ଖେଳ

ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଧୋନୀ ଯିବେନି

ମୁମ୍ବାଇ,୧୮।୭- ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହ ଯିବେନାହିଁ। ଏହି ଗସ୍ତରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବେ। ସଦ୍ୟ ସମାପ୍ତ ବିଶ୍ୱକପ୍‌ରେ ଧୋନୀ...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଆରମ୍ଭ: ଭାରତର ବିଜୟ ଅଭିଯାନ

କଟକ ଅଫିସ,୧୮ା୭-  ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ପ୍ରଥମ ଦିବସରେ ଅନୁଷ୍ଠିତ ଦଳଗତ ଇଭେଣ୍ଟର ପ୍ରଥମ ଦୁଇଟି ଯାକ ରାଉଣ୍ଡ ଜିତି ବିଜୟ ଅଭିଯାନ ଆରମ୍ଭ କରିଛି...

ହିମାଙ୍କୁ ୧୫ ଦିନରେ ୪ର୍ଥ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ଷ୍ଟାର୍‌ ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ଚେକ୍‌ ରିପବ୍ଲିକରେ ଅନୁଷ୍ଠିତ ଟାବୋର ଆଥ୍‌ଲେଟିକ ମିଟ୍‌ର ମହିଳା ୨୦୦ ମିଟର୍‌ ରେସ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ବୁଧବାର ଅନୁଷ୍ଠିତ ଏହି ଇଭେଣ୍ଟରେ ହିମା ୨୩.୨୫ ସେକେଣ୍ଡ ସମୟ...

ଗ୍ୟାଲେରୀରେ ଆହିକା-ସୁତୀର୍ଥଙ୍କ ପିତାମାତା

କଟକ ଅଫିସ,୧୮ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ପ୍ରଥମ ଦିବସରେ ଅନୁଷ୍ଠିତ ମ୍ୟାଚ୍‌କୁ ଉପଭୋଗ କରିବାପାଇଁ ଭାରତୀୟ ମହିଳା ଦଳର ଖେଳାଳି ଆହିକା ମୁଖାର୍ଜୀ ଓ ସୁତୀର୍ଥ...

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ ଅନୁଷ୍ଠିତ ୩ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ-ଏ ୧୪୮ ରନରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ’କୁ...

ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି): ବିହାରର ପାଟଣାସ୍ଥିତ ପାଟଳିପୁତ୍ର ଷ୍ଟାଡିୟମରେ ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ (ମହିଳା/ପୁରୁଷ) ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ଘୋଷିତ...

ପିକେଏଲ: ଆଟ୍ରାଚାଲିଙ୍କୁ ୟୁ ମୁମ୍ବା ନେତୃତ୍ୱ

ମୁମ୍ବାଇ,୧୭।୭(ପିଟି)- ଆସନ୍ତା ୨୦ ତାରିଖରୁ ହାଇଦ୍ରାବାଦଠାରେ ଆରମ୍ଭ ହେବାକୁ ଯାଉଛି ପ୍ରୋ କବାଡି ଲିଗ (ପିକେଏଲ)ର ୭ମ ସଂସ୍କରଣ। ଏଥିଲାଗି ୟୁ ମୁମ୍ବା ଫ୍ରାଞ୍ଚାଇଜ ବୁଧବାର ଇରାନ ଖେଳାଳି ଫାଜେଲ ଆଟ୍ରାଚାଲିଙ୍କୁ ଦଳର ଅଧିନାୟକ ଭାବେ ଘୋଷଣା କରିଛି। ତାଙ୍କ...

ତୀରନ୍ଦାଜ ଦୀପିକାଙ୍କୁ ରୌପ୍ୟ

ଟୋକିଓ,୧୭।୭(ପିଟି)- ଦେଶର ଶୀର୍ଷ ର଼୍ୟାଙ୍କ ତୀରନ୍ଦାଜ ଦୀପିକା କୁମାରୀ ବୁଧବାର ୨୦୨୦ ଟୋକିଓ ଅଲିମ୍ପିକ୍‌ ଗେମ୍ସର ଟେଷ୍ଟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। କୋରିଆର ୧୮ ବର୍ଷୀୟା ଆନ ସାନଙ୍କଠାରୁ ସିଧାସଳଖ ସେଟ୍‌ରେ ପରାଜୟ ବରଣ କରିବାରୁ ଭାରତୀୟ ତୀରନ୍ଦାଜଙ୍କୁ...

ଆଇସିସି ବୈଠକରେ ଯୋଗଦେଇ ପାରିବେ ନାହିଁ ବିସିସିଆଇ ସମ୍ପାଦକ ଚୌଧାରୀ

ମୁମ୍ବାଇ,୧୭।୭- ଲଣ୍ଡନଠାରେ ଚାଲିଥିବା ଆଇସିସି ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ସଦସ୍ୟ ଯୋଗଦେଇ ପାରିବେ ନାହିଁ। ବିସିସିଆଇର କାର୍ଯ୍ୟକାରୀ ସମ୍ପାଦକ ଅମିତାଭ ଚୌଧାରୀଙ୍କୁ ଆଇସିସି ବୈଠକରେ ଯୋଗଦେବା ଲାଗି ମନୋନୀତ କରାଯାଇଥିଲା। ହେଲେ ତାଙ୍କ ବିରୋଧରେ...

ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦...

ଡୋପ୍‌ ଜାଲରେ ଟପ୍‌ ଭାରୋତ୍ତୋଳକ

ନୂଆଦିଲ୍ଲୀ,୧୭।୭- ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଥିବା ହିମାଂଶୁ କୁମାର ଚାଙ୍ଗ, ଏସିଆନ ବ୍ରୋଞ୍ଜ ପଦକଧାରୀ ଲଭପ୍ରୀତ ସିଂ, ରାଜ୍ୟଗୋଷ୍ଠୀ ଯୁବ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଲଲିଥା ଗାରା ଓ ଜାତୀୟ ଚାମ୍ପିୟନ ସାହିଲ ଶର୍ମା (୧୦୨ କେଜି)...

ସିନ୍ଧୁ, ଶ୍ରୀକାନ୍ତଙ୍କ ବିଜୟ ଅଭିଯାନ

ଜାକର୍ତ୍ତା,୧୭।୭- ଦେଶର ଷ୍ଟାର ଶଟଲର ପି. ଭି. ସିନ୍ଧୁ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ଏକ ମାସ ଧରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri