ଖେଳ

୭-୮ ଯୁବତୀଙ୍କ ସହ ଆଫେୟାର୍‌ ରଖି ଫଶିଲେ ଏହି ଖେଳାଳି

ଇସଲମାବାଦ୍‌, ୨୫।୭: ପାକିସ୍ତାନର ଉଦୀୟମାନ ଖେଳାଳି ଇମାମ ଉଲ ହକ୍‌ ୭-୮ ଯୁବତୀଙ୍କ ସହ ଆଫେୟାର୍‌ ରଖି ଫଶିଯାଇଛନ୍ତି। ଯୁବତୀଙ୍କ ସହ ତାଙ୍କ କଥିତ ହ୍ବାଟସଆପ୍‌ ଚାଟ୍‌ର ସ୍କ୍ରିନ୍‌ ସଟ୍‌ ଭାଇରାଲ୍‌ ହୋଇଛି। ସମ୍ପର୍କ ରଖି ସେ ଯୁବତୀଙ୍କୁ ଧୋକା...

ଭାରତକୁ ଜିତାଇଲେ ଅଧିନାୟକ ପ୍ରିୟମ

ଓ୍ବସେଷ୍ଟର, ୨୫।୭ (ପି.ଟି.)- ଅଧିନାୟକ ପ୍ରିୟମ ଗର୍ଗଙ୍କ ଅପରାଜିତ ଶତକୀୟ ଇନିଂସ ବଳରେ ଯୁବ ଭାରତୀୟ କ୍ରିକେଟ୍‌ ଦଳ ଏଠାରେ ତାଲିଥିବା ୧୯ ବର୍ଷରୁ କମ୍‌ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ବାଂଲାଦେଶକୁ ୩୫ ରନରେ ପରାସ୍ତ କରିଦେଇଛି। ଟସ୍‌...

ଇନ୍‌ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ବିରାଟ କୋହଲି କେତେ ଆୟ କରନ୍ତି ଜାଣନ୍ତି କି?

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ...

ଜାପାନ ଓପନ୍‌: ସିନ୍ଧୁ, ସାଇ ପ୍ରଣୀଥ୍‌ କ୍ୱାର୍ଟରରେ

ଟୋକିଓ, ୨୫।୭ (ପି.ଟି.)- ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ଷ୍ଟାର୍‌ ଭାରତୀୟ ମହିଳା ଶଟ୍‌ଲର ପି.ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ୍‌ ଏଠାରେ ଚାଲିଥିବା ଜାପାନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛନ୍ତି। କିନ୍ତୁ...

ଶୋଇକି ଉଠିଲା ବେଳକୁ ବେଶୀ ଯନ୍ତ୍ରଣା ଦେଉଛି ବିଶ୍ୱକପ୍‌ ପରାଜୟ:କୋହଲି

ନୂଆଦିଲ୍ଲୀ, ୨୫।୭: ଆଇସିସି ବିଶ୍ୱକପ୍‌ ସରିବାର ପାଖାପାଖି ମାସେ ହୋଇଯାଇଥିଲେ ମଧ୍ୟ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ଦର୍ଶକଙ୍କ ମନରୁ ଲିଭିନାହିଁ। କେବଳ ଦର୍ଶକ ନୁହଁନ୍ତି, ଦଳର ପରାଜୟରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ବେଶୀ ମର୍ମାହତ...

ଓ୍ବେଷ୍ଟଇଣ୍ଡିଜ-ଏ’କୁ ୨୨୮ରେ ଅଟକାଇଲା ଭାରତ-ଏ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୨୫।୭ (ପି.ଟି.)- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟର ପ୍ରଥମ ଦିବସରେ ଭାରତ-ଏ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଟସ୍‌ ଜିତି ବ୍ୟାଟିଂ...

ଏହି ଖେଳାଳିଙ୍କ ଦୃଷ୍ଟିଶକ୍ତି କମ ଥିଲା, ତଥାପି ତାଙ୍କ ନାଁରେ ରହିଛି ୧୦୦ଟି ଶତକ

ଭାରତର ସ୍ବାଧୀନତାର ଠିକ୍‌ ୨୦ ଦିନ ପୂର୍ବରୁ ଅର୍ଥାତ୍‌ ୧୯୪୭ ମସିହା ଜୁଲାଇ ୨୪ ଏମିତି ଜଣେ ଖେଳାଳି ଜନ୍ମ ନେଇଥିଲେ, ଯେକି ପଡିଆକୁ ଓହ୍ଲାଇବା ମାତ୍ରେ ବିଶ୍ୱସ୍ତରୀୟ ବୋଲରଙ୍କ ହୋଶ୍‌ ଉଡିଯାଉଥିଲା। ଏଭଳି ଜଣେ ମହାନ ଖେଳାଳି ଥିଲେ...

ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ

ନୂଆଦିଲ୍ଲୀ, ୨୫।୭: ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ ବୋଲି ଜଣାପଡିଛି। ଗତ ୨ ଦୁଇବର୍ଷ ହେବ ଖେଳାଳିଙ୍କ ଜର୍ସିରେ ଚୀନ ମୋବାଇଲ କମ୍ପାନୀ ‘ଓପୋ’ର ନାଁ ରହିଛି। ଏବେ ତାକୁ...

ବର୍ଷେ ପରେ ଟୋକିଓ ଅଲିମ୍ପିକ୍ସ: ପଦକ ଉନ୍ମୋଚିତ

ଟୋକିଓ,୨୫।୭(ପି.ଟି.)- ୨୦୨୦ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଗୋଟିଏ ବର୍ଷ ବାକି ରହିଛି। ଏହି ଅବଗଣନା ଆରମ୍ଭ କରିବା ଅବସରରେ ଅଲିମ୍ପିକ୍ସର ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ୍‌ ପଦକ ଉନ୍ମୋଚନ କରାଯାଇଛି। ଜାପାନର ପ୍ରଶଂସକ, ପ୍ରାୟୋଜକ ଓ ରାଜଧାନୀ...

ଲର୍ଡ୍ସ ଟେଷ୍ଟ: ଇଂଲଣ୍ଡ ୮୫ରେ ଅଲ୍‌ଆଉଟ: ଆୟର୍ଲାଣ୍ଡ ଅଗ୍ରଣୀ

ଲଣ୍ଡନ,୨୫।୭(ଏଏଫ୍‌ପି)- ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୨୩.୪ ଓଭରରେ ମାତ୍ର ୮୫ ରନକରି ଅଲଆଉଟ୍‌...

ଫାଓ ଲିଗ୍‌ ଆରମ୍ଭ: ସ୍ପୋର୍ଟ୍ସ ହଷ୍ଟେଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ

ଭୁବନେଶ୍ୱର, ୨୫।୭(କ୍ରୀଡ଼ା ପ୍ରତିନିଧି)- କଟକର ବାରବାଟୀ ଷ୍ଟାଡିୟମରେ ବୁଧବାର ଫାଓ(ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା) ଲିଗ୍‌ ଉଦ୍‌ଘାଟିତ ହୋଇଛି। ପ୍ରଥମ ମ୍ୟାଚରେ ସ୍ପୋର୍ଟ୍ସ ହଷ୍ଟେଲ ୧-୦ ଗୋଲରେ ଓଡ଼ିଶା ପୋଲିସକୁ ପରାସ୍ତ କରିଛି। ତୀବ୍ର ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ ବିଜୟୀ...

କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂ ଟ୍ରେନିଂ

ଭୁବନେଶ୍ୱର, ୨୫।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମାଉଣ୍ଟେନରିଂ ଫେଡେରେଶନ(ଆଇଏମଏଫ) ଏବଂ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂର ଏକ ହାଇପରଫରମାନ୍ସ ସେଣ୍ଟର ନିର୍ମାଣ କରାଯାଇଛି। ଭାରତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂକୁ ଅନ୍ତର୍ଜାତୀୟ ମାନର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri