ଖେଳ

ଆମେରିକାରେ ପ୍ରଶିକ୍ଷଣ ନେବେ ଜିନ୍‌ସନ ଜନ୍‌ସନ

ଚେନ୍ନାଇ,୨୪।୮(ପି.ଟି.)- ଭାରତୀୟ ମିଡଲ ଡିଷ୍ଟାନ୍ସ ରନର ଜିନସନ ଜନସନ ଶୁକ୍ରବାର ଆମେରିକାରେ ପ୍ରଶିକ୍ଷଣ ନେବେ ବୋଲି କହିଛନ୍ତି। ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ଯୋଗ୍ୟତା ହାସଲ କରିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ଫଳରେ ଟାଇମିଂରେ ଉନ୍ନତି...

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୧୪୪/୬

କଲମ୍ବୋ, ୨୪।୮(ଏଏଫ୍‌ପି)- ସ୍ଥାନୀୟ ପି. ସାର ଓଭାଲ ଗ୍ରାଉଣ୍ଡରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ପ୍ରଥମ ଦିବସ ଭଳି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ଦିନ ଖେଳ ଶେଷ...

ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍‌ଆଉଟ୍‌

ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ...

ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ

ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍‌ରେ ପ୍ରିୟାଙ୍କ ପଞ୍ଚାଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌ ଓ ଶୁବମନ ଗିଲଙ୍କ ଇଣ୍ଡିଆ ବ୍ଲୁ ମୁହଁାମୁହିଁ...

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ଚାଇନିଜ ତାଇପେର ଏସିଆନ ଗେମ୍ସ ସ୍ବର୍ଣ୍ଣ...

ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା ଲାଗି ନ୍ୟୁୟର୍କ ଗସ୍ତ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ନ୍ୟୁ ୟର୍କସ୍ଥିତ...

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା ଅତିକ୍ରମ କରିବାରେ ସଫଳ ହୋଇଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୯୦ ତମ ସ୍ଥାନରେ...

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ ଡୋପ ଟେଷ୍ଟିଂ ଲାବ୍‌କୁ ସସ୍‌ପେଣ୍ଡ କରିଛି। ଅନ୍ତର୍ଜାତୀୟ ଷ୍ଟାଣ୍ଡାର୍ଡ ଲାବରେଟୋରି ସ୍ତରୀୟ ହୋଇ...

ନେତା ଲୁକ୍‌ରେ ଧୋନୀ

ନୂଆଦିଲ୍ଲୀ,୨୩।୮(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଯବାନଙ୍କ ସହ ଟ୍ରେନିଂରୁ ଫେରିିବା ପରେ ଏକ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଏକ ବିଜ୍ଞାପନରେ ଧୋନୀ ନେତା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏଥିରେ ସେ କୃର୍ତ୍ତା ଓ ଗାନ୍ଧୀଙ୍କ ଟୋପି...

କ୍ଲୁଜନର ଦକ୍ଷିଣ ଆଫ୍ରିକା ଦଳର ବ୍ୟାଟିଂ କୋଚ୍‌

ଜୋହାନ୍ସବର୍ଗ,୨୩।୮(ପିଟି): ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଲରାଉଣ୍ଡର ଲାନ୍ସ କ୍ଲୁଜନର ଶୁକ୍ରବାର ଜାତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଛନ୍ତି। ତେବେ ତାଙ୍କୁ କେବଳ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଦାୟିତ୍ୱ ଦିଆଯାଇଛି।...

ୟୁଏସ୍‌ ଓପନ ଟେନିସ

ଶ୍ରେଷ୍ଠ ସିଡ୍‌ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍‌ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍‌ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି। ହାର୍ଡ କୋର୍ଟ ଉପରେ ଖେଳାଯାଉଥିବା ବର୍ଷର ଏହି ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ...

ପାରା ବ୍ୟାଡ୍‌ମିଣ୍ଟନର ଅର୍ଜୁନ

ରାଜ୍ୟର ଅଷ୍ଟମ ଖେଳାଳି ଭାବେ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ପ୍ରଥମ ପାରା ଆଥଲେଟ୍‌ ହିସାବରେ ସେ ରାଜ୍ୟ ପାଇଁ ଏହି ସମ୍ମାନ ହାସଲ କରିବାକୁ ଯାଉଛନ୍ତି। ପୋଲିଓ କାରଣରୁ ଶାରୀରିକ ଭାବେ ଅକ୍ଷମ ହୋଇଥିଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri