ଖେଳ

ଭାରତୀୟ କୋଚ୍‌ ପଦ ଦୌଡ଼ରେ ଲାଲଚାନ୍ଦ ରାଜପୁତ

ମୁମ୍ବାଇ,୩୧।୭(ପିଟି)- ପୂର୍ବତନ ଭାରତୀୟ ତଥା ମୁମ୍ବାଇ ଓପନର ଲାଲଚାନ୍ଦ ରାଜପୁତ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଲାଗି ଆବେଦନ କରିଛନ୍ତି। ତାଙ୍କ ବ୍ୟତୀତ ପୂର୍ବତନ ଅଲରାଉଣ୍ଡର ରବିନ ସିଂ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦ ଦୌଡ଼ରେ ସାମିଲ ହୋଇଛନ୍ତି। ଏମାନେ...

ଆର୍ମିରେ କାର୍ଯ୍ୟ କରିବାରେ ଏକମାତ୍ର ଭାରତୀୟ କ୍ରିକେଟର ନୁହନ୍ତି ଧୋନୀ

ମୁମ୍ବାଇ,୩୧।୭(ପିଟି)- ଭାରତୀୟ ଆର୍ମିରେ ସମ୍ମାନଜନକ ଲ୍ୟୁଟ୍‌ନାଣ୍ଟ କଲୋନେଲ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାରଠାରୁ ଜମ୍ମୁ-କଶ୍ମୀରରେ ଭଲ୍ୟୁଣ୍ଟାରି କାର୍ଯ୍ୟ ଆରମ୍ଭ କରିଛନ୍ତି। ସେ ପାଟ୍ରୋଲିଂ ମଧ୍ୟ କରିବେ। ତେବେ ଆର୍ମି ଯବାନ ଭାବେ ଦେଶ ସେବା କରୁଥିବା ଧୋନୀ...

ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର

ମୁମ୍ବାଇ, ୩୧।୭: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କେ ରାହାଣେ ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ରାଧିକାଙ୍କ ସହ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ସେ ଏହି ଖୁସି ଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି। ଫଟୋରେ ଉଭୟ ମରାଠୀ...

ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ

ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ତାଲିମ୍‌ ନେବେ। ତାଙ୍କର ପୋଷ୍ଟିଂ ଦକ୍ଷିଣ କଶ୍ମୀରର ଅଓ୍ବନ୍ତୀପୋରାରେ...

ହରିୟାଣା ଝିଅ ଶାମିଆଙ୍କୁ ବିବାହ କରିବେ ପାକିସ୍ତାନ କ୍ରିକେଟର ହାସାନ

କରାଚି, ୩୧।୭ (ପି.ଟି.)- ପାକିସ୍ତାନ ଦ୍ରୁତ ବୋଲର ହାସାନ ଅଲି ଜଣେ ଭାରତୀୟ ଝିଅଙ୍କୁ ବିବାହ କରିବେ ବୋଲି ସ୍ଥାନୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏହି ଯୁବତୀ ଜଣଙ୍କ ହେଉଛନ୍ତି ହରିୟାଣା ମଓ୍ବୋତ୍‌ ଜିଲାର ଶାମିଆ ଆର୍‌ଜୋ। ରିପୋର୍ଟ...

ସୌଭାଗ୍ୟଙ୍କୁ ଆଇରନ ମ୍ୟାନ ଟାଇଟଲ

କଟକ ଅଫିସ,୩୧ା୭-ଓଡ଼ିଶାର ସୌଭାଗ୍ୟ କୁମାର ରଥ ଆଇରନ ମ୍ୟାନ ଟାଇଟଲ ହାସଲ କରିଛନ୍ତି। ଜର୍ମାନୀର ହାମବର୍ଗଠାରେ ଅନୁଷ୍ଠିତ ଆଇରନ ମ୍ୟାନ ପ୍ରତିଯୋଗିତାର ସବୁ ରାଉଣ୍ଡକୁ ସଫଳତାର ସହ ଶେଷ କରି ସୌଭାଗ୍ୟ ଏହି କୃତୀତ୍ୱ ଅର୍ଜନ କରିଛନ୍ତି । ପୂର୍ବରୁ...

ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ପାର୍ବତୀଙ୍କୁ ବ୍ରୋଞ୍ଜ

କଟକ ଅଫିସ,୩୧ା୭-ଇଟାଲୀର ଟୋରିନୋ ସହରରେ ଚାଲିଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଅନ୍ତର୍ଜାତୀୟ ଆଥଲେଟ୍‌ ପାର୍ବତୀ ସେଠୀ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ମଙ୍ଗଳବାର ଅନୁଷ୍ଠିତ ଶଟପୁଟ ଫାଇନାଲରେ ୧୦.୧୬ ମିଟର ଦୂରତାକୁ ଫିଙ୍ଗି ପାର୍ବତୀ ବ୍ରୋଞ୍ଜ ପଦକ ଜିତିଥିଲେ...

ଭେନୁଗୋପାଳ ରାଓଙ୍କ ଅବସର

ମୁମ୍ବାଇ, ୩୧।୭(ପି.ଟି.)-ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ତଥା ଆନ୍ଧ୍ର ପ୍ରଦେଶ ଦଳର ଅଧିନାୟକ ଓ୍ବାଇ. ଭେନୁଗୋପାଳ ରାଓ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ଭାରତ ପକ୍ଷରୁ ୧୬ଟି ଏକଦିବସୀୟ ଅନ୍ତର୍ଜାତୀୟ ଏବଂ ୬୫ଟି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)...

ଡେଭିସ୍‌ କପ୍‌: ସୁରକ୍ଷା ପ୍ରତିଶ୍ରୁତି ଚାହିଁଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଡେଭିସ୍‌ କପ୍‌ ଖେଳିବା ଲାଗି ଭାରତୀୟ ଟେନିସ୍‌ ଖେଳାଳିମାନେ ପାକିସ୍ତାନ ଯିବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ମାତ୍ର ଇସ୍‌ଲାମାବାଦରେ ପହଞ୍ଚିବା ପୂର୍ବରୁ ସେମାନେ ସମସ୍ତ ପ୍ରକାର ସୁରକ୍ଷାଜନିତ ପ୍ରତିଶ୍ରୁତି ଚାହିଁଛନ୍ତି। ପାକିସ୍ତାନ ରାଜଧାନୀ ସହରରେ ଡେଭିସ୍‌...

ଗତ ଦଶନ୍ଧିରେ ଭାରତୀୟ ଫୁଟବଲ ଉନ୍ନତି କରିଛି: ଛେତ୍ରୀ

ନୂଆଦିଲ୍ଲୀ, ୩୧।୭(ପି.ଟି.)- ଗତ ୧୦ ବର୍ଷ ମଧ୍ୟରେ ଭାରତୀୟ ଫୁଟବଲର ଉନ୍ନତି ହୋଇଛି ବୋଲି ତାରକା ଫୁଟବଲର ସୁନୀଲ ଛେତ୍ରୀ କହିଛନ୍ତି। ତେବେ ଅନ୍ୟ ଶକ୍ତିଶାଳୀ ଏସୀୟ ଦେଶ ତୁଳନାରେ ଭାରତ ପଛରେ ରହିଛି। ଖାସ୍‌ କରି ତୃଣମୂଳ ସ୍ତରରେ...

ପୃଥ୍ବୀ ଡୋପ୍‌ ଟେଷ୍ଟରେ ବିଫଳ: ୮ ମାସ ବାସନ୍ଦ

ନୂଆଦିଲ୍ଲୀ,୩୧।୭(ପି.ଟି.)- ଉଦୀୟମାନ ଭାରତୀୟ ଓପନର ପୃଥ୍ବୀ ଶ’ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ଫଳରେ ତାଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର କ୍ରିକେଟର ସବୁ ପ୍ରକାର ଫର୍ମାଟରୁ ୮ ମାସ ପାଇଁ ବାସନ୍ଦ କରିଛି। ଗତ ସୟଦ...

ବଳାତ୍କାର ଅଭିଯୋଗ: ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ତଦନ୍ତ ଶେଷ

ସାଓ ପାଉଲୋ,୩୦।୭(ଏଏଫ୍‌ପି)- ବ୍ରାଜିଲ ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ଆସିଥିବା ବଳାତ୍କାର ଅଭିଯୋଗର ତଦନ୍ତ ଶେଷ ହୋଇଛି। ପ୍ରମାଣ ଅଭାବରୁ ବ୍ରାଜିଲ ପୋଲିସ ତଦନ୍ତ ଆଗକୁ ନ ବଢାଇ ଏଥିରେ ପୂର୍ଣ୍ଣଛେଦ ପକାଇଛି ସାଓ ପାଉଲୋ ଆଟର୍ଣ୍ଣି ଜେନେରାଲଙ୍କ କାର୍ଯ୍ୟାଳୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri