ଖେଳ

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର...

୩ ମାସ ବାସନ୍ଦ ମେସି

ବୁଏନସ ଏରିଜ,୩।୮- ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଜାତୀୟ ଦଳରୁ ୩ ମାସ ପାଇଁ ବାସନ୍ଦ ହୋଇଛନ୍ତି। ଏଥିସହ ତାଙ୍କୁ ଜରିମାନା ବାବଦକୁ ୫୦ ହଜାର ଆମେରିକୀୟ ଡଲାର ଦେବାକୁ ଦକ୍ଷିଣ ଆମେରିକାନ ଫୁଟ୍‌ବଲ ପରିଚାଳନା ସଂସ୍ଥା ପକ୍ଷରୁ କୁହାଯାଇଛି।...

ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ

ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍‌ ମେସିନ ରୋହିତ ଶର୍ମାଙ୍କ ପାଇଁ ଏକ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ରୋହିତ ଆଉ ୪ଟି ଛକା...

ବିବାହ ତାରିଖ ଘୋଷଣା କଲେ ହସନ ଅଲି

କରାଚୀ, ୨ା୮ (ପି.ଟି.)-ପାକିସ୍ତାନ ପେସ୍‌ ବୋଲର ହସନ ଅଲିଙ୍କ ଜଣେ ଭାରତୀୟଙ୍କୁ ବିବାହ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା, ତାହାର ଅବସାନ ଘଟିଛି। ଅଗଷ୍ଟ ୨୦ରେ ଦୁବାଇରେ ଶାମିଆ ଆର୍‌ଜୁଙ୍କ ସହିତ ତାଙ୍କର ବିବାହ ସମ୍ପନ୍ନ ହେବ...

ପଦକ ନିଶ୍ଚିତ କଲେ ଗୌରବ, ଗୋବିନ୍ଦ

ନୂଆଦିଲ୍ଲୀ,୨।୮(ପିଟି)- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକଧାରୀ ଗୌରବ ସୋଲାଙ୍କି ଓ ଇଣ୍ଡିଆନ ଓପନ୍‌ ରୌପ୍ୟ ପଦକ ବିଜେତା ଗୋବିନ୍ଦ ସାହାଣି ରୁଷିଆର କାସପିୟସ୍କଠାରେ ଚାଲିଥିବା ମାଗମେଦ ସଲାମ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରି ପଦକ...

ସେମିରେ ରାନ୍‌କୀରେଡ୍ଡୀ-ଶେଟି

ବ୍ୟାଙ୍କକ୍‌,୨।୮(ପିଟି)- ଭାରତୀୟ ସାତ୍ୱିକ ସାଇରାଜ ରାନ୍‌କୀରେଡ୍ଡୀ ଓ ଚିରାଗ ଶେଟିଙ୍କ ପୁରୁଷ ଡବଲ୍ସ ଯୋଡ଼ି ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ୍‌ର ସେମିଫାଇନାଲରେ ପ୍ରବେଶ କରିଥିଲେ। ରାନ୍‌କୀରେଡ୍ଡୀ ଓ ଶେଟି ୨୧-୧୭, ୧୭-୨୧, ୨୧-୧୯ ଗେମ୍‌ରେ ଯୋଗ୍ୟତା ପର୍ଯ୍ୟାୟରୁ ଉତ୍ତୀର୍ଣ୍ଣ ହୋଇଥିବା...

କୋହଲିଙ୍କ ଫେଭରାଇଟ୍‌ ରୋନାଲ୍ଡୋ

ଜୁରିକ୍‌,୨।୮(ପିଟି)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଜଣେ ବଡ଼ ଫୁଟ୍‌ବଲ ପ୍ରଶଂସକ। ଏ କଥା କାହାକୁ ଅଛପା ନାହିଁ। ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସିଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଫୁଟ୍‌ବଲ...

ହାତ ଛାଡ଼ି କାର ଚଳାଇଲେ ମାଷ୍ଟର ବ୍ଲାଷ୍ଟର

ନୂଆଦିଲ୍ଲୀ,୨।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସୌଖୀନ ଗାଡ଼ିର ମଧ୍ୟ ସଉକ ରହିଛି ବୋଲି କିଏ ବା ନ ଜାଣିଛି। ଶୁକ୍ରବାର ସଚିନ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତେନ୍ଦୁଲକର ଏକ କାରରେ ବସିଛନ୍ତି ଯାହାକି...

ବାଇକ୍‌ରୁ ପଡ଼ିଲେ କୁଶାଲ ମେଣ୍ଡିସ

କଲମ୍ବୋ,୨।୮- ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶାଲ ମେଣ୍ଡିସ ଆର. ପ୍ରେମଦାସ ଷ୍ଟାଡିୟମ୍‌ରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ୩ୟ ମ୍ୟାଚ୍‌ ଜିତିବା ସହ ଦିନିକିଆ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ କରିବା ପରେ ବିଜେତା ଶ୍ରୀଲଙ୍କା...

ପାଟ୍ରିକ ଦିଲ୍ଲୀ କ୍ୟାପିଟାଲ୍ସ ଫିଜିଓ

ନୂଆଦିଲ୍ଲୀ,୨।୮- ଭାରତୀୟ ଦଳର ପୂର୍ବତନ ଫିଜିଓ ପାଟ୍ରିକ ଫର୍ହାଟ ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ସେ ଆସନ୍ତା ୩ ବର୍ଷ ଲାଗି ଦଳର ଫିଜିଓ ଦାୟିତ୍ୱରେ ରହିବେ। ଫର୍ହାଟଙ୍କ ସଫଳ କାର୍ଯ୍ୟକାଳ ଗତ ବିଶ୍ୱକପ୍‌ରେ ଭାରତୀୟ ଦଳର...

’ଧୋନୀଙ୍କୁ ୭ନଂରେ ଛାଡ଼ିବା ନିଷ୍ପତ୍ତି ଏକା ମୋର ନ ଥିଲା‘

ମୁମ୍ବାଇ,୨।୮- ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ମହେନ୍ଦ୍ର ସିଂ ଧୋନୀଙ୍କୁ ୭ ନଂରେ ବ୍ୟାଟିଂ ପାଇଁ ଛାଡ଼ିବା ନେଇ ଚାଲିଥିବା ଚର୍ଚ୍ଚା ଏପର୍ଯ୍ୟନ୍ତ ଥମି ନାହିଁ। ଏ ଘଟଣା ସମ୍ପର୍କରେ ପ୍ରଥମ ଥର ଲାଗି ମୁହଁ ଖୋଲିଛନ୍ତି ବ୍ୟାଟିଂ କୋଚ୍‌...

ଟିମ୍‌ ଇଣ୍ଡିଆର କୋଚ୍‌ ପଦ ଲାଗି ହୋଇଛି ୨ ହଜାର ଆବେଦନ

ମୁମ୍ବାଇ,୨।୮- ଭାରତୀୟ କ୍ରିକେଟ ଦଳର ବିଭିନ୍ନ କୋଚିଂ ଷ୍ଟାଫ ପଦ ଲାଗି ୨ ହଜାର ଆବେଦନ ଦାଖଲ ହୋଇଛି। ଏ ନେଇ ଇଂଲିଶ ଖବରକାଗଜ ମୁମ୍ବାଇ ମିରରରେ ଏକ ରିପୋର୍ଟ ପ୍ରକାଶ ପାଇଛି। କିନ୍ତୁ ଏମାନଙ୍କ ମଧ୍ୟରେ ଖୁବ୍‌କମ ବଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri