ଖେଳ

ପଞ୍ଜାବୀ ଗୀତରେ ଗେଲ୍‌ଙ୍କ ସହ ମିଶି ଧୂମ୍‌ ନାଚିଲେ ଯୁବରାଜ

ଟିମ୍‌ ଇଣ୍ଡିଆର ସିକ୍ସର୍‌ କିଙ୍ଗ୍‌ ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂକୁ ଏବେ ବି ଦର୍ଶକ ଉପଭୋଗ କରୁଛନ୍ତି। କାନାଡାରେ ଚାଲିଥିବା ଗ୍ଲୋବାଲ୍‌ ଟି୨୦ ଲିଗ୍‌ରେ ଯୁବରାଜ ଚମତ୍କାର ବ୍ୟାଟିଂ କରୁଛନ୍ତି। ଏହି ଲିଗରେ...

ବୋଲିଂ କୋଚ୍‌ ପାଇଁ ଆବେଦନ କରିଛନ୍ତି ପ୍ରସାଦ

ନୂଆଦିଲ୍ଲୀ, ୧।୮- ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଭେଙ୍କଟେଶ ପ୍ରସାଦ ଭାରତୀୟ ଦଳର ବୋଲିଂ କୋଚ୍‌ ପଦ ପାଇଁ ଆଗ୍ରହୀ ଥିବା ଜଣାପଡ଼ିଛି। କିଛି ପ୍ରମୁଖ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ୫୦ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ପ୍ରସାଦ...

୬ଟି ବଲରୁ ୬ଟି ଛକା ଦେଇଥିବା ବୋଲରଙ୍କ ପରଲୋକ

ଲଡ୍ସ, ୧।୮: ପ୍ରସିଦ୍ଧ କ୍ରିକେଟର ମ୍ୟାକଲୋମ ନ୍ୟାସଙ୍କ ୭୪ବର୍ଷ ବୟସରେ ପରଲୋକ ଘଟିଛି। ଲଡ୍ସର ଏକ ହୋଟେଲରେ ରାତ୍ରି ଭୋଜନ କରୁଥିବାବେଳେ ସେ ହଠାତ୍‌ ତଳେ ପଡିଯାଇଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି।...

କ୍ୱାର୍ଟରରେ ଶରନ: ପ୍ରଜନେଶଙ୍କ ଅଭିଯାନ ଶେଷ

ଲସ୍‌ କାବୋସ (ମେକ୍ସିକୋ), ୧।୮ (ପି.ଟି.)- ଏଠାରେ ଚାଲିଥିବା ଏଟିପି ଲସ୍‌ କାବୋସ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ଭାରତର ପ୍ରଜନେଶ ଗୁଣେଶ୍ୱରନଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବିଶ୍ୱ ମାନ୍ୟତାର ୯୦ତମ ସ୍ଥାନରେ...

ବିଜୟ ସହ ମୁରେଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବାଶିଂଟନ, ୧।୮ (ଏଏଫ୍‌ପି)- ବ୍ରିଟିଶ ଟେନିସ ତାରକା ତଥା ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ଅସ୍ତ୍ରୋପଚାରର ୬ ମାସ ପରେ ଟେନିସ କୋଟ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍‌ ପୁରୁଷ ଡବଲ୍ସରେ ଭାଇ ଜେମିଙ୍କୁ...

ଓ୍ବେଷ୍ଟଇଣ୍ଡିଜ-ଏ’କୁ ଭଲ ସ୍ଥିତି ଦେଲେ ହୋଡ୍‌ଗେ, ବ୍ରୁକ୍ସ

ପୋର୍ଟ ଅଫ୍‌ ସ୍ପେନ, ୧।୮ (ପି.ଟି.)- ଭ୍ରମଣକାରୀ ଭାରତ-ଏ ବିପକ୍ଷରେ ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିବସ ଶେଷ ସୁଦ୍ଧା ଓ୍ବେଷ୍ଟଇଣ୍ଡିଜ-ଏ ଦୃଢ଼ ଆରମ୍ଭ କରିଛି। ଟସ୍‌ ଜିତି...

ଆତଙ୍କବାଦ ପ୍ରଭାବିତ ଅଞ୍ଚଳରେ ଟ୍ରେନିଂ ଆରମ୍ଭ କଲେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ଏହି ସମୟରେ ସେ ଜମ୍ମୁ-କଶ୍ମୀରର...

ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ: ହରମନପ୍ରୀତ

ବେଙ୍ଗାଲୁରୁ, ୧।୮- ୨୦୨୦ ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୭ରୁ ଜାପାନରେ ଅନୁଷ୍ଠିତ ହେବ। ଏଥିପାଇଁ ନିୟମିତ ଅଧିନାୟକ ମନପ୍ରୀତ ସିଂଙ୍କ ସମେତ କେତେକ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆ ଯାଇଥିବାରୁ ଯୁବ ଡ୍ରାଗ୍‌ଫ୍ଲିକର ହରମନପ୍ରୀତ...

ଓସିଏକୁ ପୂର୍ଣ୍ଣ ଅନୁମୋଦନ: ଅନୁଦାନ ପାଇଁ ବାଟ ଫିଟିଲା

କଟକ ଅଫିସ,୧।୮- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)କୁ ପୂର୍ଣ୍ଣ ଅନୁମୋଦନ ମିଳିଛି, ଯାହା ଫଳରେ ଆଗାମୀ ଦିନରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ବିଭିନ୍ନ ଅନୁଦାନ ପାଇବା ପାଇଁ ବାଟ ଫିଟିଛି । ଦେଶର ୧୩ଟି କ୍ରିକେଟ ସଂଘକୁ ବିସିସିଆଇର କମିଟି...

‘ଓଭର ଥ୍ରୋ ଚୌକାକୁ ବାତିଲ୍‌ କରିବାକୁ ଅମ୍ପାୟରଙ୍କୁ କହି ନ ଥିଲି’

ଲଣ୍ଡନ,୧।୮ (ପି.ଟି.)- ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ରୋମାଞ୍ଚକ ଭରା ଆଇସିସି ବିଶ୍ୱକପ୍‌ ଫାଇନାଲରେ ଏକ ବିବାଦୀୟ ଘଟଣାକ୍ରମେ ବେନ୍‌ ଷ୍ଟୋକ୍ସଙ୍କ ବ୍ୟାଟ୍‌ ବାଜି ଓଭର ଥ୍ରୋ ଜରିଆରେ ଇଂଲଣ୍ଡରକୁ ୪ ରନ୍‌ ମିଳିଥିଲା। ତେବେ ଅମ୍ପାୟରଙ୍କୁ ଏହି ୪ ରନ୍‌...

ବିସିସିଆଇ- କ୍ରୀଡ଼ା ମନ୍ତ୍ରଣାଳୟ ଶୀତଳ ଯୁଦ୍ଧ: ଆଶଙ୍କାରେ ଦକ୍ଷିଣ ଆଫ୍ରିକା ଏ’ ଦଳର ଭାରତ ଗସ୍ତ

ନୂଆଦିଲ୍ଲୀ,୧।୮(ପି.ଟି.)- ଆସନ୍ତା ଅଗଷ୍ଟ ଓ ସେପ୍ଟେମ୍ବରରେ ଦକ୍ଷିଣ ଆଫ୍ରିକା ଏ’ ଓ ମହିଳା ଦଳର ଆଗାମୀ ଭାରତ ଗସ୍ତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟଠାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏପର୍ଯ୍ୟନ୍ତ ଭଜିଟିଂ ସାଇଡ...

ଆସେସ: ସମ୍ଭାବ୍ୟ ୩ ପ୍ରମୁଖ ଲଢ଼େଇ

ଲଣ୍ଡନ,୧।୮(ଏଏଫପି)- ଆସେସ ମୁକାବିଲା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ବିଶ୍ୱଚାମ୍ପିୟନ ଇଂଲଣ୍ଡ ପୁଣି ଥରେ ଏହି ହାଇ ପ୍ରୋଫାଇଲ ସିରିଜରେ ବିଜୟୀ ହେବାକୁ ଲକ୍ଷ୍ୟ ରଖିଛି। ଅଷ୍ଟ୍ରେଲିଆ ମଧ୍ୟ ପାଖାପାଖି ୨ ଦଶନ୍ଧି ପରେ ଇଂଲଣ୍ଡ ମାଟିରେ ଆସେସ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri