ଖେଳ

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ସ୍ଥିତି ଦୃଢ଼

ଗାଲେ,୧୮।୮(ପି.ଟି.)- ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ ରୋମାଞ୍ଚକ ମୋଡରେ ପହଞ୍ଚିଛି। ତେବେ ଶ୍ରୀଲଙ୍କା ଦମ୍‌ଦାର ବ୍ୟାଟିଂ କରି ସୁବିଧାଜନକ ସ୍ଥିତିରେ ପହଞ୍ଚିଛି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମ...

ଦୀପାଙ୍କୁ ଖେଳ ରତ୍ନ, ଜାଡେଜାଙ୍କ ସମେତ ୧୯ କ୍ରୀଡ଼ାବିତଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ,୧୮।୮(ପି.ଟି.)- ତାରକା ରେସଲର ବଜରଙ୍ଗ ପୁନିଆଙ୍କ ସମେତ ପାରା ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ଦୀପା ମଲିକ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ପୂର୍ବରୁ ଏସିଆନ ଓ ରାଜ୍ୟଗୋଷ୍ଠୀ...

ଇଂଲଣ୍ଡ ପ୍ରଥମ ଇନିଂସ ଅଗ୍ରଣୀ

ଲଣ୍ଡନ,୧୮ା୮(ଏଏଫ୍‌ପି)-ଚଳିତ ଆଶେସ ସିରିଜରେ ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ସ୍ଥାନୀୟ ଲଡର୍‌ସଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ ୯୨ ରନ (୧୬୧ ବଲ୍‌, ୧୪ ଚୌକା) କରି ଅଳ୍ପକେ ଶତକରୁ...

ବେଙ୍ଗାଲୁରୁ ବୁଲ୍ସ ବିଜୟୀ

ଚେନ୍ନାଇ, ୧୮ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ରେ ଶନିବାର ବେଙ୍ଗାଲୁରୁ ବୁଲ୍ସ ୩୨-୨୧ରେ ତାମିଲ ଥଲାଇଭାସକୁ ହରାଇ ଦେଇଛି। ଏହି ବିଜୟ ଦ୍ୱାରା ଦଳ ୮ଟି ମ୍ୟାଚରୁ ୨୭ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି...

ଅଭ୍ୟାସ ମ୍ୟାଚ୍‌: ପୂଜାରାଙ୍କ ଶତକ

ଆଣ୍ଟିଗୁଆ,୧୮।୮(ପି.ଟି.)- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଓ୍ବେଷ୍ଟଇଣ୍ଡିଜ ଏ ଓ ଭ୍ରମଣକାରୀ ଭାରତ ମଧ୍ୟରେ ଏକ ୩ ଦିନିକିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିବସ ଚା’ପାନ...

ଡୋମିଙ୍ଗୋ ବାଂଲାଦେଶର ନୂଆ କ୍ରିକେଟ କୋଚ୍‌

ଢାକା, ୧୭ା୮ (ଏଏଫ୍‌ପି): ଦକ୍ଷିଣ ଆଫ୍ରିକାର ରସେଲ ଡୋମିଙ୍ଗୋ ବାଂଲାଦେଶ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ଏହି ପଦବୀରେ ଇଂଲଣ୍ଡର ଷ୍ଟିଭ୍‌ ରୋଡ୍‌ସ କାର୍ଯ୍ୟ କରୁଥିଲେ। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଶନିବାର ଏହି...

ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୭।୮(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଦେଶର ଅନ୍ୟ ୧୮ଜଣ କ୍ରୀଡ଼ାବିତ୍‌ଙ୍କ ସମେତ ପ୍ରମୋଦଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ଶନିବାର ମନୋନୀତ କରାଯାଇଛି। ଜାତୀୟ ତଥା...

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ ଫେରିଛନ୍ତି। ବିଶ୍ୱକପ୍‌ ବିଜୟୀ ଅଧିନାୟକଙ୍କୁ ଶନିବାର ଲେ’ ବିମାରବନ୍ଦରଠାରେ ଦେଖାଯାଇଛି। ସେ ୧୦୬...

ଲାରାଙ୍କ ବାସଭବନରେ ରାତ୍ରଭୋଜନ କଲା ଭାରତୀୟ ଦଳ

ତ୍ରିନିଦାଦ୍‌ ଆଣ୍ଡ୍‌ ଟବାଗୋ,୧୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଶେଷହେବା ପରେ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବିରତି ନେଇଛନ୍ତି। ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ରବୀନ୍ଦ୍ର ଜାଡେଜା, କେଦାର ଯାଦବ...

ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ

ଟୋକିଓ,୧୭।୮(ଏଏଫ୍‌ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ ରହିଛନ୍ତି। ଅଲିମ୍ପିକ ଆୟୋଜକମାନେ ନିଜ ପ୍ରସ୍ତୁତିକୁ ପ୍ରଶଂସା କରୁଛନ୍ତି। ହେଲେ ଅତ୍ୟଧିକ...

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଦିଆଯାଇଛି। ୩ ଜଣିଆ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସାକ୍ଷାତ୍‌କାରବେଳେ ଶାସ୍ତ୍ରୀ ଏକ...

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ : ଭାରତୀୟ ମହିଳା ଦଳର ବିଜୟ ଅଭିଯାନ

ଟୋକିଓ,୧୭।୮(ପି.ଟି.)- ଭାରତୀୟ ହକି ମହିଳା ଦଳ ବିଜୟ ସହ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ଆରମ୍ଭ କରିଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲରେ ଆୟୋଜକ ଜାପାନକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ପେନାଲ୍ଟି କର୍ନର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri