ଖେଳ

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍‌ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍‌ ଓ୍ବିଲିୟମସନଙ୍କ...

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ...

ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର ଅବଶିଷ୍ଟାଂଶ ଆରମ୍ଭ ହେବା ପୂର୍ବରୁ ବୁମ୍‌ରାଙ୍କ ଭଳି ରନ୍‌ ଅପ୍‌ ନେବାଠାରୁ...

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଲିଟିଲ ମାଷ୍ଟର ଭାବେ ପରିଚିତ ବ୍ୟାଟ୍ସମ୍ୟାନ ୧୯୮୩ ବିଶ୍ୱକପ୍‌...

ଧୋନୀଙ୍କୁ ପୁଣି ସମାଲୋଚନା କଲେ ଯୁବିଙ୍କ ବାପା

ନୂଆଦିଲ୍ଲୀ,୧୦।୭- ପ୍ରାକ୍ତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ବାପା ତଥା ପୂର୍ବତନ ପେସର ଯୋଗରାଜ ପୁଣିଥରେ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଛନ୍ତି। ଏଥର ଅମ୍ବାତି ରାୟୁଡୁଙ୍କ ଅବସର ପାଇଁ ଧୋନୀଙ୍କୁ ଦାୟୀ କରିଛନ୍ତି। ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିବା...

ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍‌ ହୋଇଛନ୍ତି। ରୋହିତ...

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି...

ଯୁବିଙ୍କ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୦।୭- ସୋସିଆଲ ମିଡିଆରେ ଗତ କିଛିଦିନ ହେଲେ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ ଲୋକପ୍ରିୟତା ହାସଲ କରିଛି। ଏହି ଚ୍ୟାଲେଞ୍ଜରେ ବୋଟଲକୁ ସ୍ପର୍ଶ ନ କରି କ୍ୟାପ୍‌ ଖୋଲିବାକୁ ହୁଏ। କ୍ରିକେଟରେ ନିଜ ଛକା ପାଇଁ ଜଣାଯାଉଥିବା ପୂର୍ବତନ ଭାରତୀୟ ଅଲରାଉଣ୍ଡର...

ଦୂତୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନାପୋଲି(ଇଟାଲି),୧୦।୭(ପିଟି)- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ପ୍ରଥମ ଭାରତୀୟ ଟ୍ରାକ୍‌ ଓ ଫିଲ୍ଡ ଆଥ୍‌ଲେଟ୍‌ ଭାବେ ଓ୍ବାଲର୍‌ଡ ୟୁନିଭର୍‌ସିଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୧୦୦ ମିଟର ମହିଳା ଦୌଡ଼ ଇଭେଣ୍ଟରେ ଏହି ସଫଳତା ପାଇଛନ୍ତି। ଏହି ଓଡ଼ିଆ...

ସ୍ତ୍ରୀଙ୍କ ସ୍ବପ୍ନ ସାକାର କରିପାରିବେ କି ରବୀନ୍ଦ୍ର ଜାଡେଜା

ଲଣ୍ଡନ,୧୦।୭: ଆଇସିସି ବିଶ୍ୱକପରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପ୍ରଦର୍ଶନ ଭଲ ରହିଛି। ପ୍ରଥମ ୮ଟି ମ୍ୟାଚ୍‌ରେ ତାଙ୍କୁ ଖେଳିବାର ସୁଯୋଗ ମିଳି ନ ଥିଲାବେଳେ ଶେଷ ଦୁଇଟି ମ୍ୟାଚ୍‌ ଖେଳି ଫର୍ମରେ ଥିବାର ପ୍ରମାଣ ଦେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ...

ରୋହିତଙ୍କ ପ୍ରଶଂସାରେ ପାକିସ୍ତାନ କ୍ରିକେଟର: କହିଲେ, ମୋ ଭାଇଙ୍କଠାରୁ ସେ ଭଲ ଖେଳୁଛନ୍ତି

ଇସଲମାବାଦ, ୧୦।୭: ଭାରତୀୟ ଓପନର ରୋହିତ ଶର୍ମା ବିଶ୍ୱକପରେ ଗୋଟିଏ ପରେ ଗୋଟିଏ ଶତକୀୟ ଇଂନିସ ଖେଳିବା ପରେ ତାଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି ପାକିସ୍ତାନ କ୍ରିକେଟର ମୁସ୍ତାକ ମହମ୍ମଦ। ସେ କହିଛନ୍ତି, ରୋହିତ ଶର୍ମାଙ୍କ ବ୍ୟାଟିଂ ଷ୍ଟାଇଲ୍‌ ନିଆରା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri