ଖେଳ

ଅତୁଟ ରହିବ ସଚିନଙ୍କ ଗୋଟିଏ ରେକର୍ଡ: ସେହ୍ବାଗ

ନୂଆଦିଲ୍ଲୀ- ୨୨।୮- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ତାଙ୍କ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ କ୍ୟାରିୟରରେ ଅନେକ ରେକର୍ଡ ପ୍ରତିଷ୍ଠା କରିଯାଇଛନ୍ତି। ତେବେ ଲିଟିଲ ମାଷ୍ଟରଙ୍କ ଏକ ରେକର୍ଡ କ୍ରିକେଟ୍‌ ଜଗତରେ ସର୍ବଦା ଅତୁଟ ରହିବ ବୋଲି ପୂର୍ବତନ ଭାରତୀୟ ବିସ୍ଫୋରକ...

ର଼୍ୟାମ୍ପରେ ଚାଲିଲେ ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ, ୨୨।୮- ଭାରତୀୟ କ୍ରିକେଟ୍‌ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଇ ସେଠାରେ ଘରୋଇ ଦଳ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାରେ ବ୍ୟସ୍ତ ରହିଛି। କିନ୍ତୁ ଏହି ସିରିଜରୁ ବିଶ୍ରାମ ପାଇଥିବା ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏକ ର଼୍ୟାମ୍ପ୍‌ ଶୋ’ରେ...

ଟିଭି ଉପସ୍ଥାପକ ହେଲେ କୋହଲି

ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ ଦଳ ପ୍ରଥମ ଟେଷ୍ଟ ଖେଳିବା ପୂର୍ବରୁ...

୨ ଫିଜିକାଲ ଏଜୁକେଶନ କଲେଜରୁ ସ୍ବୀକୃତି ପ୍ରତ୍ୟାହାର: ଅନ୍ଧାରରେ ଖେଳ ଶିକ୍ଷକଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ଖେଳ ଭିତ୍ତିଭୂମି ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଓଡ଼ିଶାର ଖେଳ ଭିତ୍ତିଭୂମିକୁ ନେଇ ଚର୍ଚ୍ଚା। ଭୁବନେଶ୍ୱର ଏବେ ଦେଶର ଅଘୋଷିତ କ୍ରୀଡ଼ା ରାଜଧାନୀରେ ପରିଣତ ହୋଇଛି। ଏଠାରେ ଏବେ ବିଭିନ୍ନ କ୍ରୀଡ଼ାର ହାଇ ପରଫର୍‌ମାନ୍ସ...

ବାପାଙ୍କ ବିୟୋଗ ଲାଗି ୟୁଏସ୍‌ ଓପନ୍‌ରୁ ଓହରିଲେ ଆମଣ୍ଡା

ନ୍ୟୁୟର୍କ, ୨୨।୮- ଆମେରିକା ଟେନିସ ଲଳନା ଆମଣ୍ଡା ଆନିସିମୋଭା ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବାପା ତଥା କୋଚ୍‌ କୋନ୍‌ଷ୍ଟାଣ୍ଟିନାଙ୍କ ବିୟୋଗ ଯୋଗୁ...

ଦୀପ୍ତିଙ୍କ ଦମ୍‌ଦାର ପ୍ରଦର୍ଶନ, ମନ୍ଧାନା ବିଫଳ

ଲଣ୍ଡନ, ୨୨।୮- ଏଠାରେ ଚାଲିଥିବା ଓ୍ବମେନ୍ସ କ୍ରିକେଟ୍‌ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଭାରତୀୟ ମହିଳା କ୍ରିକେଟର୍‌ ଦୀପ୍ତି ଶର୍ମାଙ୍କ ଦମ୍‌ଦାର ଅଲ୍‌ରାଉଣ୍ଡ ପ୍ରଦର୍ଶନ ଦେଖିବାକୁ ମିଳିଛି। ଓ୍ବେଷ୍ଟର୍ନ ଷ୍ଟ୍ରମ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଦୀପ୍ତି ବ୍ୟାଟିଂରେ ୨୬ ବଲରୁ...

ଆର୍ମି ଟ୍ରେନିଂ ସାରି ଏବେ ଏହି କାମରେ ଧୋନୀ

ନୂଆଦିଲ୍ଲୀ, ୨୨।୮:ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରୁ ବିଶ୍ରାମ ନେଇ ଭାରତୀୟ ସେନାରେ ଯୋଗଦେଇଥିଲେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହିସମୟ ମଧ୍ୟରେ ସେ ଟେରିଟୋରିଆଲ ଆର୍ମିରେ ୧୫ଦିନ ରହି ଟ୍ରେନିଂ ନେବା ପରେ ଏବେ ସେ ନିଜ ବ୍ୟବସାୟିକ...

ପ୍ରଥମ ଟେଷ୍ଟ: ପଲ୍‌ଙ୍କ ସ୍ଥାନରେ କୁମିନ୍ସ

ନର୍ଥ ସାଉଣ୍ଡ୍‌ (ଆଣ୍ଟିଗୁଆ), ୨୨।୮- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଗୁରୁବାରଠାରୁ ଭ୍ରମଣକାରୀ ଭାରତ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ପୂର୍ବରୁ ଘରୋଇ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳକୁ ଧକ୍କା ଲାଗିଛି। ଦଳର ଯୁବ ଅଲ୍‌ରାଉଣ୍ଡର କେମୋ ପଲ୍‌...

ୟୁଏସ୍‌ ଓପନ୍‌: ଜୋକୋଭିଚ୍‌, ଓସାକଙ୍କୁ ଟପ୍‌ ସିଡ୍‌

ନ୍ୟୁୟର୍କ, ୨୨।୮ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ଟେନିସ ପ୍ରତିଯୋଗିତାର ଏହା ହେବ ୧୩୯ତମ ସଂସ୍କରଣ। ସର୍ବିୟା ତାରକା ନୋଭାକ...

ଭାରତୀୟ ଯୁବତୀଙ୍କୁ ବିବାହ କରିବେ ଅଷ୍ଟ୍ରେଲିଆର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ପାକିସ୍ତାନ କ୍ରିକେଟର ହସନ ଅଲ୍ଲୀଙ୍କ ପରେ ଏବେ ଆଉ ଜଣେ ବିଦେଶୀ କ୍ରିକେଟର୍‌ ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଛନ୍ତି। ଖୁବଶିଘ୍ର ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣପଡିଛି। ସେ ଆଉ କେହି ନୁହଁନ୍ତି, ସେ ହେଉଛନ୍ତି ଅଷ୍ଟ୍ରେଲିଆର...

ଅପିଲ୍‌ କରି ତଳେ ପଡିଗଲେ ବୋଲର, ଆଉଟ ଦେବା ପରିବର୍ତ୍ତେ ହସିଲେ ଅମ୍ପାୟାର

ଲଣ୍ଡନ, ୨୨।୮: ସସେକ୍ସ ଏବଂ ମିଡିଲସେକ୍ସ ମଧ୍ୟରେ ଖେଳାଯାଉଥିବା ଏକ କାଉଣ୍ଟିଂ ମ୍ୟାଚରେ ଏକ ଭିନ୍ନ ନଜାରା ଦେଖିବାକୁ ମିଳିଛି। ମିଡିଲସେକ୍ସର ବ୍ୟାଟ୍ସମ୍ୟାନ୍‌ ଜେମ୍ସ ହ୍ୟାରିସ୍‌ ବ୍ୟାଟିଂ କରୁଥିବାବେଳେ ତାଙ୍କୁ ବୋଲିଂ କରୁଥିଲେ ସସେକ୍ସର ବୋଲର ଟମ୍‌ ହେନ୍ସ। ଏକ...

ସଚିନଙ୍କ ଗୋଟିଏ ରେକର୍ଡ ଭାଙ୍ଗିପାରିବେନି କୋହଲି: ସେହଓ୍ବାଗ

ଟିମ ଇଣ୍ଡିଆର କ୍ୟାପଟେନ ବିରାଟ କୋହଲି କ୍ରିକେଟ ପିଚରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ହେଲେ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ଅଛି ଯାହା କୋହଲିଙ୍କୁ ଭାଙ୍ଗିବା ପାଇଁ କଷ୍ଟକର ହୋଇପାରେ ବୋଲି ଭାରତୀୟ ଦଳର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri