ଖେଳ

ଅବସର ନେଇ ସ୍ପଷ୍ଟ କଲେ ସୋଏବ ମଲିକ

ଲଣ୍ଡନ,୭।୭(ଏଏଫ୍‌ପି)- ପାକିସ୍ତାନ ଅଭିଜ୍ଞ ବ୍ୟାଟ୍ସମ୍ୟାନ ସୋଏବ ମଲିକ୍‌ ଅବସର ନେଇ ସୂଚନା ଦେଇଛନ୍ତି। ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଚଳିତ ବିଶ୍ୱକପ୍‌ରେ ସେ ଦଳରୁ ବାଦ୍‌ ପଡିଥିଲେ। ପାକିସ୍ତାନ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର...

ସେରେନା, ନାଡାଲ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୭ା୭ (ଏଏଫ୍‌ପି)-ସାତ ଥର ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଏବଂ ବିଶ୍ୱର ନମ୍ବର ଓ୍ବାନ ଆଶଲେ ବାର୍ଟି ଓ୍ବିମ୍ବେଲଡନ ଓପନ ଟେନିସ୍‌ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ସ୍ପେନର ରାଫାଲ...

ରୋହିତ୍‌ଙ୍କ ବିଶ୍ୱରେକର୍ଡ

ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍‌ ରୋହିତ୍‌ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ...

ଧୋନୀଙ୍କୁ ଆଇସିସିର ଭୂୟସୀ ପ୍ରଶଂସା

ଲିଡ୍ସ,୭।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନଙ୍କ ପ୍ରଶଂସାରେ ଶତମୁଖ ହୋଇଛି ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି)। ଧୋନୀ ଭାରତୀୟ କ୍ରିକେଟର ରୂପରେଖରେ ସକାରାତ୍ମକ ପରିବର୍ତ୍ତନ ଆଣିଛନ୍ତି ବୋଲି ଆଇସିସି ତରଫରୁ କୁହାଯାଇଛି।...

ଭାରତର ସହଜ ବିଜୟ

ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍‌ରେ ଭାରତ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯ଟି ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି।...

ମଲିକଙ୍କ ପାଇଁ ସାନିଆ ଗର୍ବିତ

କରାଚୀ,୬।୭: ଭେଟେରାନ ପାକିସ୍ତାନ ଅଲ୍‌ରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆରୁ ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ତାଙ୍କ ପତ୍ନୀ ତଥା ଭାରତୀୟ ଷ୍ଟାର ଟେନିସ ଖେଳାଳି...

ଡାଇମଣ୍ଡ ଲିଗ୍‌: ଅନୁ ରାଣୀଙ୍କୁ ୭ମ ସ୍ଥାନ

ଲାଉସାନେ, ୬।୭ (ପି.ଟି.): ଜାତୀୟ ରେକର୍ଡର ଅଧିକାରିଣୀ ଜାଭେଲିନ ଥ୍ରୋୟର ଅନୁ ରାଣୀ ନିଜର ପ୍ରଥମ ଡାଇମଣ୍ଡ ଲିଗ ପ୍ରତିଯୋଗିତାରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ରେ ୭ମ ସ୍ଥାନ ହାସଲ କରିଛନ୍ତି। ମହିଳା ଜାଭେଲିନ୍‌ ଥ୍ରୋ’ର...

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ ଅଜଣା ବିମାନ ଷ୍ଟାଡିୟମ ଉପରେ ଉଡ଼ିଥିଲା। ସେଥିରେ କଶ୍ମୀର ପାଇଁ ନ୍ୟାୟ ବୋଲି...

ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର

ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍‌ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର କୁହାଯାଇଛି। ଗୋଲ୍ଡ ଅମ୍ପାୟରିଂ କ୍ୟାରିୟରରେ ୭୪ ଟେଷ୍ଟ ଓ ଭାରତ-ଶ୍ରୀଲଙ୍କା ମ୍ୟାଚ୍‌କୁ ମିଶାଇ...

ନେଟ୍‌ ରନରେଟ୍‌ ନିୟମକୁ ଆର୍ଥରଙ୍କ ସମାଲୋଚନା

ଲଡର୍‌ସ,୬।୭- ପାକିସ୍ତାନ କ୍ରିକେଟ୍‌ ଦଳର କୋଚ୍‌ ମିକି ଆର୍ଥର ନେଟ୍‌ ରନରେଟ୍‌ ନିୟମ ବଦଳାଇବା ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ପରାମର୍ଶ ଦେଇଛନ୍ତି। ଏହା ବଦଳରେ ଟୁର୍ନାମେଣ୍ଟରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ଫଳାଫଳକୁ ଗୁରୁତ୍ୱ ଦିଆଯାଉ...

କୋପା ଆମେରିକା ଫାଇନାଲରୁ ବାଦ୍‌ ପଡ଼ିଲେ କାସମିରୋ

ରିଓ ଡି ଜେନିରୋ, ୬।୭(ଏଏଫ୍‌ପି)- କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଫାଇନାଲ ବ୍ରାଜିଲ ଓ ପେରୁ ମଧ୍ୟରେ ଖେଳାଯିବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବ୍ରାଜିଲ ଦଳକୁ ଶକ୍ତ ଧକ୍କା ଲାଗିଛି। ଦଳର ମିଡ୍‌ଫିଲ୍ଡର କାସମିରୋ ଆହତ ସମସ୍ୟା ଯୋଗୁ ବାଦ୍‌...

ବିଶ୍ୱକପ୍‌ ରେକର୍ଡ ଅଧିକାରୀ ଶାହିନ ଆଫ୍ରିଦୀ

ଲଣ୍ଡନ,୬।୭- ୧୯ ବର୍ଷୀୟ ପାକିସ୍ତାନ ବୋଲର ଶାହିନ ଶାହ ଆଫ୍ରିଦୀ ଶୁକ୍ରବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ସେ ୯.୧ ଓଭର ବୋଲିଂ କରି ୩୫ ରନ୍‌ ବ୍ୟୟରେ ୬ ଉଇକେଟ ଅକ୍ତିଆର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri