ଖେଳ

ଆଶେସ ତୃତୀୟ ଟେଷ୍ଟ: ସ୍ମିଥ୍‌ଙ୍କ ଅନୁପସ୍ଥିତିରୁ ଫାଇଦା ଉଠାଇବ ଇଂଲଣ୍ଡ

ଲିଡ୍ସ,୨୨।୮(ଏଏଫ୍‌ପି)- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଆଶେସର ତୃତୀୟ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ଅମୀମାଂସିତ ରହିବାରୁ ଅଷ୍ଟ୍ରେଲିଆ ଏହି ୫...

କୁମ୍ବଲେ ଚୟନ କମିଟିର ଅଧ୍ୟକ୍ଷ ହେବା ଦରକାର: ସେହ୍ବାଗ

ନୂଆଦିଲ୍ଲୀ, ୨୨।୮ (ପି.ଟି.)- ଖେଳାଳିଙ୍କ ମନୋବଳ ବଢ଼ାଇବାର ଦକ୍ଷତା କିମ୍ବଦନ୍ତୀ ପୂର୍ବତନ ଭାରତୀୟ ସ୍ପିନର ଅନିଲ କୁମ୍ବଲେଙ୍କ ନିକଟରେ ରହିଛି। ତେଣୁ ଚୟନ କମିଟିର ଅଧ୍ୟକ୍ଷ ହେବା ପାଇଁ କୁମ୍ବଲେ ଜଣେ ଉପଯୁକ୍ତ ପାର୍ଥୀ। କିନ୍ତୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରୁ ଭାରତର ଅଭିଯାନ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୨।୮(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ। ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ବିଜୟୀ ହୋଇ...

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ

ଟୋକିଓ(ଜାପାନ), ୨୨।୮-  ଏଠାରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ ଫାଇନାଲରେ ମହିଳା ଦଳ ଜାପାନକୁ ୨-୧ ଗୋଲରେ ହରାଇଥିବାବେଳେ ପୁରୁଷ ଦଳ ନ୍ୟୁଜିଲାଣ୍ଡକୁ...

ଲିଲିମା ଖେଳିଲେ ୧୫୦ତମ ମ୍ୟାଚ

ନୂଆଦିଲ୍ଲୀ, ୨୨।୮- ଟୋକିଓରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ମହିଳା ହକିର ଜାପାନ ବିପକ୍ଷ ଫାଇନାଲ ଖେଳି ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଓଡ଼ିଶାର ଲିଲିମା ମିଞ୍ଜ। ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୫ ବର୍ଷୀୟ ଲିଲିମାଙ୍କ ପାଇଁ ଏହାଥିଲା...

ଡୁରାଣ୍ଡ କପ୍‌ ଫାଇନାଲରେ ଗୋକୁଳମ କେରଳ

କୋଲକାତା, ୨୧।୮ (ପି.ଟି.): ସପ୍ତଦଶଥର ପାଇଁ ସମ୍ମାନଜନକ ଡୁରାଣ୍ଡ କପ୍‌ ଟାଇଟଲ୍‌ ଜିତିବାକୁ ଲକ୍ଷ୍ୟ ରଖିଥିବା ଇଷ୍ଟ ବେଙ୍ଗଲକୁ ଶେଷରେ ନିରାଶ ହେବାକୁ ପଡ଼ିଛି। ବୁଧବାର ଖେଳାଯାଇଥିବା ଏକ ରୋମାଞ୍ଚକ ସେମିଫାଇନାଲ ମୁକାବିଲାରେ ଇଷ୍ଟ ବେଙ୍ଗଲକୁ ୨-୩ ଗୋଲରେ ପରାସ୍ତ...

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବାସେଲ(ସୁଇଜରଲାଣ୍ଡ), ୨୧।୮ (ପି.ଟି.): ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ସେ...

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି, ଖୋଖୋ ଓ ଫୁଟବଲ ଖେଳରେ ଅଂଶ ଗ୍ରହଣ କରିଥିଲେ । ଏଥିରେ...

ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ସେ ସିଧାସଳଖ ସେଟ୍‌ରେ ନିଜଠାରୁ ଉନ୍ନତ ର଼୍ୟାଙ୍କଧାରୀ ଜାପାନର ତାସୁମଙ୍କୁ...

ସମୁଦ୍ରକୂଳରେ ସମୟ ବିତାଇଲେ ବିରାଟବାହିନୀ

ନୂଆଦିଲ୍ଲୀ,୨୧।୮: ଏଠାରେ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଓ ସପୋର୍ଟ ଷ୍ଟାଫ ଆଣ୍ଟିଗୁଆର ଜଲି ବିଚ୍‌ରେ ମଜା ନେଇଛନ୍ତି। ୩୦...

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ଓଆଇ ହକି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଅଧିନାୟକ...

ଭାରତୀୟ ଦଳର ଟେଷ୍ଟ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୮(ପିଟି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ସହ ଭାରତୀୟ ଦଳ ତା’ର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ କରିବ। ଏହି ବିଶ୍ୱ ସ୍ତରୀୟ ଟେଷ୍ଟ ଇଭେଣ୍ଟ ଲାଗି ଭରତୀୟ ଦଳର ଇନ୍‌ଷ୍ଟାଗ୍ରାମ ପେଜରେ ଜର୍ସି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri