ଖେଳ

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଫାବିଆନ୍‌ ଆଲେନ, ନିକୋଲାସ...

ଭାରତ ବିଶ୍ୱକପ ଜିତିଲେ ଖେଳାଳିଙ୍କ ମା’, ସ୍ତ୍ରୀଙ୍କୁ ଦିଆଯିବ ଏହି ସ୍ବତନ୍ତ୍ର ଉପହାର

ଲକ୍ଷ୍ନୌ, ୯।୭:ଆଇସିସି ବିଶ୍ୱକପରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଚଳିତଥର ଯଦି ଭାରତ ବିଶ୍ୱବିଜୟୀ ହୁଏ, ତେବେ ବନାରସର ଶାଢୀ ବ୍ୟବସାୟୀ ସଂଘ ଖେଳାଳିଙ୍କ ସ୍ତ୍ରୀ ଏବଂ ମା’ଙ୍କୁ ସ୍ବତନ୍ତ୍ର ଶାଢି ଉପହାର ଦିଆଯିବ ବୋଲି...

ମୀରାବାଈଙ୍କୁ ସ୍ବର୍ଣ୍ଣ

ଆପିଆ (ସାମୋଆ), ୯।୭ (ପି.ଟି.)- ପ୍ରାକ୍ତନ ବିଶ୍ୱ ବିଜୟିନୀ ତଥା ଭାରତର ତାରକା ଭାରୋତ୍ତୋଳିକା ମୀରାବାଈ ଚାଣୁ ଏଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ସମ୍ମାନଜନକ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନିୟର ମହିଳା ୪୯ କିଗ୍ରା ବର୍ଗରେ...

ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା

ମାଞ୍ଚେଷ୍ଟର୍‌, ୯।୭: ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ ଦଳର ଓପନର ମାର୍ଟିନ ଗୁପ୍ଟିଲ ମାତ୍ର ୧ରନ୍‌ କରି ବୁମରାଙ୍କ ବଲରେ...

ଅଜଣା ମହିଳାଙ୍କୁ ମେସେଜ କରି ଫଶିଲେ ସାମି: ସ୍କ୍ରିନ୍‌ସଟ୍‌ ଭାଇରାଲ

ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସାମି ପୁଣି ଏକ ବିବାଦରେ ଫଶିଯାଇଛନ୍ତି। ଜଣେ ଅଜଣା ମହିଳାଙ୍କୁ ‘ଗୁଡ୍‌ ମର୍ଣ୍ଣିଙ୍ଗ୍‌’ ଲେଖି ମେସେଜ୍‌ କରିଛନ୍ତି ସାମି। ଉକ୍ତ ମେସଜେର ସ୍କ୍ରିନ୍‌ସଟ୍‌ ମହିଳା ଜଣଙ୍କ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି...

ପ୍ରଥମ ସେମିଫାଇନାଲ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଏହି ମହାମୁକାବିଲା ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। କୂଳଦୀପ ଯାଦବଙ୍କ...

୧୬ଥର ଡବ୍ଲୁଡବ୍ଲୁଇ ବିଶ୍ୱଚାମ୍ପିଅନ୍‌ ଛାଡିଲେ କୋହଲିଙ୍କ ଏମିତି ଫଟୋ, ୟୁଜର୍ସ ଦେଖି ହେଲେ ଆଶ୍ଚର୍ଯ୍ୟ

ମ୍ୟାଞ୍ଚେଷ୍ଟର୍‌: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ଦୁଇଥରର ଚାମ୍ପିଅନ ଟିମ ଇଣ୍ଡିଆର ସାମ୍ନା ନ୍ୟୁଜିଲ୍ୟାଣ୍ଡ ସହ ହେବ। ଭାରତର ନଜର ତୃତୀୟ ବିଶ୍ୱକପ ଟାଇଟଲ ଉପରେ ରହିଥିବାବେଳେ ନ୍ୟୁଜିଲ୍ୟାଣ୍ଡ ପ୍ରଥମଥର ପାଇଁ ଏହି ଟ୍ରଫି ପାଇବା ଆଶା ରହିଛି।...

ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତୀୟ ଖେଳାଳି କରିଥାନ୍ତି ଏହିସବୁ କାମ

ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତୀୟ ଦଳ ଦମଦାର ପ୍ରଦର୍ଶନ କରି ସେମିଫାଇନାଲକୁ ଉନ୍ନୀତ ହୋଇଛି। ମଙ୍ଗଳବାର ମାଞ୍ଚେଷ୍ଟରରେ ଫାଇନାଲ ଟିକେଟ୍‌ ପାଇଁ ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ। ତେବେ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତୀୟ ଖେଳାଳିମାନଙ୍କ ଅନ୍ଧବିଶ୍ୱାସକୁ ନେଇ କିଛି...

ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଲେ ୧୭ ବର୍ଷୀୟ ରାଜ୍‌

ନ୍ୟୁୟର୍କ, ୯।୭: ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଛନ୍ତି ୧୭ ବର୍ଷୀୟ ବୋଲର ରାଜ୍‌ ବ୍ୟାସ। ୟୁଏସ୍‌ ଅଣ୍ଡର-୧୯ ଦଳ ପକ୍ଷରୁ ଖେଳୁଥିବା ରାଜ୍‌ ଭାରତରେ ଜନ୍ମ ହୋଇଛନ୍ତି। ଆମେରିକାର ଆରିଜୋନାରେ ରହୁଥିବା...

ସେମିଫାଇନାଲରେ ଭାରତ ହାରିଲେ କ’ଣ ହେବ ଦର୍ଶକଙ୍କ ପ୍ରତିକ୍ରିୟା, ଜବାବ ଦେଲେ କୋହଲି

ମାଞ୍ଚେଷ୍ଟର୍‌, ୯।୭: ମାଞ୍ଚେଷ୍ଟରରେ ଖେଳାଯିବ ୨୦୧୯ ବିଶ୍ୱକପ କ୍ରିକେଟର ପ୍ରଥମ ସେମିଫାଇନାଲ ମ୍ୟାଚ। ଏହି ମହାମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଲିଗ ପର୍ଯ୍ୟାୟରେ ବର୍ଷା ପାଇଁ ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ ହୋଇପାରି ନ ଥିଲା।...

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ...

ଡ୍ରାଭିଡଙ୍କୁ ନିଯୁକ୍ତି ମିଳିଲା

ନୂଆଦିଲ୍ଲୀ, ୯ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡଙ୍କୁ ସୋମବାର ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ)ର କ୍ରିକେଟ ମୁଖ୍ୟ ଭାବେ ନିଯୁକ୍ତି ଦେଇଛି। ଡ୍ରାଭିଡ ପ୍ରକୃତରେ ଜୁଲାଇ ୧ରୁ ଏନସିଏ ମୁଖ୍ୟ ଭାବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri