ଖେଳ

କୋପା ଆମେରିକା: ପଏଣ୍ଟ ଖାତା ଖୋଲିଲା ଆର୍ଜେଣ୍ଟିନା

ବେଲୋ ହରାଇଜଣ୍ଟ,୨୦।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ପ୍ରଥମ ମ୍ୟାଚ୍‌ରେ କଲମ୍ବିଆଠାରୁ ପରାଜୟ ବରଣ କରିଥିବା ଆର୍ଜେଣ୍ଟିନା ଏଠାରେ ଖେଳାଯାଇଥିବା ପାରାଗୁଏ ବିପକ୍ଷ ମ୍ୟାଚ୍‌କୁ ୧-୧ ଗୋଲରେ ଅମୀମାଂସିତ ରଖି...

ଆଉ ଜଣେ ଭାରତୀୟ ଖେଳାଳି ଆହତ

ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା ଯୋଗୁ କିଛି ମ୍ୟାଚ୍‌ରେ ଖେଳିପାରିବେ ନାହିଁ ବୋଲି ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି।...

ମହିଳା ଫିଫା ବିଶ୍ୱକପ୍‌:ସ୍କଟଲାଣ୍ଡକୁ ବିଦା କଲା ଆର୍ଜେଣ୍ଟିନା

ପାରିସ,୨୦।୬(ଏଏଫ୍‌ପି)- ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ଓ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଗ୍ରୁପ୍‌ ଡି’ର ଏକ ରୋମାଞ୍ଚକ ମ୍ୟାଚ୍‌ ଡ୍ର’ ସହ ଶେଷ ହୋଇଛି। ମ୍ୟାଚ୍‌ର ୭୪ ମିନିଟ୍‌ ପର୍ଯ୍ୟନ୍ତ ୩-୦ ଗୋଲରେ ପଛୁଆ ଥିବା ପରେ ମଧ୍ୟ...

ଦୁଇବର୍ଷ ବାସନ୍ଦ ହେଲେ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟର

ମୁମ୍ବାଇ,୨୦।୬- ମୁମ୍ବାଇ ଇଣ୍ଡିଆନ୍ସ ଓ ଜମ୍ମୁ-କଶ୍ମୀର ପେସର ରାସିଖ ସଲାମଙ୍କୁ ବିସିସିଆଇ ଦୁଇବର୍ଷ ଲାଗି ବାସନ୍ଦ କରିଛି। ସେ ତ୍ରୁଟିପୂର୍ଣ୍ଣ ଜନ୍ମ ପ୍ରମାଣପତ୍ର ବୋର୍ଡରେ ଦାଖଲ କରିଥିବା ଜଣାପଡ଼ିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ କଡ଼ା କାର୍ଯ୍ୟାନୁଷ୍ଠାନ କରିଛି।...

ମା’ଙ୍କ ପାଇଁ ଯନ୍ତ୍ରଣା ସହି କ୍ରିକେଟ ମୈଦାନରେ ଖେଳି ଚାଲିଥିଲେ ଏହି ଖେଳାଳି

ମାଞ୍ଚେଷ୍ଟର, ୨୦।୬: ଆୟୋଜକ ଇଂଲଣ୍ଡ ବିଶ୍ୱକପର ୨୪ତମ ମ୍ୟାଚରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୩୯୭ ରନ ବିଶାଳ ଲକ୍ଷ୍ୟକୁ ପିଛା କରି ଆଫଗାନିସ୍ତାନ...

ଧାଓ୍ବନଙ୍କ ଭାବବିହ୍ବଳ ଟୁଇଟ୍‌

ସାଉଥାମ୍ପ୍‌ଟନ,୨୦।୬:ଭାରତୀୟ ଦଳର ଓପନର୍‌ ଶିଖର ଧାଓ୍ବନ ଚଳିତ ବିଶ୍ୱକପରୁ ବାଦ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ବିଶ୍ୱକପରେ ବାକି ମ୍ୟାଚ୍‌ ଖେଳିପାରିବେ ନାହିଁ। ବିଶ୍ୱକପରୁ ବାଦ୍‌ ହେବା ପରେ ଟୁଇଟରରେ ଏକ ଭାବବିହ୍ବଳ ସନ୍ଦେଶ ଦେଇଛନ୍ତି। ସେ କହିଛନ୍ତି,ଆଘାତ...

ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ

କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍‌ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌, ହେଡ୍‌ କୋଚ୍‌ ମିକି ଆର୍ଥରଙ୍କ ପ୍ରଦର୍ଶନକୁ ନେଇ ପିସିବି ଏବେ ତର୍ଜମା କରିବ।...

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆ- ବାଂଲାଦେଶ ମୁକାବିଲା

ନଟିଂହାମ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ୨୬ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦମ୍‌ଦାର ପ୍ରଦର୍ଶନ କରୁଥିବା ବାଂଲାଦେଶ ପରସ୍ପରକୁ ଭେଟିବେ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ବେଶ୍‌ ଗୁରୁତ୍ୱ ଦେବ। ଆରୋନ ଫିଞ୍ଚ୍‌ଙ୍କ...

ଓ୍ବିଲିୟମସନଙ୍କ ଶତକ: ଶୀର୍ଷକୁ ଫେରିଲା ନ୍ୟୁଜିଲାଣ୍ଡ

ବର୍ମିଂହାମ,୨୦।୬(ପି.ଟି.)- ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଅପରାଜିତ ଶତକ (୧୦୬ ରନ, ୧୩୮ ବଲ, ୯ ଚୌକା, ୧ ଛକା) ସହାୟତାରେ ବୁଧବାର ଅନୁଷ୍ଠିତ ବିଶ୍ୱକପ୍‌ର ୨୫ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୩ଟି ବଲ ବାକି ରଖି ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଧାଓ୍ବନ; ଦଳରେ ପନ୍ତ ସାମିଲ

ସାଉଥାମ୍ପ୍‌ଟନ,୨୦।୬(ପି.ଟି.)- ଭାରତୀୟ ତାରକା ଓପ୍‌ନର ଶିଖର ଧାଓ୍ବନ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ୩ଟି ମ୍ୟାଚ୍‌ରୁ ବାସନ୍ଦ ହୋଇଥିଲେ। ତେବେ ଆଘାତ ସମସ୍ୟାରେ ଆଶାନୁରୂପ ସୁଧାର ନ ଆସିବାରୁ ଓ ସମ୍ପୂର୍ଣ୍ଣ ଫିଟ୍‌ ହେବାର...

ଜୁଡ୍‌ ଫେଲିକ୍ସଙ୍କୁ ବହିଷ୍କୃତ କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ, ୨୦ା୬ (ପି.ଟି.)-ହକି ଇଣ୍ଡିଆ (ଏଚ୍‌ଆଇ) ବୁଧବାର ଜୁନିୟର ପୁରୁଷ ହକି ଟିମ୍‌ କୋଚ୍‌ ଜୁଡ୍‌ ଫେଲିକ୍ସଙ୍କୁ ବହିଷ୍କୃତ କହିଛନ୍ତି। ମାଡ୍ରିଡ୍‌ଠାରେ ନିକଟରେ ଶେଷ ହୋଇଥିବା ୮ ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାରତ ନୈରାଶ୍ୟଜନକ ୬ଷ୍ଠ ସ୍ଥାନ ସହ ଅଭିଯାନ ଶେଷ...

ଫିଫା ମହିଳା ବିଶ୍ୱକପ୍‌ବ୍ରାଜିଲ ବିଜୟରେ ମାର୍ଟାଙ୍କ ବିଶ୍ୱ ରେକର୍ଡ

ଭାଲେନସିନେସ୍‌ (ଫ୍ରାନ୍ସ), ୧୯।୬(ଏଏଫ୍‌ପି): ଏଠାରେ ଚାଲିଥିବା ଫିଫା ମହିଳା ବିଶ୍ୱକପ୍‌ର ୭ମ ସଂସ୍କରଣରେ ବ୍ରାଜିଲ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗ୍ରୁପ୍‌-ସି’ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ବ୍ରାଜିଲ ୧-୦ ଗୋଲରେ ଇଟାଲୀକୁ ହରାଇ ଦେଇଛି। ବିଜୟୀ ବ୍ରାଜିଲ ଦଳ ପକ୍ଷରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri