙ୍ଗିଲେ ଗୌଥମ

ବାଙ୍ଗାଲୋର,୨୪।୮: କ୍ରୀଷ୍ଣପା ଗୌଥମ ଶୁକ୍ରବାର ବୋଧହୁଏ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଛନ୍ତି। କର୍ନାଟକ ପ୍ରିମିୟର ଲିଗ୍‌(କେପିଏଲ)ରେ ବଲାରି ଟସ୍କର୍ସ ପାଇଁ ଖେଳୁଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୯ ବଲରୁ ଶତକ ଲଗାଇଛନ୍ତି। ମୋଟ ଉପରେ ୫୬ ବଲ ଖେଳି...

ବୁମରା ଦ୍ରୁତତମ ଭାରତୀୟ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୪।୮: ଯଶପ୍ରୀତ ବୁମରା ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ନେବାରେ ଦ୍ରୁତତମ ଭାରତୀୟ ବୋଲର ହୋଇଯାଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଡାରେନ ବ୍ରାଭୋଙ୍କୁ ଏଲବିଡବ୍ଲ୍ୟୁ କରାଇ ବୁମରା କ୍ୟାରିୟରର ୫୦ତମ...

ଶ୍ରୀସନ୍ତଙ୍କ ଘରେ ଲାଗିଲା ନିଆଁ

କୋଚି,୨୪।୮: ଭାରତୀୟ କ୍ରିକେଟ ଖେଳାଳି ଏସ୍‌ ଶ୍ରୀସନ୍ତଙ୍କ କେରଳର କୋଚିସ୍ଥିତ ଇଡାପାଲ୍ଲୀ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ବଖରା ଘର ପୋଡିଯାଇଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଘରେ ଶ୍ରୀସନ୍ତଙ୍କ...

ଏସିଆନ୍‌ ଉଷୁ ଚାମ୍ପିୟନଶିପ୍‌ :ବବଲୁ ମୁଣ୍ଡାଙ୍କୁ ରୌପ୍ୟ ପଦକ

ଯୋଡ଼ା/କେନ୍ଦୁଝର୨୪।୮(ଡି.ଏନ.ଏ.)- ବ୍ରୁନେଇଠାରେ ଅନୁଷ୍ଠିତ ୧୦ମ ଜୁନିୟର ଉଷୁ ଚାମ୍ପିୟନଶିିପ୍‌ରେ କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ସିଆଳିଯୋଡା ଗ୍ରାମର ବବଲୁ ମୁଣ୍ଡା ରୌପ୍ୟ ପଦକ ଜିତି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି। ଗତ ୧୬ ରୁ ୨୪...

ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ :କ୍ୱାର୍ଟର ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବଲ୍ୟୁଏଫ) ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ପ୍ରମୋଦ ଚାଇନାର...

କମଳେଶଙ୍କୁ ସିଙ୍ଗଲ୍ସ ଟାଇଟଲ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ହରିୟାଣାର କର୍ନଲଠାରେ ଅନୁଷ୍ଠିତ ଚମୁଣ୍ଡା-ଏଆଇଟିଏ ଚାମ୍ପିୟନଶିପ୍‌ ସିରିଜ(ସିଏସ୭)ରେ ଓଡ଼ିଶା ଟେନିସ ପ୍ରତିଭା କମଳେଶ ରଥ ୧୨ ବର୍ଷରୁ କମ୍‌ ବିଭାଗରେ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ କମଳେଶ ଚଣ୍ଡିଗଡ଼ର ଦିବ୍ୟାଂଶ ଶର୍ମାଙ୍କୁ ୭-୫, ୬-୦...

ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସର ବିଜୟ

ଚେନ୍ନାଇ, ୨୪ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ ସିଜନ-୭ରେ କ୍ରମାଗତ ୬ଟି ମ୍ୟାଚରେ ପରାଜିତ ହେବା ପରେ ବିଜୟ ଲାଭ କରିଛି ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସ୍ସ। ସ୍ଥାନୀୟ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨୯-୨୬ ପଏଣ୍ଟ...

ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରିକୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୨୪ା୮ (ପି.ଟି.)-ଓ୍ବାଲର୍‌ଡ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଭାରତର ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି (ଏନ୍‌ଡିଟିଏଲ୍‌)କୁ ୬ ମାସ ପାଇଁ ସସ୍‌ପେଣ୍ଡ କରିଛି। ଫଳରେ ଦେଶର ଆଣ୍ଟି ଡୋପିଂ ପ୍ରୋଗ୍ରାମ୍‌କୁ ଶକ୍ତ ଧକ୍କା ଲାଗିଛି। କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri