ଖେଳ

କିରଣ ମୋରେ ଆମେରିକାର ଅନ୍ତରୀଣ କୋଚ୍‌

ଓ୍ବାଶିଂଟନ,୧୩।୭- ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ କିରଣ ମୋରେ ଆମେରିକା କ୍ରିକେଟ ଦଳର ଅନ୍ତରୀଣ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ସେ ପୂର୍ବତନ କୋଚ୍‌ ପବୁଦୁ ଦାସାନାୟକେଙ୍କ ସ୍ଥାନ ନେବେ। ୪୯ ବର୍ଷୀୟ ଦାସାନାୟକେ ୟୁଏସ୍‌ଏ କ୍ରିକେଟ ସହ ମତଭେଦ ...

ପ୍ରଦୀପ ସିଂଙ୍କୁ ସ୍ବର୍ଣ୍ଣ

ଆପିଆ(ସାମୋଆ),୧୩।୭- ପ୍ରଦୀପ ସିଂ ନୂଆ ରାଜ୍ୟଗୋଷ୍ଠୀ ରେକର୍ଡ ସୃଷ୍ଟି କରିଛନ୍ତି। ୧୦୯ କେଜି ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରଦୀପ କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ରେକର୍ଡ ଭାଙ୍ଗିଛନ୍ତି। ଏହି ଇଭେଣ୍ଟରେ ସେ ୨୦୨ କେଜି ଭାର ଉଠାଇଛନ୍ତି। ପୂର୍ବରୁ...

ଡିଭିଲର୍ସଙ୍କୁ କୋହଲିଙ୍କ ସମର୍ଥନ

ନୂଆଦିଲ୍ଲୀ,୧୩।୭(ପି.ଟି.)- ଅବସର ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାକୁ ଉଦ୍ୟମ କରିବା ସମ୍ପର୍କରେ ଦକ୍ଷିଣ ଆଫ୍ରିକୀୟ ପୂର୍ବତନ କ୍ରିକେଟର ଏ.ବି. ଡିଭିଲର୍ସ ସ୍ପଷ୍ଟକରିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ସମର୍ଥନ ଜଣାଇଛନ୍ତି। ଚଳିତ ବିଶ୍ୱକପ୍‌ ମଝିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର...

ଭାରତୀୟ ଦଳରେ ଫାଟ

ମୁମ୍ବାଇ,୧୩।୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ପରେ ଭାରତୀୟ ଦଳରେ ଫାଟ ଦେଖାଦେଇଥିବା କିଛି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଭାରତୀୟ ଦଳର ସମସ୍ତ ସଦସ୍ୟ ୧୪ ତାରିଖରେ ମୁମ୍ବାଇରେ ପହଞ୍ଚିବେ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଥିଲା। ହେଲେ ଦଳର ଉପଅଧିନାୟକ...

ବିବାଦରେ ଆଇସିସି

ମୁମ୍ବାଇ,୧୩।୭-ଅନ୍ତର୍ଜାତୀୟ କ୍ରିକେଟର ପରିଚାଳନା ସଂସ୍ଥା ଆଇସିସି ଏକ ବଡ଼ ବିବାଦର ସମ୍ମୁଖୀନ ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦୁବାଇର ଅଜୟ ସେଠୀଙ୍କ ଚ୍ୟାନେଲ ୨କୁ ଚଳିତ ବିଶ୍ୱକପ୍‌ର ରେଡିଓ ବିବରଣୀ ଅଧିକାର ପ୍ରଦାନ କରିଥିଲା। ଚେକ୍‌ ବାଉନ୍ସ ହେବା ଓ...

ଭାରତୀୟ ପ୍ରଶଂସକଙ୍କୁ ନିଶାମଙ୍କ ଅନୁରୋଧ

ଲର୍ଡସ,୧୩।୭- ସ୍ଥାନୀୟ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ରବିବାର ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଚଳିତ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଟିକେଟ କିଣିଥିବା ଭାରତୀୟ ପ୍ରଶଂସକଙ୍କୁ ବିକିଦେବା ପାଇଁ ଅନୁରୋଧ କରିଛନ୍ତି ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି...

ଦଳୀୟ ନିଷ୍ପତ୍ତି ଥିଲା: ଶାସ୍ତ୍ରୀ

ଲର୍ଡସ,୧୩।୭- ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ବ୍ୟାଟିଂ କ୍ରମର ୭ମ ସ୍ଥାନରେ ପଠାଇବାର କାରଣ ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଧୋନୀଙ୍କୁ ନିମ୍ନକ୍ରମରେ କ୍ରିଜ୍‌କୁ ପଠାଇବାର...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ ଶୁକ୍ରବାର ଅପରାହ୍ନରେ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା...

ରାଜ୍ୟ ୯ବର୍ଷରୁ କମ୍‌ ଚେସ ଆରମ୍ଭ: ଆୟୁଷ୍ମାନ, ପ୍ରତ୍ୟୁଷା ଟପସିଡ

କଟକ ଅଫିସ,୧୩ା୭- ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନ ପରିସରରେ ରାଜ୍ୟ ୯ବର୍ଷରୁ କମ୍‌ ଚେସ ଚାମ୍ପିୟନଶିପ ଶୁକ୍ରବାର ଆରମ୍ଭ ହୋଇଛି । ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଓପନ ବର୍ଗରେ ୮୩ ଓ ବାଳିକା ବର୍ଗରେ ୩୭ଜଣ ପ୍ରତିଯୋଗୀ ଅଂଶ...

ସାଥିୟାଁ-ଅମଲରାଜଙ୍କୁ ବ୍ରୋଞ୍ଜ

ମେଲବୋର୍ନ, ୧୩ା୭ (ପି.ଟି.)-ଭାରତୀୟ ଯୋଡ଼ି ଜି. ସାଥିୟାଁ ଓ ଆନ୍ଥୋନୀ ଅମଲରାଜ ପୁରୁଷ ଡବଲ୍ସରେ ଏକ ବ୍ରୋଞ୍ଜ ପଦକ ସହ ସେମାନଙ୍କ ଓ୍ବାଲର୍‌ଡ ଟୁର୍‌ ପ୍ଲାଟିନମ ଅଷ୍ଟ୍ରେଲିଆନ ଓପନ ଟେବୁଲ ଟେନିସ ପ୍ରତିଯୋଗିତାରେ ଅଭିଯାନ ଶେଷ କରିଛନ୍ତି। ଏହି ଯୋଡ଼ି...

ସ୍ନାଇଡରଙ୍କ ସହ ଲଢ଼ିବେ ବିଜେନ୍ଦର

ନ୍ୟୁଆର୍କ, ୧୩ା୭ (ପି.ଟି.)-ଏକ ବର୍ଷ ପରେ ପ୍ରଫେଶନାଲ ବକ୍ସିଂକୁ ଫେରିବେ ଭାରତୀୟ ବକ୍ସିଂ ଷ୍ଟାର ବିଜେନ୍ଦର ସିଂ। ଶନିବାର ସେ ଏଠାରେ ଆମେରିକାର ମାଇକ୍‌ ସ୍ନାଇଡରଙ୍କ ସହିତ ୮ ରାଉଣ୍ଡ ବିଶିଷ୍ଟ ସୁପରମିଡଲଓ୍ବେଟ୍‌ ମୁକାବିଲା କରିବେ। ଡବ୍ଲ୍ୟୁବିଓ ଓରିଏଣ୍ଟାଲ ଏବଂ...

ଓ୍ବିମ୍ବେଲଡନ ଟେନିସ୍‌: ଜୋକୋଭିଚ୍‌- ଫେଡରର ଫାଇନାଲ

ଲଣ୍ଡନ, ୧୩।୭(ପି.ଟି.)- ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଟପ୍‌ ସିଡ ସର୍ବୀୟ ତାରକା ନୋଭାକ ଜୋକୋଭିଚ୍‌ ଓ ଦ୍ୱିତୀୟ ସିଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri