ଖେଳ

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଲିଟିଲ ମାଷ୍ଟର ଭାବେ ପରିଚିତ ବ୍ୟାଟ୍ସମ୍ୟାନ ୧୯୮୩ ବିଶ୍ୱକପ୍‌...

ଧୋନୀଙ୍କୁ ପୁଣି ସମାଲୋଚନା କଲେ ଯୁବିଙ୍କ ବାପା

ନୂଆଦିଲ୍ଲୀ,୧୦।୭- ପ୍ରାକ୍ତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ବାପା ତଥା ପୂର୍ବତନ ପେସର ଯୋଗରାଜ ପୁଣିଥରେ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଛନ୍ତି। ଏଥର ଅମ୍ବାତି ରାୟୁଡୁଙ୍କ ଅବସର ପାଇଁ ଧୋନୀଙ୍କୁ ଦାୟୀ କରିଛନ୍ତି। ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିବା...

ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍‌ ହୋଇଛନ୍ତି। ରୋହିତ...

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି...

ଯୁବିଙ୍କ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୦।୭- ସୋସିଆଲ ମିଡିଆରେ ଗତ କିଛିଦିନ ହେଲେ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ ଲୋକପ୍ରିୟତା ହାସଲ କରିଛି। ଏହି ଚ୍ୟାଲେଞ୍ଜରେ ବୋଟଲକୁ ସ୍ପର୍ଶ ନ କରି କ୍ୟାପ୍‌ ଖୋଲିବାକୁ ହୁଏ। କ୍ରିକେଟରେ ନିଜ ଛକା ପାଇଁ ଜଣାଯାଉଥିବା ପୂର୍ବତନ ଭାରତୀୟ ଅଲରାଉଣ୍ଡର...

ଦୂତୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନାପୋଲି(ଇଟାଲି),୧୦।୭(ପିଟି)- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ପ୍ରଥମ ଭାରତୀୟ ଟ୍ରାକ୍‌ ଓ ଫିଲ୍ଡ ଆଥ୍‌ଲେଟ୍‌ ଭାବେ ଓ୍ବାଲର୍‌ଡ ୟୁନିଭର୍‌ସିଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୧୦୦ ମିଟର ମହିଳା ଦୌଡ଼ ଇଭେଣ୍ଟରେ ଏହି ସଫଳତା ପାଇଛନ୍ତି। ଏହି ଓଡ଼ିଆ...

ସ୍ତ୍ରୀଙ୍କ ସ୍ବପ୍ନ ସାକାର କରିପାରିବେ କି ରବୀନ୍ଦ୍ର ଜାଡେଜା

ଲଣ୍ଡନ,୧୦।୭: ଆଇସିସି ବିଶ୍ୱକପରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପ୍ରଦର୍ଶନ ଭଲ ରହିଛି। ପ୍ରଥମ ୮ଟି ମ୍ୟାଚ୍‌ରେ ତାଙ୍କୁ ଖେଳିବାର ସୁଯୋଗ ମିଳି ନ ଥିଲାବେଳେ ଶେଷ ଦୁଇଟି ମ୍ୟାଚ୍‌ ଖେଳି ଫର୍ମରେ ଥିବାର ପ୍ରମାଣ ଦେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ...

ରୋହିତଙ୍କ ପ୍ରଶଂସାରେ ପାକିସ୍ତାନ କ୍ରିକେଟର: କହିଲେ, ମୋ ଭାଇଙ୍କଠାରୁ ସେ ଭଲ ଖେଳୁଛନ୍ତି

ଇସଲମାବାଦ, ୧୦।୭: ଭାରତୀୟ ଓପନର ରୋହିତ ଶର୍ମା ବିଶ୍ୱକପରେ ଗୋଟିଏ ପରେ ଗୋଟିଏ ଶତକୀୟ ଇଂନିସ ଖେଳିବା ପରେ ତାଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି ପାକିସ୍ତାନ କ୍ରିକେଟର ମୁସ୍ତାକ ମହମ୍ମଦ। ସେ କହିଛନ୍ତି, ରୋହିତ ଶର୍ମାଙ୍କ ବ୍ୟାଟିଂ ଷ୍ଟାଇଲ୍‌ ନିଆରା।...

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ସମ୍ଭବ ନ ହେଲେ ହେବ କ’ଣ

ନୂଆଦିଲ୍ଲୀ,୧୦।୭- ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ପ୍ରଥମ ସେମିଫାଇନାଲରେ ବର୍ଷା ବାଧକ ସାଜିଛି। ନକ୍‌ଆଉଟ ମ୍ୟାଚ୍‌ ଥିବାରୁ ଏହି ମୁକାବିଲା ଲାଗି ଏକ ରିଜର୍ଭ ଡେ’ ରଖାଯାଇଛି। ଅର୍ଥାତ୍‌ ମଙ୍ଗଳବାର ନ୍ୟୁଜିଲାଣ୍ଡ ଯେଉଁଠାରେ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ଓଡ଼ିଆଙ୍କ ଚମକ: ଭକ୍ତରାମଙ୍କୁ ଡବଲ୍‌, ଝିଲ୍ଲୀଙ୍କୁ ୧ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୦।୭ (ସ୍ପୋଟର୍‌ସ ବ୍ୟୁରୋ)- ଅଷ୍ଟ୍ରେଲିଆର ଆପିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ (ୟୁଥ୍‌, ଜୁନିୟର ଓ ସିନିୟର)ର ପ୍ରଥମ ଦିବସରେ ଓଡ଼ିଆ ପ୍ରତିଯୋଗୀଙ୍କ ଚମକ ଦେଖିବାକୁ ମିଳିଛି। ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର...

ରାଜ୍ୟଗୋଷ୍ଠୀ ଟିଟି:୧୫ରେ ପହଞ୍ଚିବ ଦଳ, ୧୬ରେ ଅଭ୍ୟାସ; ଜର୍ସି, ପାକିସ୍ତାନ ଯୋଗଦେବା ନେଇ ସନ୍ଦେହ

କଟକ ଅଫିସ,୧୦ା୭- ରାଜ୍ୟଗୋଷ୍ଠୀ ଟେବୁଲ ଟେନିସର ୨୧ତମ ସଂସ୍କରଣ କ୍ରମେ ପାଖେଇ ଆସିଛି। ଆସନ୍ତା ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ କଟକର ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଉକ୍ତ ଅନ୍ତର୍ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି କାର୍ଯ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri