ଖେଳ

ପାଣ୍ଡ୍ୟାଙ୍କୁ ୨ ସପ୍ତାହ ଦିଅନ୍ତୁ, ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର କରିଦେବି: ବିସିସିଆଇକୁ କହିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌, ୨୮।୬: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଜବରଦସ୍ତ ପ୍ରଦର୍ଶନ କରିଏପର୍ଯ୍ୟନ୍ତ ଅପରାଜୟ ରହିଛି। ଭାରତର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ବେଶ୍‌ ସହାୟକ ହୋଇଛି। କିନ୍ତୁ ପାଣ୍ଡ୍ୟାଙ୍କ ବୋଲିଂ ଏବଂ ବ୍ୟାଟିଂ ସନ୍ତୁଷ୍ଟ...

ପୁଣି ବିଶ୍ୱକପ୍‌ରେ ହୋଇପାରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୨୮।୬- ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌କୁ ‘ମଦର ଅଫ୍‌ ଅଲ ବ୍ୟାଟ୍‌ଲ’ ବୋଲି କୁହାଯାଏ। ଗତ ୧୬ ତାରିଖରେ ପାକିସ୍ତାନକୁ ଏକତରଫା ମ୍ୟାଚ୍‌ରେ ହରାଇ ଭାରତୀୟ ଦଳ ୭-୦ର ଅଗ୍ରଣୀ ହାସଲ କରିଛି। ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଦଳ ଚଳିତ ବିଶ୍ୱକପ୍‌ରେ ପୁଣି...

ଏହି ଅଭିନେତାଙ୍କ ଝିଅଙ୍କୁ ଡେଟ୍‌ କରୁଛନ୍ତି କେ.ଏଲ ରାହୁଲ

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା...

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ ପୂରଣ କରିଛନ୍ତି। ୨୦ ହଜାର ରନ ସଂଗ୍ରହ କରିବାକୁ କୋହଲି...

ବିଜୟ ଶଙ୍କରଙ୍କ ଉପରେ ରାଗିଲେ ଫ୍ୟାନ୍‌: କହିଲେ, ତୁମଠୁ ଭଲ ଲାଲୁ ଜୀ ଖେଳିଥାନ୍ତେ

ମାଞ୍ଚେଷ୍ଟର,୨୮।୬:ଆଇସିସି କ୍ରିକେଟ ବିଶ୍ୱକପର ଏକ ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। କେବଳ ବିଜୟ ଶଙ୍କରଙ୍କୁ ଛାଡି ସବୁ ଖେଳିଙ୍କ ପ୍ରଦର୍ଶନ ଭଲ ରହିଛି। ୪ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ବିଜୟ...

ଆଫଗାନିସ୍ତାନ ଦଳରେ ଅଲାମଙ୍କ ସ୍ଥାନରେ ଶିର୍‌ଜାଦ

ଲିଡ୍ସ, ୨୮ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆଫଗାନିସ୍ତାନର ଅବଶିଷ୍ଟ ମ୍ୟାଚଗୁଡ଼ିକ ଲାଗି ଅଫତାବ ଆଲାମ ବାଦ୍‌ ପଡ଼ିଥିବାବେଳେ ତାଙ୍କ ସ୍ଥାନରେ ବାମହାତୀ ମିଡିୟମ ପେସ୍‌ ବୋଲର ସୟେଦ ଅହମ୍ମଦ ଶିର୍‌ଜାଦଙ୍କୁ ଦଳରେ ସ୍ଥାନ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ...

ଓଡ଼ିଶା ବାହୁକୁସ୍ତି ଦଳର ସଫଳତା

ଭୁବନେଶ୍ୱର, ୨୮ା୬ (ସ୍ପୋଟର୍‌ସ ବ୍ୟୁରୋ)- ଛତିଶଗଡ଼ର ଭିଲାଇଠାରେ ୪୩ ତମ ଜାତୀୟ ବାହୁକୁସ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରତିଯୋଗୀମାନେ ସଫଳତା ହାସଲ କରିଛନ୍ତି। ୯୦କେଜି ସିନିୟର ପୁରୁଷ ବିଭାଗରେ ପ୍ରମୋଦ ମୁଖୀ ସ୍ବର୍ଣ୍ଣ ପଦକ ଲାଭ କରିଥିବାବେଳେ...

ଧୋନୀଙ୍କୁ କୋହଲିଙ୍କ ଭୂୟସୀ ପ୍ରଶଂସା

ମାଞ୍ଚେଷ୍ଟର,୨୮।୬ (ପି.ଟି.)- ବିଶ୍ୱକପ୍‌ରେ ଗତ କେତୋଟି ମ୍ୟାଚ୍‌ରେ ମନ୍ଥର ବ୍ୟାଟିଂ କରି ବେଶ୍‌ ସମାଲୋଚିତ ହୋଇଥିବା ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କୁ କିନ୍ତୁ ଅଧିନାୟକ ବିରାଟ କୋହଲି ସମର୍ଥନ କରି ଭୂୟସି ପ୍ରଶଂସା କରିଛନ୍ତି। ଧୋନୀ କ୍ରିକେଟର ଜଣେ କିମ୍ବଦନ୍ତୀ...

ଚହଲ, କୁଲଦୀପ ଆଗକୁ ଆହୁରି ପ୍ରଭାବୀ ସାବ୍ୟସ୍ତ ହେବେ: ହସି

ମୁମ୍ବାଇ,୨୮।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଆଗକୁ ଭାରତର ଦୁଇ ରିଷ୍ଟ ସ୍ପିନର କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲ ଆହୁରି ଭଲ ପ୍ରଦର୍ଶନ କରି ପ୍ରଭାବୀ ସାବ୍ୟସ୍ତ ହେବେ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାଇକେଲ ହସି କହିଛନ୍ତି। ଆଗକୁ ପିଚ୍‌ଗ୍‌ୁଡିକ...

ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ରୁଟ୍‌ଙ୍କ ପରାମର୍ଶ

ବର୍ମିଂହାମ,୨୮।୬(ପି.ଟି.)- ଆସନ୍ତା ରବିବାର ଏଠାରେ ଖେଳାଯିବାକୁ ଥିବା ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ସାଥୀ ଖେଳାଳିମାନଙ୍କୁ କିଛିଟା ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ସେ କହିଛନ୍ତି। ଯଦି...

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଦମ୍‌ଦାର ବୋଲିଂ କରି ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ବୃହତ୍‌ ବିଜୟ...

ଆର୍ଥତ୍କ ସଂକଟରେ ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-କମର୍ସିଆଲ ପାର୍ଟନର ଆଇଏମ୍‌ଜି-ରିଲାଏନ୍ସ ଉପରେ ୨୫ କୋଟି ଟଙ୍କା ବାକି ପଡ଼ିଥିବାରୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛି। ଖବର ଅନୁସାରେ ମହାସଂଘର କମର୍ସିଆଲ ପାର୍ଟନର ଶେଷ ଦୁଇ କ୍ୱାର୍ଟର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri