ଖେଳ

କାଲିଫର୍ନିଆରେ ଭୂକମ୍ପ: ଏନ୍‌ବିଏ ଲିଗ୍‌ ଗେମ୍‌ ବାତିଲ

ଲସ୍‌ ଏଞ୍ଜେଲ୍ସ,୬।୭(ଏଏଫ୍‌ପି)- ନ୍ୟୁୟର୍କ କ୍ନିକ୍ସ ଓ ନ୍ୟୁ ଓର୍ଲେନ୍ସ ପଲିକାନ୍ସ ମଧ୍ୟରେ ଲାସ୍‌ ଭେଗାସଠାରେ ଖେଳାଯାଇଥିବା ପ୍ରଦର୍ଶନୀ ମ୍ୟାଚ୍‌କୁ ଅଧାରୁ ବାତିଲ କରାଯାଇଛି। କାଲିଫର୍ନିଆ ଓ ଓ୍ବେଷ୍ଟର୍ନ ନେଭଡାଠାରେ ଭୂକମ୍ପ ଯୋଗୁ ଆୟୋଜକ ଏଭଳି ନିଷ୍ପତ୍ତି ନେଇଛନ୍ତି। ରିକ୍ଟର ସ୍କେଲରେ...

କାନାଡ଼ା ଓପନ୍‌: ସେମିରେ କାଶ୍ୟପ

କାଲଗାରି,୬।୭(ପିଟି)- ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କାନାଡ଼ା ଓପନ୍‌ ସୁପର ୧୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତିି। ୬ଷ୍ଠ ସିଡ୍‌ କାଶ୍ୟପ ଫ୍ରାନ୍ସର ଲୁକାସ କ୍ଲାଏରବାଉଟଙ୍କୁ ୧୨-୨୧, ୨୩-୨୧, ୨୪-୨୨ ଗେମ୍‌ରେ ହରାଇ ଦେଇଛନ୍ତି।...

ପ୍ରଥମେ ବୋଲିଂ କରିବ ଭାରତ

ଲିଡ୍ସ,୬।୭- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା ଦଳର ରେକର୍ଡ ଭଲ ଥିବାରୁ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

ଦିନିକିଆରୁ ମଲିକଙ୍କ ଅବସର

କରାଚୀ,୬।୭- ଭେଟେରାନ ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆର ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ଅନ୍ତିମ ଲିଗ୍‌ ମ୍ୟାଚ୍‌କୁ ୯୪ ରନ୍‌ରେ ଜିତିବା ସତ୍ତ୍ୱେ...

ଅଗଷ୍ଟରେ ଫାଓ, ସେପ୍ଟେମ୍ବରରେ ଓସିଏ ନିର୍ବାଚନ : ଦୋଛକିରେ ସଞ୍ଜୟ, ସୁପ୍ରିମକୋର୍ଟଙ୍କ ଶୁଣାଣିକୁ ଅପେକ୍ଷା

କଟକ ଅଫିସ,୬ା୭- ରାଜ୍ୟ କ୍ରୀଡ଼ା ଜଗତରେ ଯେଉଁ କେତୋଟି ପ୍ରସଙ୍ଗ ଚର୍ଚ୍ଚାରେ ରହିଛି, ସେଗୁଡ଼ିକ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନିର୍ବାଚନ ପ୍ରସଙ୍ଗ ସବୁଠାରୁ ଆଗରେ । ରାଜ୍ୟର ସବୁଠାରୁ ଶକ୍ତିଶାଳୀ କ୍ରୀଡ଼ା ସଂଘ ଓସିଏର ମୁଖିଆ କିଏ ହେବ...

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ: ସମ୍ଭାବ୍ୟ ଖେଳାଳି ତାଲିକାରେ ଓଡ଼ିଶାର ୩

ନୂଆଦିଲ୍ଲୀ, ୬।୭(ପି.ଟି.)- ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ସେଣ୍ଟରରେ ଭାରତୀୟ ଜୁନିୟର ମହିଳା ହକି ଖେଳାଳିଙ୍କୁ ନେଇ କ୍ୟାମ୍ପ ଚଳିତମାସ ୮ରୁ ଆରମ୍ଭ ହେବ। ଶୁକ୍ରବାର ଏଥିପାଇଁ ଘୋଷିତ ୩୩ ଜଣିଆ କୋର୍‌ ତାଲିକାରେ ଓଡ଼ିଶାର ୩ ଖେଳାଳି...

କୁଏତ୍‌ ଉପରୁ ବାସନ୍ଦ ଉଠାଇଲା ଆଇଓସି

ପ୍ୟାରିସ, ୬|୭(ଏଏଫ୍‌ପି)-କୁଏତ୍‌ ଆସନ୍ତା ୨୦୨୦ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବ। ଇଣ୍ଟରନ୍ୟାଶନାଲ ଅଲିମ୍ପିକ କମିଟି (ଆଇଓସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ଅଯଥା ସରକାରୀ ହସ୍ତକ୍ଷେପକୁ ନେଇ ୪ବର୍ଷ ପୂର୍ବେ ଆଇଓସି କୁଏତ୍‌ ଅଲିମ୍ପିକ କମିଟି (କେଓସି)କୁ ବାସନ୍ଦ...

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌ କେଭିନ ଆଣ୍ଡରସନ ତାଙ୍କ ମ୍ୟାଚ ହାରିଯାଇଛନ୍ତି। ଜୋକୋଭିଚ୍‌ ତୃତୀୟ ରାଉଣ୍ଡରେ ରବର୍ଟ ହର୍କାଜଙ୍କୁ...

ଅନ୍ତିମ ଲିଗ୍‌ ମ୍ୟାଚ୍‌: ଅଷ୍ଟ୍ରେଲିଆ- ଦକ୍ଷିଣ ଆଫ୍ରିକା ମୁକାବଲା

ମାଞ୍ଚେଷ୍ଟର,୬।୭(ଏଏଫପି)- ଚଳିତ ବିଶ୍ୱକପର ଅନ୍ତିମ ଲିଗ୍‌ ମ୍ୟାଚରେ ଗତଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମୁହଁାମୁହିଁ ହେବେ। ଶନିବାର ଖେଳାଯିବାକୁ ଥିବା ଏହି ଦ୍ୱିତୀୟ ମ୍ୟାଚ୍‌ ଅଷ୍ଟ୍ରେଲିଆ ପାଇଁ ଅଧିକ ଗୁରୁତ୍ୱବହନ କରୁଛି। ସେମିଫାଇନାଲ ଦୌଡ଼ରୁ ଦକ୍ଷିଣ ଆଫ୍ରିକା...

ମିଡଲଅର୍ଡର ସମସ୍ୟା ସୁଧାରିବା ଲକ୍ଷ୍ୟରେ ଭାରତ

ଲିଡ୍ସ, ୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଭାରତ ବିଜୟଧାରା ବଜାୟ ରଖିବାରେ ସକ୍ଷମ ହୋଇଛି। ତେବେ ଏହା ସତ୍ତ୍ୱେ ଦଳର ମିଡଲଅର୍ଡର ସମସ୍ୟା ତଥା ଦୁର୍ବଳତା ପଦାରେ ପଡିଛି। ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତ ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଶନିବାର...

ବିଜୟ ସହ ପାକିସ୍ତାନର ଅଭିଯାନ ଶେଷ: ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ଲଣ୍ଡନ,୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ବିଜୟୀ ହୋଇ ଅଭିଯାନ ଶେଷ କରିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ପାକିସ୍ତାନ ୯୪ ରନରେ ବାଂଲାଦେଶକୁ ପରାସ୍ତ କରିଛି। ସାନ୍ତ୍ୱନାମୂଳକ...

ଏଟିକେରୁ ଖେଳିବେ ଆନାସ

କୋଲକାତା, ୫।୭ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ର ଆସନ୍ତା ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଏଟିକେ ଶୁକ୍ରବାର ପୂର୍ବତନ ଭାରତୀୟ ଡିଫେଣ୍ଡର ଆନାସ ଏଦାଥୋଡିକାଙ୍କୁ ଅନୁବନ୍ଧିତ କରିଛି। ଆନାସଙ୍କ ଯୋଗଦାନ ପରେ ଏଟିକେର ଡିଫେନ୍ସ ଲାଇନ୍‌ ଅଧିକ ଶକ୍ତିଶାଳୀ ହୋଇପାରିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri