ଖେଳ

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ରାୟୁଡୁଙ୍କ ଅବସର

ନୂଆଦିଲ୍ଲୀ,୩।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିନେଇ ସେ କୌଣସି କାରଣ ଦର୍ଶାଇ ନ ଥିବା ବିସିସିଆଇ ଅଫିସିଆଲ କହିଛନ୍ତି।...

ରୋହିତଙ୍କ ଛକାରେ ଦର୍ଶକ ଆହତ

ବର୍ମିଂହାମ,୩।୭- ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ୨୮ ରନ୍‌ରେ ବିଜୟୀ ହୋଇଛି। ଏହି ଇନିଂସ ଅବସରରେ ରୋହିତ ୫ ଛକା ଓ ୭ ଚୌକା ଲଗାଇଥିଲେ। ତାଙ୍କର ଗୋଟିଏ ଛକା...

ଆଙ୍ଗୁଳିରୁ ବାହାରୁ ଥିଲା ଧାର ଧାର ରକ୍ତ: ଖେଳିଚାଲିଥିଲେ ଧୋନୀ

ବର୍ମିଂହାମ, ୩।୭: ଚଳିତ ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବାଂଲାଦେଶ ୨୮ ରନରେ ଭାରତ ନିକଟରୁ ପରାସ୍ତ ହୋଇଛି। ଭାରତ ୧୩ ପଏଣ୍ଟ ସହ ସେମିଫାଇନାଲରେ ପ୍ରବେଶ କରିଛି। କିନ୍ତୁ ଇଂଲଣ୍ଡଠାରୁ ପୂର୍ବ ମ୍ୟାଚ୍‌ରେ ପରାସ୍ତ ହେବା ପରେ...

ମ୍ୟାଚ୍‌ ପରେ କୋହଲିଙ୍କୁ ଆଶୀର୍ବାଦ ଦେଉଥିବା ଏହି ମହିଳା ଜଣଙ୍କ କିଏ ଜାଣନ୍ତୁ

ବର୍ମିଂହାମ,୩।୭: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଏହି...

ଓ୍ବେଷ୍ଟର୍ନ ଷ୍ଟର୍ମରେ ଯୋଗଦେଲେ ମନ୍ଧନା

ମୁମ୍ବାଇ, ୩ା୭ (ପି.ଟି.)- ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ୨୦୧୯ ସିଜନ ପାଇଁ ପୁନର୍ବାର କିଆ ସୁପର ଲିଗ୍‌ (କେଏସ୍‌ଏଲ୍‌)ରେ ଯୋଗ ଦେଇଛନ୍ତି। ଫ୍ରାଞ୍ଚାଇଜ୍‌ ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଓ୍ବେଷ୍ଟର୍ନ ଷ୍ଟର୍ମ ଏହାର ଟ୍ବିଟର ହ୍ୟାଣ୍ଡଲ୍‌ରେ...

ବାର୍ଟି, କର୍ବର ଦ୍ୱିତୀୟ ରାଉଣ୍ଡରେ

ଲଣ୍ଡନ, ୩ା୭-ବିଶ୍ୱର ନମ୍ବର ଓ୍ବାନ ଆଶଲେ ବାର୍ଟି ଏବଂ ଗତଥରର ଚାମ୍ପିୟନ ଆଞ୍ଜେଲିକ୍‌ କର୍ବର ସହଜ ବିଜୟ ସହ ଓ୍ବିମ୍ବଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ବାର୍ଟି ଚାଇନାର ତଥା...

ଆଇସିସି ବିଶ୍ୱକପ୍‌: ସେମିଫାଇନାଲ ଲକ୍ଷ୍ୟରେ ଇଂଲଣ୍ଡ- ନ୍ୟୁଜିଲାଣ୍ଡ

ଚେଷ୍ଟର-ଲି- ଷ୍ଟିଟ୍‌,୩।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଦୁଇ ଫେଭରାଇଟ ଦଳ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଏବେ କର ବା ମର ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ବୁଧବାର ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଟରେ ଏହି ଦୁଇ ହାଇପ୍ରୋଫାଇଲ ଦଳ ସେମାନଙ୍କ ଅନ୍ତିମ...

ରୋହିତଙ୍କ କୀର୍ତ୍ତିମାନ

ବର୍ମିଂହାମ, ୩।୭ (ପି.ଟି.)-ଭାରତୀୟ ତାରକା ଓପନର ରୋହିତ ଶର୍ମା ମଙ୍ଗଳବାର ବାଂଲାଦେଶ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ ଖେଳିବା ଅବସରରେ ଏକାଧିକ କୀର୍ତ୍ତିମାନ ହାସଲ କରିଛନ୍ତି। ୯୨ ବଲରୁ ୭ ଚୌକା ଓ ୫ ଛକା ସହାୟତାରେ ୧୦୪ ରନର ଶତକୀୟ...

ଆଇସିସି ବିଶ୍ୱକପ: ସେମିଫାଇନାଲରେ ଭାରତ

ବର୍ମିଂହାମ,୩।୭(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ରେ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଟସ୍‌...

ଓ୍ବିମ୍ବେଲଡନ୍‌ ଟାଇଟଲ ଜିତିବା ଗଫ୍‌ଙ୍କ ଲକ୍ଷ୍ୟ

ଲଣ୍ଡନ, ୨ା୭ (ଏଏଫ୍‌ପି)- ମାତ୍ର ୧୫ ବର୍ଷ ବୟସରେ ସର୍ବ କନିଷ୍ଠ ଖେଳାଳି ହିସାବରେ ଓ୍ବିମ୍ବେଲଡନ ପାଇଁ ଯୋଗ୍ୟତା ହାସଲ କରିଥିବା ଆମେରିକାର କୋରି ଗଫ୍‌ଙ୍କ ଲକ୍ଷ୍ୟ ହେଉଛି ଏଠାରେ ଟାଇଟଲ ହାସଲ କରିବା। ସୋମବାର ମହିଳା ସିଙ୍ଗଲ୍ସ ପ୍ରଥମ...

ଏନ୍‌ସିଏ ଦାୟିତ୍ୱ ନେଇ ନାହାନ୍ତି ଡ୍ରାଭିଡ

ନୂଆଦିଲ୍ଲୀ, ୨ା୭ (ଏଏଫ୍‌ପି)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଜନିତ ସମସ୍ୟା ଯୋଗୁ ରାହୁଲ ଡ୍ରାଭିଡ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର କ୍ରିକେଟମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିପାରୁ ନାହାନ୍ତି। ସେ ଜୁଲାଇ ୧ରେ ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଥାନ୍ତେ। ଡ୍ରାଭିଡ...

ତୃତୀୟ ସନ୍ତାନର ପିତା ହେଲେ ଓ୍ବାର୍ନର

ଲଣ୍ଡନ, ୨।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ ମଝିରେ ବିସ୍ଫୋରକ ଅଷ୍ଟ୍ରେଲୀୟ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନରଙ୍କ ପାଇଁ ଖୁସି ଖବର ଆସିଛି। ସେ ତୃତୀୟ ସନ୍ତାନର ପିତା ହୋଇଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ରବିବାର ରାତିରେ ଏକ କନ୍ୟା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri