ଖେଳ

ଟେଷ୍ଟ କ୍ରିକେଟରୁ ଷ୍ଟେଇନଙ୍କ ଅବସର

ଜୋହାନ୍ସବର୍ଗ, ୬ା୮(ଏଏଫ୍‌ପି)-ଆଧୁନୀକ ଯୁଗର ଅନ୍ୟତମ ମହାନ ଫାଷ୍ଟ ବୋଲର ଦକ୍ଷିଣ ଆଫ୍ରିକାର ଡେଲ୍‌ ଷ୍ଟେଇନ୍‌ ସୋମବାର ଟେଷ୍ଟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ସୀମିତ ଓଭର ବିଶିଷ୍ଟ ଫର୍ମାଟରେ ଅଧିକ ଦିନ ଧରି ତିଷ୍ଠି ରହିବା ଅଭିପ୍ରାୟ ନେଇ...

ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ଆରମ୍ଭ

ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୦ତମ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ସୋମବାର ଆରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଖ୍ୟ ଅତିଥିଭାବେ ଯୋଗଦେଇ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ...

କ୍ରିକେଟର ସମସ୍ତ ଫର୍ମାଟ୍‌ରୁ ମ୍ୟାକ୍‌କୁଲମଙ୍କ ଅବସର

ଅକ୍‌ଲାଣ୍ଡ, ୬।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। କାନାଡାରେ ଚାଲିଥିବା ‘ଗ୍ଲୋବାଲ ଟି୨୦ କାନାଡା’ ପ୍ରତିଯୋଗିତା ପରେ ସେ ଅବସର ନେବେ ବୋଲି ସୋମବାର ଘୋଷଣା...

ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି:ଭାରତୀୟ ମହିଳା ଦଳରେ ଓଡ଼ିଶାରୁ ୪

ଭୁବନେଶ୍ୱର, ୬ା୮ (ସ୍ପୋଟର୍‌ସ ବ୍ୟୁରୋ)- ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ଇଣ୍ଡୋନେସିଆର ଜାକର୍ତ୍ତାସ୍ଥିତ ଜି.ବି.କେ. କମ୍ପ୍ଲେକ୍ସଠାରେ ଅନୁଷ୍ଠିତ ହେବ। ଏଥିଲାଗି ସୋମବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିସରରେ ରଗ୍‌ବୀ ଇଣ୍ଡିଆ...

ଡେଭିସ୍‌ କପ୍‌: ପାକିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୮(ପି.ଟି.)-ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ପାଇଁ ସୋମବାର ପ୍ରଜନେଶ ଗୁଣେଶ୍ୱରନଙ୍କ ନେତୃତ୍ୱରେ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସୁମିତ ନାଗପାଲଙ୍କ ବ୍ୟତୀତ ଅନ୍ୟ ସମସ୍ତ ଟପ୍‌ ଖେଳାଳି ଉପଲବ୍ଧ ଥିବା ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଏଟିଏ)...

ଝେଙ୍ଗ୍‌ଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଲସ୍‌ଆଞ୍ଜେଲ୍ସ, ୫ା୮ (ଏଏଫ୍‌ପି): ଚାଇନାର ଝେଙ୍ଗ୍‌ ସାଇସାଇ ତାଙ୍କ ଟେନିସ କ୍ୟାରିୟରର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ସାନ୍‌ଜୋସ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚତୁର୍ଥ ସିଡ୍‌ ତଥା ବେଲରୁଷର ଆରିନା ସାବାଲେଙ୍କାଙ୍କୁ...

ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରିଲେ ମାରିନ

ନୂଆଦିଲ୍ଲୀ,୫।୮- ରିଓ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ କାରୋଲିନା ମାରିନ ଆଗାମୀ ବିଡ୍‌ବ୍ଲୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରି ଯାଇଛନ୍ତି। ଅହତ ସମସ୍ୟା ଦେଇ ଗତି କରୁଥିବା ସ୍ପାନିଶ ଖେଳାଳି ଇଭେଣ୍ଟ ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍‌ ହୋଇପାରିବେ ନାହିଁ ଜାଣିବା ପରେ ଏହି...

ଭିଟୋରିଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୮(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ସୋମବାର କିମ୍ବଦନ୍ତୀ ସ୍ପିନର ଡାନିଏଲ ଭିଟୋରିଙ୍କୁ ସମ୍ମାନ ଜଣାଇ ତାଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଇଛି। ଫଳରେ ଦେଶର ଆଉ କୌଣସି କ୍ରିକେଟର ୧୧ ନଂ ଜର୍ସି ପରିଧାନ କରିପାରିବେ ନାହିଁ। କେବଳ...

ଜାହିରଙ୍କ ଭଳି ଖେଳିବାକୁ ଚାହେଁ: ଖଲିଲ

ନୂଆଦିଲ୍ଲୀ,୫।୮(ପି.ଟି.)- ବର୍ଷ ବର୍ଷ ଧରି ଭାରତୀୟ ଦଳ ପାଇଁ ପ୍ରତିଭାସମ୍ପନ୍ନ ବାମହାତୀ ପେସରମାନେ ଲମ୍ବା ସମୟ ଧରି ପ୍ରତିନିଧିତ୍ୱ କରିଆସିଛନ୍ତି। ଜାହିର ଖାନ, ଆଶିଷ ନେହେରା ଓ ଇର୍ଫାନ ପଠାନ ଭାରତକୁ ବହୁତ ମ୍ୟାଚ୍‌ ଜିତାଇଛନ୍ତି। ବରିନ୍ଦର ସ୍ରନ ଓ...

ସଇନି ଦଣ୍ଡିତ

ନୂଆଦିଲ୍ଲୀ,୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଭାରତୀୟ ପେସର ନପଦୀପ ସଇନିଙ୍କୁ ଦଣ୍ଡିତ କରାଯାଇଛି। ଆମେରିକାର ଫ୍ଲୋରିଡାଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ସେ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିଛନ୍ତି। ଏହି...

ଡେଭିସ କପ୍‌ରେ ଆମେ ଭାରତକୁ ହରାଇପାରିବୁ: ଅଖିଲ ଖାଁ

କରାଚୀ,୫।୮(ପି.ଟି.)- ପାକିସ୍ତାନ ଅପେକ୍ଷା ଭାରତରେ ଟେନିସ କ୍ରୀଡ଼ାର ଅଧିକ ଉନ୍ନତି ହୋଇଥିବା ଭେଟେରାନ ସିଙ୍ଗଲ୍ସ ଖେଳାଳି ଅକିଲ ଖାଁ ସ୍ବୀକାର କହିଛନ୍ତି। କିନ୍ତୁ ଇସଲାମାବାଦ୍‌ଠାରେ ହେବାକୁ ଥିବା ଡେଭିସ କପ୍‌ରେ ଭାରତକୁ ପାକିସ୍ତାନ ହରାଇପାରିବ ବୋଲି ସେ ବିଶ୍ୱାସ ରଖିଛନ୍ତି।...

ବଡ଼ ଭାଇଙ୍କୁ ନେଇ ଧୋନୀ ମୁହଁ ଖୋଲନ୍ତି ନାହିଁ କାହିଁକି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। କେବଳ କ୍ରିକେଟ ନୁହେଁ, ଫୁଟବଲ୍‌ ଖେଳିବାରେ ମଧ୍ୟ ସେ ମାହିର୍‌।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri