ଖେଳ

କ୍ରିକେଟରେ ବାପ-ପୁଅ ଯୋଡି: କିଏ ସଫଳ ଥିଲେ ତ ଆଉ କିଏ ବିଫଳ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି ଯେଉଁମାନେ କ୍ରିକେଟରେ ପସିଦ୍ଧି ଅର୍ଜନ କରିଛନ୍ତି। କେବଳ ସେ ନୁହେଁ ତାଙ୍କ ପୁଅ ମଧ୍ୟ କ୍ରିକେଟରେ ସଫଳତା ଅର୍ଜନ କରିଛନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ.. ଲାଲା ଅମରନାଥ-ମହେନ୍ଦ୍ର ଅମରନାଥ...

ହାତରେ ଛତା, ବ୍ୟାଟ୍‌ ଧରି ପଡିଆକୁ ଓହ୍ଲାଇଲେ ରୋହିତ୍‌

ପୋର୍ଟ ଅଫ ସ୍ପେନ,୧୧।୮: ବର୍ଷା ଯୋଗୁ ପ୍ରଥମ ଦିନିକିଆ ଧୋଇଯିବା ପରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ରବିବାର ସିରିଜର ଦ୍ୱିତୀୟ ମ୍ୟାଚରେ ପରସ୍ପରକୁ ଭେଟିବେ। ତ୍ରିନିଦାଦର ପୋର୍ଟ ଅଫ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା...

ପାକିସ୍ତାନରୁ ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର କରିବାକୁ ଭାରତର ଅନୁରୋଧ

ନୂଆଦିଲ୍ଲୀ,୧୧।୮: ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର ପାଇଁ ଏବେ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌)କୁ କହିଛି । ଏଆଇଟିଏ ଏହି ମ୍ୟାଚ୍‌କୁ କୌଣସି ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିବାକୁ...

ଶହୀଦ ସ୍ପୋର୍ଟିଂ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର : ରାଜେଶ, ପ୍ରିୟଙ୍କା ପୁରସ୍କୃତ

ଭୁବନେଶ୍ୱର, ୧୧।୮(ସ୍ପୋଟର୍‌ସ ବ୍ୟୁରୋ): ଜଣାଶୁଣା କ୍ରିକେଟ କ୍ଲବ ଶହୀଦ ସ୍ପୋର୍ଟିଂ ଆନୁକୂଲ୍ୟରେ ରବିବାର ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି। ରାଜ୍ୟର ଦୁଇ ସଫଳ କ୍ରିକେଟର ରାଜେଶ ମହନ୍ତି ଓ ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କୁ ଶହୀଦ ସ୍ପୋଟର୍ିଂ- ମାରୁତି...

ବିରାଟଙ୍କ ବୋତଲ କ୍ୟାପ୍‌ ଚ୍ୟାଲେଞ୍ଜ

ସୋସିଆଲ ମିଡିଆରେ ଆଜିକାଲି ନୂଆ ନୂଆ ଚ୍ୟାଲେଞ୍ଜ ସବୁ ବାହାରିଲାଣି। ଗତ କିଛିଦିନ ହେବ ବୋତଲ କ୍ୟାପ୍‌ ଚ୍ୟାଲେଞ୍ଜ୍‌ ବହୁଳ ମାତ୍ରାରେ ଚାଲିଛି। ଏକ ନିଆରା ଢଙ୍ଗରେ ବୋତଲ ଠିପି ଖୋଲି ତାହାର ଏକ ଭିଡିଓ ୟୁଜର୍ସ ସୋସିଆଲ ମିଡିଆରେ...

ଟୋକିଓରେ ଅଲିମ୍ପିକ ଟେଷ୍ଟ ଇଭେଣ୍ଟ : ୧୭ରୁ ଭାରତୀୟ ପୁରୁଷ, ମହିଳା ହକି ଦଳର ଅଭିଯାନ

ବେଙ୍ଗାଲୁରୁ,୧୧।୮(ପି.ଟି.) : ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟରେ ଅଂଶଗ୍ରହଣ କରିବାରକୁ ଭାରତୀୟ ପୁରୁଷ ଓ ମହିଳା ହକି ଦଳ ଜାପାନ ଯାତ୍ରା କରିଛନ୍ତି। ଏହି ଇଭେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।...

ରୋଜର୍ସ କପ୍‌: ସେମିରେ ହାରିଲେ ବୋପାନ୍ନା- ଶାପୋଭାଲୋଭ

ମଣ୍ଟ୍ରିଲ,୧୧।୮(ପି.ଟି.): ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ଭାରତର ରୋହନ ବୋପାନ୍ନା ଓ ତାଙ୍କ କାନାଡା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ ଇଭେଣ୍ଟରେ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଅଣସିଡ୍‌ ଏହି ଯୋଡି ୬-୭,...

ଟରଣ୍ଟୋ ଡବ୍ଲ୍ୟୁଟିଏ ଫାଇନାଲରେ ସେରେନା

ଟରଣ୍ଟୋ,୧୧।୮(ଏଏଫପି): ଆମେରିକାର ଅଭିଜ୍ଞ ମହିଳା ଖେଳାଳି ଏଠାରେ ଚାଲିଥିବା ଟରଣ୍ଟୋ ଡବ୍ଳ୍ୟୁଟିଏ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ଅଷ୍ଟମ ସିଡ୍‌ ସେରେନା ଚେକ୍‌ ଗଣରାଜ୍ୟର ମେରି ବୋଉଜକୋଭାଙ୍କୁ ୧-୬, ୬-୩, ୬-୩ ସେଟ୍‌ରେ ପରାସ୍ତ...

ରୋଜର୍ସ କପ୍‌ ଫାଇନାଲରେ ନାଡାଲ

ମଣ୍ଟ୍ରିଲ,୧୧।୮(ଏଏଫ୍‌ପି): ସ୍ପେନ୍‌ ତାରକା ଟେନିସ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ୍‌ ବା ରୋଜର୍ସ କପ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ଗୋଟିଏ ହେଲେ ବି ଶଟ୍‌ ନ ଖେଳି ସେ...

ହାଇଦ୍ରାବାଦ ଓପନ୍‌: ଫାଇନାଲରେ ସୌରଭ, ଅଶ୍ୱିନୀ-ସିକ୍କି

ହାଇଦ୍ରାବାଦ, ୧୧ା୮ (ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଚାଲିଥିବା ହାଇଦ୍ରାବାଦ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର୍‌-୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ମହିଳା ଡବଲ୍ସରେ ଟପ୍‌ ସିଡ୍‌ ଅଶ୍ୱିନୀ ପୋନାପ୍ପା ଓ...

ମିଅଁ।ଦାଦ୍‌ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି

ପୋର୍ଟ ଅଫ୍‌ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି...

ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌:ସାଇନା-ସିନ୍ଧୁ ମୁକାବିଲା ସମ୍ଭବ

ନୂଆଦିଲ୍ଲୀ, ୧୧ା୮ (ପି.ଟି.)-ସୁଇଜରଲାଣ୍ଡର ବାସେଲଠାରେ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ଟୁର୍ନାମେଣ୍ଟର ପ୍ରାରମ୍ଭିକ ରାଉଣ୍ଡଗୁଡ଼ିକରେ ଯଦି ବିଜୟ ଲାଭ କରନ୍ତି ତେବେ ଭାରତର ଦୁଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri