ଖେଳ

ସାଇନାଙ୍କ ଅଭିଯାନ ଶେଷ

ବାସେଲ(ସୁଇଜରଲାଣ୍ଡ),୨୩।୮(ପି.ଟି.): ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପର ପ୍ରି-କ୍ୱାର୍ଟର ଫାଇନାଲରେ ପରାଜୟ ସହ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌ ବିଶିଷ୍ଟ ମ୍ୟାଚ୍‌ରେ ସାଇନାଙ୍କୁ ୧୨ତମ ସିଡ୍‌ ମିଆ ବ୍ଲିଚ୍‌ଫିଲ୍ଡ ପରାସ୍ତ କରିଛନ୍ତି।...

ଧୋନୀଙ୍କ ୭ ନଂ ଜର୍ସି ପଛର କାରଣ

ଚେନ୍ନାଇ,୨୩।୮: ମହେନ୍ଦ୍ର ସିଂ ଧୋନୀ ଦେଶର ସଫଳ ତଥା ଲୋକପ୍ରିୟ କ୍ରିକେଟ ଅଧିନାୟକ। ସେ ସର୍ବଦା ୭ ନଂ ଜର୍ସି ପିନ୍ଧନ୍ତି। ଏହାର କାରଣ ଖୁବ୍‌ କମ୍‌ ଲୋକଙ୍କୁ ଜଣାଥିବ। ତେବେ ଧୋନୀ ତାଙ୍କର ଜନ୍ମ ତାରିଖକୁ ଲକି ବୋଲି...

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ

ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍‌ନେସକୁ ନେଇ ଆରମ୍ଭ ହେବାକୁ ଯାଉଥିବା ଏହି ପ୍ରୟାସରେ ସରକାରଙ୍କୁ ସହାୟତା ତଥା ପରାମର୍ଶ ଦେବା...

ବୋଲର ପ୍ରଭାବୀ, ରାହାନେଙ୍କ ଅର୍ଦ୍ଧଶତକ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୩।୮- ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ଅଜିଙ୍କ୍ୟ ରାହାନେଙ୍କ ଅର୍ଦ୍ଧଶତକ ସହାୟତାରେ ସଂଘର୍ଷ...

ଡେଭିସ୍‌ କପ୍‌ ମ୍ୟାଚ ନଭେମ୍ବରକୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୩|୮ (ପି.ଟି.)- ପାକିସ୍ତାନ ବିପକ୍ଷ ଭାରତର ଡେଭିସ୍‌ କପ୍‌ ମ୍ୟାଚକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପରେ ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍‌) ଗୁରୁବାର ଏହା ଘୋଷଣା କରିଛି। ଏହି ମୁକାବିଲା ସେପ୍ଟେମ୍ବର ୧୪-୧୫ରେ...

ତୃତୀୟ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୭୯ ରନରେ ସୀମିତ

ଲିଡ୍ସ (ୟୁନାଇଟେଡ କିଙ୍ଗଡମ୍‌),୨୩|୮ (ଏଏଫ୍‌ପି)-ସ୍ଥାନୀୟ ହେଡିଂଲେଠାରେ ଗୁରୁବାର ତୃତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଛି। ମେଘୁଆ ପାଗ ବୋଲରଙ୍କୁ ସୁହାଇବ ବୋଲି ଆଶା ରଖି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ବୋଲରମାନେ...

ଜାପାନ କ୍ରୀଡ଼ାପ୍ରେମୀଙ୍କ ଲାଗି ସ୍ବତନ୍ତ୍ର ଅଲିମ୍ପିକ୍‌ ପ୍ୟାକେଜ

ଟୋକିଓ,୨୩।୮(ଏପି): ଟୋକିଓ ଅଲିମ୍ପିକ୍‌ ଆୟୋଜକଙ୍କ ପକ୍ଷରୁ ଜାପାନର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ପ୍ୟାକେଜ ଘୋଷଣା କରାଯାଇଛି। ୬.୩୫ ନିୟୁତ ୟେନ ମୂଲ୍ୟର ପ୍ୟାକେଜ ମାଧ୍ୟମରେ ଉପଭୋକ୍ତାମାନେ ଉଦ୍‌ଘାଟନୀ ଉତ୍ସବରୁ ଆରମ୍ଭ କରି ୯ ଦିନ ଟ୍ରାକ୍‌ ଓ ଫିଲ୍ଡ...

ନେମାରଙ୍କ ପାଇଁ ବାଲେ, ଜେମ୍ସଙ୍କ ସହ ୧୦୦ ନିୟୁତ

ପ୍ୟାରିସ,୨୩।୮(ପିଟି): ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ଷ୍ଟାର ଷ୍ଟ୍ରାଇକର ନେମାର ଜୁନିୟରଙ୍କୁ ଦଳରେ ନେବା ପାଇଁ ବହୁ ଦଳ ଆଗଭର ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛି ସ୍ପାନିଶ କ୍ଲବ ରିୟଲ ମାଡ୍ରିଡ୍‌। ନେମାରଙ୍କୁ ଦଳରେ ସାମିଲ କରିବା ଲାଗି ମାଡ୍ରିଡ୍‌...

ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୀଥ

ବାସେଲ (ସୁଇଜରଲାଣ୍ଡ),୨୩।୮(ପିଟି): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ଭାରତୀୟ ତାରକା ଶଟଲର ପି. ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଏଚ୍‌.ଏସ୍‌. ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ...

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ...

ଜୋନାଥନ ହଲ୍‌ ଆଇସିସିର ଜେନେରାଲ କନସେଲ୍‌

ଦୁବାଇ, ୨୨ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଗୁରୁବାର ଜେନାଥନ ହଲ୍‌ଙ୍କୁ ଏହାର ଜେନେରଲ କନ୍‌ସଲ ଏବଂ କମ୍ପାନୀ ସେକ୍ରେଟାରୀ ଭାବେ ମନୋନୀତ କରିଛି। ହଲ୍‌ଙ୍କର ଲୌରିଅସ୍‌ ଏବଂ ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ସମେତ...

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri