ଖେଳ

ରାଜ୍ୟଗୋଷ୍ଠୀ ଜୁଡୋ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା

ଭୁବନେଶ୍ୱର, ୧୦।୭(କ୍ରୀଡ଼ା ପ୍ରତିନିଧି)-ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ଇଂଲଣ୍ଡର ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା ମାଝୀ ମନୋନୀତ ହୋଇଛନ୍ତି। କିସ ଛାତ୍ର ନିତ୍ୟା ୪୬କେଜି ବର୍ଗର ପ୍ରି-କ୍ୟାଡେଟ ବାଳକ...

ଓ୍ବିମ୍ବେଲଡନରେ ପ୍ରଥମ

ଲଣ୍ଡନ, ୧୦ା୭ (ଏଏଫ୍‌ପି)- ଓ୍ବିମ୍ବେଲଡନର ପ୍ରଥମ ୧୨-୧୨ ଫାଇନାଲ ସେଟ୍‌ ଟାଇବ୍ରେକ୍‌ ଚଳିତ ସଂସ୍କରଣରେ ଦେଖିବାକୁ ମିଳିଛି। ମଙ୍ଗଳବାର ହେନ୍‌ରି କୋଣ୍ଟିନେନ୍‌ ଓ ଜନ୍‌ ପିଅର୍ସ ଏବଂ ରାଜୀବ ରାମ ଓ ଜୋ ସାଲିସବରିଙ୍କ ମଧ୍ୟରେ ଅନୁଷ୍ଠିତ ପୁରୁଷ ଡବଲ୍ସ...

ଛେତ୍ରୀ ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ, ୧୦ା୭ (ପି.ଟି.)-ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଅଧିନାୟକ ସୁନୀଲ ଛେତ୍ରୀଙ୍କୁ ବର୍ଷର ଶ୍ରେଷ୍ଠ ପୁରୁଷ ଫୁଟ୍‌ବଲର ଭାବେ ମନୋନୀତ କରିଛି। ସେ ରେକର୍ଡ ୬ଷ୍ଠ ଥର ପାଇଁ ଏହି ପୁରସ୍କାର ଜିତିବାରେ ସଫଳ ହୋଇଛନ୍ତି। ୩୪ ବର୍ଷୀୟ ଷ୍ଟ୍ରାଇକର...

ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଅଲିମ୍ପିକ ସନ୍ତରଣକାରୀ

ମିଲାନ, ୧୦ା୭ (ଏପି)- ଇଟାଲୀଦେଶର ସାର୍ଡିନିଆ ନିକଟବର୍ତ୍ତୀ ସମୁଦ୍ର ବକ୍ଷରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଅଲିମ୍ପିକ ସନ୍ତରଣକାରୀ ଫିଲିପୋ ମାଗ୍‌ନିନି। ଖବର ଅନୁସାରେ ପୁରୁଷ ପର୍ଯ୍ୟଟକ ଜଣକ ଏକ ଭାସମାନ କୃତ୍ରିମ ହଂସ ଉପରେ ଉପବିଷ୍ଟ ହୋଇ...

ସେରେନା, ହାଲେପ୍‌ ସେମିଫାଇନାଲରେ

ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ୬-୪, ୪-୬, ୬-୩ ସେଟ୍‌ରେ...

ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ର ଭେନ୍ୟୁ ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମକୁ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ କରାଯାଇଥିଲା। ସୁରକ୍ଷା ତଥା ନିରାପତ୍ତା ଦୃଷ୍ଟିକୋଣରୁ ଏପରି କରାଯାଇଥିଲା ବୋଲି ଇଂଲଣ୍ଡ ଓ...

ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ରେକର୍ଡ ଭଲ ରହିଛି

ବର୍ମିଂହାମ,୧୦।୭(ପି.ଟି.)- ଚଳିତ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟେଲିଆ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ପରସ୍ପରକୁ ଭେଟିବେ। ଗତ ୪ ବର୍ଷରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଲିଗ୍‌ ପର୍ଯ୍ୟାୟରେ ଅଷ୍ଟ୍ରେଲିଆଠାରୁ...

ଆଇସିସି ବିଶ୍ୱକପ୍‌: ପ୍ରଥମ ସେମିଫାଇନାଲ; ମାଞ୍ଚେଷ୍ଟରରେ ବର୍ଷାର ଖେଳ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୁଣି ଥରେ ବର୍ଷା ବାଧକ ସାଜିଛି। ବର୍ଷାଯୋଗୁ ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ୪ଟି ମ୍ୟାଚ୍‌ ବାତିଲ ହୋଇସାରିଥିବା ବେଳେ ମଙ୍ଗଳବାର ଖେଳାଯାଇଥିବା ଭାରତ- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ମଧ୍ୟ ସମାନ କାରଣରୁ ପ୍ରଭାବିତ...

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ...

ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗ: ସେରେନାଙ୍କୁ ଜରିମାନା

ଲଣ୍ଡନ, ୯ା୭- ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗରେ ସେରେନା ଓ୍ବିଲିୟମ୍ସଙ୍କୁ ୧୦,୦୦୦ ଡଲାର(୭,୯୮୮ ପାଉଣ୍ଡ) ଜରିମାନା କରାଯାଇଛି। ଅଲ୍‌ ଇଂଲଣ୍ଡ କ୍ଲବରେ ଚଳିତ ବର୍ଷର ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ପ୍ରାକ୍ଟିସ ସେସନ ବେଳେ ଏହି ଘଟଣା...

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା ଦେଇଛି। ଖେଳ ଅଟକ ରଖାଯିବା ବେଳକୁ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୪୬.୧...

ସେମିଫାଇନାଲ ପୂର୍ବରୁ ଖାଲି ପାଦରେ ଅଭ୍ୟାସ କରୁଛନ୍ତି ଅଷ୍ଟ୍ରେଲିଆ ଖେଳାଳି

ଲଣ୍ଡନ, ୯।୭: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଜୁଲାଇ ୧୧ରେ ହେବାକୁ ଥିବା ଏହି ହାଇପ୍ରୋଫାଇଲ୍‌ ମ୍ୟାଚ୍‌ ପାଇଁ ଉଭୟ ଦଳ ଜୋରଦାର ପ୍ରାକ୍ଟିସ୍‌ ଚଳାଇଛନ୍ତି। ଅଷ୍ଟ୍ରେଲିଆ ଖେଳାଳିମାନେ ଏଜବେଷ୍ଟନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri