ଖେଳ

ପୂର୍ବତନ ବେଙ୍ଗଲ ରଣ୍‌ଜୀ ଅଧିନାୟକଙ୍କ ପରଲୋକ

କୋଲକାତା, ୨୭।୬(ପି.ଟି.): ବେଙ୍ଗଲ ରଣ୍‌ଜୀ ଦଳର ପୂର୍ବତନ ଅଧିନାୟକ ଶ୍ୟାମ ସୁନ୍ଦର ମିତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ହାର୍ଟଜନିତ ସମସ୍ୟା ଦେଇ ଗତି କରୁଥିଲେ। ସଲ୍ଟଲେକ୍‌ସ୍ଥିତ ଏକ ହସ୍ପିଟାଲରେ...

କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌...

ନିଶ୍ଚିତ ବିଜୟ ଲକ୍ଷ୍ୟରେ ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୭।୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଶୁକ୍ରବାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଥିବା ଦକ୍ଷିଣ ଆଫ୍ରିକା ଓ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ଶ୍ରୀଲଙ୍କା...

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌...

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଭାରତ

ମାଞ୍ଚେଷ୍ଟର, ୨୭।୬:ଚଳିତ ବିଶ୍ୱକପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ ପର୍ଯ୍ୟାୟ ମ୍ୟାଚରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଚୂଡାନ୍ତ ଏକାଦଶରେ କୌଣସି...

ପାକିସ୍ତାନ ଜିତିବା ଖୁସିରେ ଟୁଇଟ୍‌ କରି ଟ୍ରୋଲ୍‌ ହେଲେ ସାନିଆ

ବର୍ମିଂହାମ,୨୭।୬:ଚଳିତ ବିଶ୍ୱକପର ୩୩ତମ ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୬ ଓ୍ବିକେଟରେ ପରାସ୍ତ କରି ସେମିଫାଇନାଲ ଖେଳିବା ଆଶା ଉଜ୍ଜିବୀତ ରଖିଛି। ପାକିସ୍ତାନ ବିଜୟରେ ଖୁସି ବ୍ୟକ୍ତ କରି ଭାରତୀୟ ଟେନିସ୍‌ ଷ୍ଟାର୍‌ ସାନିଆ ମିର୍ଜା ଟୁଇଟ୍‌ କରି ପାକିସ୍ତାନ ଦଳକୁ...

୧୧୯ବର୍ଷ ପୁରୁଣା ଗାଡି ଚଳାଇଲେ ସଚିନ

ଲଣ୍ଡନ, ୨୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟର ବିଶ୍ୱକପରେ କମେଣ୍ଟ୍ରି କରୁଥିବା ନଜର ଆସିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ଏହି ଅବସରରେ ସେ ପୂରା ପରିବାର ସହ ଇଂଲଣ୍ଡରେ ବିଭିନ୍ନ ଯାଗା ବୁଲି ମଜା ମଧ୍ୟ ଉଠାଉଛନ୍ତି। ବୁଧବାର ୧୧୯ବର୍ଷ ପୁରୁଣା...

ଭାରତ ସିରିଜ ପରେ ସନ୍ନ୍ୟାସ ନେବେ ଗେଲ୍‌

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ନେଇ ତାଙ୍କ ମତ ବଦଳାଇଛନ୍ତି। ଘରୋଇ ମାଟିରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସିରିଜ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବେ...

ବିବାଦରେ ଅରେଞ୍ଜ ଜର୍ସି

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜୁନ ୩୦ରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଏବେ ଏକ ବିବାଦ ଦେଖିବାକୁ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ...

ବାବରଙ୍କ ଶତକ: ନ୍ୟୁଜିଲାଣ୍ଡର ପ୍ରଥମ ପରାଜୟ

ବର୍ମିଂହାମ,୨୭।୬(ପ.ଟି.)- ଚଳିତ ବିଶ୍ୱକପ୍‌ରେ ଅପରାଜେୟ ଥିବା ନ୍ୟୁଜିଲାଣ୍ଡ ଶେଷରେ ପ୍ରଥମଥର ପାଇଁ ପରାଜୟର ମୁହଁ ଦେଖିଛି। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ଟୁର୍ନାମେଣ୍ଟର ୩୩ତମ ମ୍ୟାଚ୍‌ରେ ଯୁବ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦୀ ପ୍ରଭାବୀ ବୋଲିଂ ଓ...

ଆଇସିସି ବିଶ୍ୱକପ୍‌: ଭାରତ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ବିପଜ୍ଜନକ ଓ୍ବେଷ୍ଟଇଣ୍ଡିକୁ ଭେଟିବ। ଗୁରୁବାର ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡରେ ଖେଳାଯିବାକୁ ଥିବା ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ ଅପେକ୍ଷା...

ମୋଟା ଘୁଷୁରୀ ଡାକିବାରୁ କାନ୍ଦିଥିଲେ ସର୍ଫରାଜଙ୍କ ସ୍ତ୍ରୀ

ବର୍ମିଂହାମ, ୨୭।୬- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ନିକଟରୁ ପରାଜୟବରଣ କରିବା ପରେ ପାକିସ୍ତାନ କ୍ରିକେଟ୍‌ ଦଳକୁ କଡ଼ା ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଭାରତ ବିପକ୍ଷରେ ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ପ୍ରାକ୍ତନ କ୍ରିକେଟରଙ୍କଠାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri