ଖେଳ

ଆସେସ୍‌ : ବର୍ମିଂହାମରେ ପ୍ରଥମ ଟେଷ୍ଟ: ଆର୍ଚର ଖେଳିବେନି

ବର୍ମିଂହାମ,୧।୮ (ଏଏଫ୍‌ପି)-ଗରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ହାଇପ୍ରୋଫାଇଲ ଆସେସ୍‌। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମୁହଁାମୁହିଁ ହେବେ। କିଛିଦିନ ତଳେ ବିଶ୍ୱକପ୍‌ ଜିତି...

ଦିନିକିଆ ସିରିଜ: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌

କଲମ୍ବୋ,୧।୮- ବାଂଲାଦେଶ ବିପକ୍ଷ ଦିନିକିଆ ସିରଜ୍‌ରେ ଘରୋଇ ଶ୍ରୀଲଙ୍କା କ୍ଲିନ୍‌ ସୁଇପ୍‌ କରିଛି। ସ୍ଥାନୀୟ ଆର. ପ୍ରେମଦାସା ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୧୨୨ ରନରେ ବାଂଲାଦେଶକୁ ହରାଇଛି। ଫଳରେ ଶ୍ରୀଲଙ୍କ ୩-୦ରେ...

କୋଚ୍‌ ଚୟନ ପ୍ରକ୍ରିୟାରେ କୋହଲିଙ୍କର ମତ ଦେବା ଅଧିକାର ରହିଛି: ସୌରଭ

କୋଲକାତା, ୧।୮(ପି.ଟି.)- ଅଧିନାୟକ ଭାବେ ବିରାଟ କୋହଲିଙ୍କର କୋଚ୍‌ ଚୟନ ପ୍ରକ୍ରୟାରେ ମତ ଦେବାର ଅଧିକାର ରହିଛି ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି। ଆଇସିସି ବିଶ୍ୱକପର ସେମିଫାନାଲରୁ ଭାରତର ବିଦାୟ ପରେ ଗଣମାଧ୍ୟମସହ...

ପ୍ରୋ କବାଡ଼ି: ଷ୍ଟିଲର୍ସକୁ ହରାଇଲା ପାନ୍ଥର୍ସ

ମୁମ୍ବାଇ, ୧।୮(ପି.ଟି.)- ଅଧିନାୟକ ଦୀପକ ହୁଦାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଜୟପୁର ପିଙ୍କ୍‌ ପାନ୍ଥର୍ସ ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ବିଜୟ ଅଭିଯାନ ଜାରି ରଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ ୩୭-୨୧ ପଏଣ୍ଟରେ ପରାସ୍ତ...

ରୁଷିଆନ୍‌ ବକ୍ସିଂ ଟୁର୍ନାମେଣ୍ଟ: କ୍ୱାର୍ଟରରେ ଗୌରବ, ଜାଙ୍ଗ୍ରା

ନୂଆଦିଲ୍ଲୀ, ୩୧।୭ (ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତା ଗୌରବ ସୋଲାଙ୍କି (୫୬ କିଗ୍ରା) ଓ ପିଙ୍କି ଜାଙ୍ଗ୍ରା (୫୧ କିଗ୍ରା) ରୁଷିଆର କାସ୍‌ପିୟାସ୍କଠାରେ ଚାଲିଥିବା ମଗୋମେଦ୍‌ ସଲାମ୍‌ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ...

‘ଓଭର ଥ୍ରୋ ଚୌକାକୁ ବାତିଲ୍‌ କରିବାକୁ ଅମ୍ପାୟରଙ୍କୁ କହି ନ ଥିଲି’

ଲଣ୍ଡନ, ୩୧।୭ (ପି.ଟି.): ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ରୋମାଞ୍ଚକ ଭରା ଆଇସିସି ବିଶ୍ୱକପ୍‌ ଫାଇନାଲରେ ଏକ ବିବାଦୀୟ ଘଟଣାକ୍ରମେ ବେନ୍‌ ଷ୍ଟୋକ୍ସଙ୍କ ବ୍ୟାଟ୍‌ ବାଜି ଓଭର ଥ୍ରୋ ଜରିଆରେ ଇଂଲଣ୍ଡରକୁ ୪ ରନ୍‌ ମିଳିଥିଲା। ତେବେ ଅମ୍ପାୟରଙ୍କୁ ଏହି ୪...

ଭଜିଙ୍କୁ ଖେଳରତ୍ନ ନ ମିଳିବା ପ୍ରସଙ୍ଗ: ତଦନ୍ତ ନିର୍ଦ୍ଦେଶ ଦେଲେ କ୍ରୀଡ଼ାମନ୍ତ୍ରୀ

ଚଣ୍ଡିଗଡ଼,୩୧।୭(ପି.ଟି.)- ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂ (ଭଜି)ଙ୍କୁ ଚଳିତ ବର୍ଷ ରାଜୀବ ଗାନ୍ଧୀ ଖେଳରତ୍ନ ଲାଗି ପଞ୍ଜାବ ସରକାରଙ୍କ ପକ୍ଷରୁ ମନୋନୀତ କରାଯାଇଥିଲା। ହେଲେ ବିଳମ୍ବରେ ଆବେଦନ ଯୋଗୁ ତାଙ୍କ ନାମକୁ ଗ୍ରହଣ କରାଯାଇ ପାରି ନ ଥିଲା।...

ମାର୍କଣ୍ଡେଙ୍କୁ ଛାଡ଼ିଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୩୧।୭(ପିଟି)- ସର୍ବାଧିକ ୪ ଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ୍ବେଷ୍ଟଇଣ୍ଡିଆନ କ୍ରିକେଟର ଶେର୍ଫାନେ ରଦରଫୋର୍ଡଙ୍କ ଲାଗି ଲେଗ୍‌ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କୁ ଦଳରୁ ବିଦା କରିଛି। ଫଳରେ ମାର୍କଣ୍ଡେ ଦିଲ୍ଲୀ କ୍ୟାପିଟାଲ୍ସରେ ସାମିଲ...

ଯୁବ ତ୍ରିରାଷ୍ଟ୍ରୀୟ ସିରିଜ୍‌: ଭାରତୀୟ ଦଳର କ୍ରମାଗତ ଦ୍ୱିତୀୟ ପରାଜୟ

ବିଲେରିକା(ଇଂଲଣ୍ଡ),୩୧।୭(ପିଟି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଯୁବ ସିରିଜ୍‌ରେ ୧୯ ବର୍ଷରୁ କମ୍‌ ଭାରତୀୟ ଦଳକୁ ବାଂଲାଦେଶ ୨ ଉଇକେଟରେ ହରାଇ ଦେଇଛି। ଏହା ଚଳିତ ସିରିଜ୍‌ରେ ଭାରତୀୟ ଦଳର କ୍ରମାଗତ ଦ୍ୱିତୀୟ ପରାଜୟ। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌କୁ ୧୯ ବର୍ଷରୁ...

ରାନ୍‌କୀ ରେଡ୍ଡୀ-ପୋନ୍ନାପାଙ୍କ ବୃହତ୍‌ ବିଜୟ

ବ୍ୟାଙ୍କକ୍‌,୩୧।୭(ପିଟି)- ଭାରତୀୟ ମିକ୍ସଡ୍‌ ଡବଲ୍ସ ଖେଳାଳି ସାତ୍ୱିକ ସାଇରାଜ ରାନ୍‌କୀ ରେଡ୍ଡୀ ଓ ଅଶ୍ୱିନୀ ପୋନ୍ନାପାଙ୍କ ଯୋଡ଼ି କ୍ୟାରିୟରର ଅନ୍ୟତମ ବୃହତ୍‌ ବିଜୟ ହାସଲ କରିଛନ୍ତି। ଏମାନେ ଅଲିମ୍ପିକ୍‌ ରୌପ୍ୟ ପଦକ ବିଜେତା ଚାନ ପେଙ୍ଗ ସୁନ ଓ ଗୋ...

ସିନ୍ଧୁ, ସାଇନାଙ୍କ ର଼୍ୟାଙ୍କିଙ୍ଗ୍‌ ସ୍ଥିର

ନୂଆଦିଲ୍ଲୀ,୩୧।୭(ପିଟି)- ଦେଶର ଦୁଇ ମହିଳା ସିଙ୍ଗଲ୍ସ ଶଟଲର ପି. ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ବିଶ୍ୱ ମାନ୍ୟତାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହା ଦର୍ଶାଇଛି ବିଶ୍ୱ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ବୁଧବାର ପ୍ରକାଶ ପାଇଥିବା ନୂଆ ର଼୍ୟାଙ୍କିଙ୍ଗ୍‌।...

ଯୁବରାଜ ସିଂଙ୍କ ଭଉଣୀ ରିତିକାଙ୍କୁ କେମିତି ପ୍ରେମ କରି ବସିଥିଲେ ରୋହିତ୍‌ ଶର୍ମା

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ରିତିକା ପୂର୍ବତନ ଭାରତୀୟ ଖେଳାଳି ଯୁବରାଜ ସିଂଙ୍କ ଭଉଣୀ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ଯଦିଓ ରିତିକା ଯୁବିଙ୍କ ନିଜ ଭଉଣୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri