ଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର: ଚୟନ କମିଟିରେ ମେରୀକମ୍‌, ବାଇଚୁଙ୍ଗ୍‌

ନୂଆଦିଲ୍ଲୀ, ୮।୮ (ପି.ଟି.)- ଚଳିତ ବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ଲାଗି ଗୋଟିଏ ମାତ୍ର କମିଟି ଗଠନ କରାଯାଇଛି। ଯେଉଁଥିରେ ୬ଥର ବିଶ୍ୱ ଟାଇଟଲ ବିଜୟିନୀ ଷ୍ଟାର୍‌ ବକ୍ସର ଏମ୍‌.ସି. ମେରୀକମ୍‌ ଓ ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ...

ବିବାହିତା ମହିଳାଙ୍କୁ ବିବାହ କରିଛନ୍ତି ଏହିସବୁ ଭାରତୀୟ କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି କିଛି କ୍ରିକେଟର...

ବାସନ୍ଦ ସତ୍ତ୍ୱେ ବାଂଲାଦେଶ ତ୍ରି-ରାଷ୍ଟ୍ରୀୟ ସିରିଜରେ ଜିମ୍ବାଓ୍ବେ ସାମିଲ

ଢାକା, ୮।୮ (ଏଏଫ୍‌ପି)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ବାସନ୍ଦ ସତ୍ତ୍ୱେ ଆଫ୍ରିକୀୟ ଦେଶ ଜିମ୍ବାଓ୍ବେକୁ ନେଇ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆୟୋଜନ କରିବ ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି)। ଆସନ୍ତା ସେପ୍ଟେମ୍ବର ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ...

ପ୍ରଥମ ଦିନିକିଆ ପୂର୍ବରୁ ଅନୁଷ୍କାଙ୍କ ସହ ବୁଲିଲେ କୋହଲି

ଗୁଆନା, ୮।୮: ବିଶ୍ୱକପ ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ଟି୨୦ ସିରିଜରେ ୩-୦ରେ...

ଗୋଥାମ୍‌ଙ୍କ ହ୍ୟାଟ୍ରିକ: ଓ୍ବେଷ୍ଟଇଣ୍ଡିଜ-ଏ ୧୯୪ରେ ସୀମିତ

ତରୌବା (ତ୍ରିନିଦାଦ ଆଣ୍ଡ୍‌ ଟବାଗୋ), ୮।୮ (ପି.ଟି.)- ଅଫ୍‌-ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ହ୍ୟାଟ୍ରିକ ଉଇକେଟ୍‌ ସଫଳତା ବଳରେ ଭାରତ-ଏ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ’କୁ ପ୍ରଥମ ଇନିଂସରେ ୧୯୪ ରନରେ ସୀମିତ...

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ...

ଏକରମ୍ୟାନଙ୍କ ନାମରେ ଟି୨୦ ବିଶ୍ୱ ରେକର୍ଡ

ଲଣ୍ଡନ, ୮।୮ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ସ୍ପିନର କଲିନ୍‌ ଏକରମ୍ୟାନ ଟି୨୦ କ୍ରିକେଟ୍‌ର ଶ୍ରେଷ୍ଠ ବୋଲିଂ ଫିଗର୍‌ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଚାଲିଥିବା ଟି୨୦ ବ୍ଲାଷ୍ଟର ଏକ ମ୍ୟାଚ୍‌ରେ ସେ ୧୮ ରନ୍‌ ବିନିମୟରେ ୭...

ଏହି ଖେଳାଳିଙ୍କ ହାତ ଧରିବାକୁ ଯାଉଛନ୍ତି ବଜରଙ୍ଗ ପୁନିଆ

ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆ। ସେ ଭାରତର ଲୋକପ୍ରିୟ ମହିଳା କୁସ୍ତି ଯୋଦ୍ଧା ସଙ୍ଗୀତା ଫୋଗଟ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ତାରିଖ ଏପର୍ଯ୍ୟନ୍ତ ନିର୍ଘଣ୍ଟ ହୋଇ ନ ଥିଲେ ମଧ୍ୟ...

ମଣ୍ଟ୍ରେଲ ମାଷ୍ଟର୍ସ: ନାଡାଲ, ଥିଏମ୍‌ଙ୍କ ଅଗ୍ରଣୀ

ମଣ୍ଟ୍ରେଲ, ୮।୮ (ଏଏଫ୍‌ପି)- କାନାଡାରେ ଚାଲିଥିବା ଏଟିପି ମଣ୍ଟ୍ରେଲ ମାଷ୍ଟର୍ସ ଟେନିସ ପ୍ରତିଯୋଗିତାରେ ସ୍ପାନିଶ ତାରକା ରାଫାଲ ନାଡାଲ ଓ ଅଷ୍ଟ୍ରିଆର ଡୋମିନିକ୍‌ ଥିଏମ୍‌ ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ଟପ୍‌ ସିଡ୍‌ ନାଡାଲ ବର୍ଷା ବାଧାପ୍ରାପ୍ତ ୨ୟ...

ରିଷଭ ପନ୍ତଙ୍କୁ କ୍ଷମା ମାଗିଲେ ରୋହିତ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଏହି ମ୍ୟାଚରେ ଓ୍ବିକେଟକିପର ରିଷଭ ପନ୍ତ ୬୫ ରନର ବିଜୟୀ ଇନିଂସ ଖେଳିଥିଲେ। ମ୍ୟାଚ୍‌ ପରେ ବିସିସିଆଇ ଟିଭିରେ ରିଷଭଙ୍କ ଏକ ସାକ୍ଷାତକାର ନେଇଥିଲେ...

ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ

ପ୍ରୋଭିଡେନ୍ସ (ଗୁୟାନା),୮।୮(ପି.ଟି.)- ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ୍‌ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର...

ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆର ୩୧ ଲକ୍ଷ ଟଙ୍କା ସାହାଯ୍ୟ

ଭୁବନେଶ୍ୱର,୮।୮(ସ୍ପୋଟ୍ସ ବ୍ୟୁରୋ)- ପ୍ରଳୟଙ୍କାରୀ ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆ ତରଫରୁ ଓଡ଼ିଶା ସରକାରଙ୍କୁ ଅର୍ଥ ପ୍ରଦାନ କରାଯାଇଛି। ହକି ଇଣ୍ଡିଆ ଏଥିପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ହକି ଇଣ୍ଡିଆ ଅଧ୍ୟକ୍ଷ ମୁସ୍ତାକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri