Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
National & International Sports News Updates, Live Score

ଖେଳ

ରାଇନାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର

ଆମଷ୍ଟରଡାମ୍‌, ୧୦ା୮ (ପି.ଟି.)-ନେଦରଲାଣ୍ଡ୍ସର ଆମଷ୍ଟରଡାମ୍‌ରେ ଶୁକ୍ରବାର ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କର ଆଣ୍ଠୁରେ ସଫଳତାର ସହିତ ଅସ୍ତ୍ରୋପଚାର ହୋଇଛି। ତାଙ୍କୁ ଫିଟ୍‌ ହେବାଲାଗି ୪ରୁ ୬ ସପ୍ତାହ ସମୟ ଲାଗିବ। ଫଳରେ ଚଳିତ ମାସ ପରବର୍ତ୍ତୀ ଭାଗରେ ଆରମ୍ଭ ହେବାକୁଥିବା...

ବିପଦ ସଙ୍କୁଳ ଅବସ୍ଥାରେ ବାରବାଟୀ: ଖସୁଛି ପ୍ଲାଷ୍ଟର, ମହୁମାଛି ଆତଙ୍କ

କଟକ ଅଫିସ,୧୦ା୮- ଫନୀ ଝଡ଼ ପରେ ରକ୍ଷଣାବେକ୍ଷଣ ଅଭାବରୁ ବାରବାଟୀ ଷ୍ଟାଡିୟମ ବିପଦ ସଙ୍କୁଳ ଅବସ୍ଥାକୁ ଆସିଲାଣି । କିଛି ଦିନ ହେବ ବାରବାଟୀ ଷ୍ଟାଡିୟମ ପରିସରରେ ଛିଡ଼ା ହେବା ବି ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି । ବୁଧବାର...

ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି: କୁମ୍ବଲେ

ପଣଜୀ,୯।୮(ପି.ଟି.)- ଆଜିକାଲି ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍‌ ଅନିଲ କୁମ୍ବଲେ କହିଛନ୍ତି। ଏବେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗର ଶିକାର ହୋଇଛନ୍ତି କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭିଭିଏସ୍‌...

ପ୍ରତ୍ୟାବର୍ତ୍ତନରେ ସୁଶୀଲ ବିଫଳ

ନୂଆଦିଲ୍ଲୀ,୧୦।୮(ପି.ଟି.)- ଅଭିଜ୍ଞ ରେସଲର ଦୀର୍ଘ ଏକ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରି ବିଫଳତାର ସମ୍ମୁଖୀନ ହୋଇଛନ୍ତି। ବେଲାରୁଷର ମିନସ୍କଠାରେ ଅନୁଷ୍ଠିତ ମେଡଭେଡ ରେସଲିଂ ଟୁର୍ନାମେଣ୍ଟରେ ସେ ୭୪ କେ.ଜି. ବର୍ଗ ପ୍ରତିଯୋଗିତାରେ ବିଶ୍ୱର ୫ ନମ୍ବର ରେସଲର ଉଜ୍‌ବେକିସ୍ତାନର ବେକଜୋଡ...

ଦୂତୀଙ୍କୁ ମିଳିଲା ଭିଜା

ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍‌ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା।...

ଦ୍ୱିତୀୟ ଆଶେସ ଟେଷ୍ଟ: ଇଂଲଣ୍ଡ ଦଳରୁ ମୋଇନ୍‌ ବାଦ୍‌

ଲଡର୍‌ସ,୧୦।୮- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଆଶେସ୍‌ ଟେଷ୍ଟ ମ୍ୟାଚ୍‌ ପାଇଁ ଇଂଲଣ୍ଡ ଏକ ୧୨ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରୁ ଅଲରାଉଣ୍ଡର ମୋଇନ ଅଲିଙ୍କୁ ବାଦ୍‌ ଦିଆଯାଇଛି। ମୋଇନଙ୍କ ସମେତ ଅଭିଜ୍ଞ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ...

ନାଡା ଅଧୀନକୁ ଆସିଲା ବିସିସିଆଇ: ଜାତୀୟ କ୍ରୀଡ଼ା ଫେଡେରେଶନ ହେବା ନେଇ ବାଟ ଫିଟିଲା

ନୂଆଦିଲ୍ଲୀ, ୧୦।୮(ପି.ଟି.)- ଦୀର୍ଘବର୍ଷ ଧରି ମନାକରି ଆସୁଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶେଷରେ ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଅଧୀନକୁ ଆସିବାକୁ ରାଜି ହୋଇଛି। ବୋର୍ଡର ଏହି ନିଷ୍ପତ୍ତି ଐତିହାସିକ ସାବ୍ୟସ୍ତ ହୋଇଛି। ଫଳରେ...

ଫର୍ମୁଲା ଓ୍ବାନ୍‌ ଆୟୋଜନରୁ ଓହରିବନି ମେକ୍ସିକୋ ସିଟି

ମେକ୍ସିକୋ ସିଟି, ୯ା୮ (ଏଏଫ୍‌ପି)- ମେକ୍ସିକୋ ସିଟି ୨୦୨୨ ପର୍ଯ୍ୟନ୍ତ ଫର୍ମୁଲା ଓ୍ବାନ କାର୍‌ ରେସ୍‌ ଗ୍ରାଁ ପ୍ରି ଆୟୋଜନ ଜାରି ରଖିବ। ଶୁକ୍ରବାର ଇଣ୍ଟରନ୍ୟାଶନାଲ ମୋଟରିଙ୍ଗ ଫେଡେରେଶନ (ଏଫ୍‌ଆଇଏ) ସହିତ ଏକ ଚୁକ୍ତି ସ୍ବାକ୍ଷର ହେବା ପରେ ଏହା...

ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ପୁନଃ ଅବସ୍ଥାପିତ

ହରାରେ, ୯ା୮ (ଏପି)-ଏକ ସରକାରୀ ପରିଷଦ ଦ୍ୱାରା ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ପୁନଃ ଅବସ୍ଥାପିତ ହୋଇଛି। କିନ୍ତୁ ବାହ୍ୟ ହସ୍ତକ୍ଷେପ ଯୋଗୁ ଦେଶ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ସସ୍‌ପେଣ୍ଡ ହୋଇଛି। ଗୁରୁବାର କୋର୍ଟରେ ବିବାଦର ମିମାଂସା ହେବାପରେ...

୨୦୨୦ ଟୋକିଓ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ

ଟୋକିଓ,୯।୮(ଏଏଫ୍‌ପି): ଟୋକିଓ ୨୦୨୦ ଅଲିମ୍ପିକ୍ସ ନିର୍ମାଣାଧୀନ ଅଞ୍ଚଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତେବେ ଜାପାନର ରାଜଧାନୀରେ ଅତ୍ୟଧିକ ଗରମ ଯୋଗୁ ହୃଦ୍‌ଘାତରେ ଉକ୍ତ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୫୦ ବର୍ଷୀୟ ଶ୍ରମିକଙ୍କ ମୃତଦେହ ନିର୍ମାଣ...

ନାଡାରେ ସାମିଲ ହେଲା ବିସିସିଆଇ

ନୂଆଦିଲ୍ଲୀ,୯।୮- ଦୀର୍ଘଦିନ ଧରି ମନାକରିବା ପରେ ଦେଶରେ କ୍ରିକେଟର ପରିଚାଳନା କରୁଥିବା ବିସିସିଆଇ ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପରିସର ଅନ୍ତର୍ଭୁକ୍ତ ହୋଇଛି। ଆର୍ଥିକ ଭାବେ ସ୍ବଚ୍ଛଳ ହେଲେ ମଧ୍ୟ ବିସିସିଆଇ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌) ମାନ୍ୟତା...

ମ୍ୟାକ୍‌କୁଲମ କେକେଆର ସହାୟକ କୋଚ୍‌

ନୂଆଦିଲ୍ଲୀ,୯।୮(ପିଟି): ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମ ଆଇପିଏଲ ଫ୍ରାଞ୍ଚାଇଜ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳକୁ ଫେରିବାକୁ ଯାଉଛନ୍ତି। କିନ୍ତୁ ଜଣେ ଖେଳାଳି ଭାବେ ନୁହେଁ। ସହାୟକ କୋଚ୍‌ ପଦ ପାଇଁ ସେ ଦଳ ସହ ଚୁକ୍ତି କରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri