ଖେଳ

ନେତୃତ୍ୱ ଭାଗବଣ୍ଟା, ନୂଆ କୋଚ୍‌ ନିଯୁକ୍ତି ନେଇ ନିଷ୍ପତ୍ତି ନେବ ପିସିବି

କରାଚୀ,୧୭।୭(ପି.ଟି.)- ବିଶ୍ୱକପ୍‌ରେ ସେମିଫାଇନାଲକୁ ଉଠିବାରେ ବିଫଳ ହେବା ପରେ ପାକିସ୍ତାନ କ୍ରିକେଟରେ ବ୍ୟାପକ ଅଦଳବଦଳ ହେବା ଆଶା କରାଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ କେତୋଟି ଦୃଢ ପଦକ୍ଷେପ ନେବ ବୋଲି ସୂଚନା ଦେଇଛି। ନେତୃତ୍ୱରେ ଭାଗବଣ୍ଟା ଅର୍ଥାତ୍‌...

ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହ ଘୁଞ୍ଚିଲା

ଓ୍ବେଲିଂଟନ,୧୭।୭(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ରନର୍ସଅପ୍‌ ବିବେଚିତ ହୋଇଥିବା ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହକୁ ଘୁଞ୍ଚାଇ ଦିଆଯାଇଛି। ଦଳର ସଦସ୍ୟମାନେ ଅଲଗା ଅଲଗା ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବାରୁ ବର୍ତ୍ତମାନ ଏହି ସମାରୋହ ଆୟୋଜନକୁ ଘୁଞ୍ଚାଇ ଦିଆଯାଇଛି ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ ତରଫରୁ...

କୋଚ୍‌ ଆଚରେକରଙ୍କୁ ସଚିନ, କାମ୍ବଲିଙ୍କ ଶ୍ରଦ୍ଧାଞ୍ଜଳି

ମୁମ୍ବାଇ,୧୭।୭(ପି.ଟି.)- ଗୁରୁପୂର୍ଣ୍ଣିମାର ଶୁଭ ତଥା ପବିତ୍ର ଦିବସ ଅବସରରେ ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକର ଓ ବିନୋଦ କାମ୍ବଲି ପିଲା ଦିନର କୋଚ୍‌ ରମାକାନ୍ତ ଆଚରେକରଙ୍କୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଶ୍ୱର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ବିବେଚିତ ହେଉଥିବା ସଚିନ...

ଷ୍ଟୋକ୍ସଙ୍କୁ ନାଇଟ୍‌ ଉପାଧି ମିଳିବ

ଲଣ୍ଡନ, ୧୭।୭(ପି.ଟି.)- ବିଶ୍ୱକପ୍‌ ହିରୋ ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟେକ୍ସଙ୍କୁ ନାଇଟ୍‌ ଉପାଧି ପ୍ରଦାନ କରାଯିବ। ଦିନିକିଆ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଷ୍ଟୋକ୍ସ ଜବରଦସ୍ତ ପ୍ରଦର୍ଶନ କରିଥିଲେ ଓ ଇଂଲଣ୍ଡକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ...

ନୀତିଶ ୟୁପି ଯୋଦ୍ଧା ଅଧିନାୟକ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଜୁଲାଇ ୨୦ରୁ ଆରମ୍ଭ ହେବ ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ର ୭ମ ସଂସ୍କରଣ। ମଙ୍ଗଳବାର ଯୁବ ଡିଫେଣ୍ଡର ନୀତିଶ କୁମାରଙ୍କୁ ୟୁପି ଯୋଦ୍ଧାର ଅଧିନାୟକ ଭାବେ ମନୋନୀତ କରାଯାଇଛି। ଆଇଟେଲ ସ୍ମାର୍ଟଫୋନ୍‌ ଏହି ଟିମ୍‌ର ଅଫିସିଆଲ ପାର୍ଟନର...

ଦୂର ହୋଇନି ଚାନୁଙ୍କ ଆଶଙ୍କା 

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଭାରତର ଟପ୍‌ ଭରୋତ୍ତୋଳିକା ମୀରାବାଇ ଚାନୁ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ହେଲେ ବର୍ତ୍ତମାନ ପିଠି ଆଘାତଜନିତ ସମସ୍ୟାରୁ ଯଦିଓ ଆରୋଗ୍ୟ ଲାଭ କରିଛନ୍ତି, ତାଙ୍କ ମନରୁ ଆଶଙ୍କା ଦୂର ହୋଇନାହିଁ। ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସ ହେବ।...

୬୦ ବର୍ଷରୁ କମ୍‌, ୨ ବର୍ଷର ଅଭିଜ୍ଞତା ଥିଲେ ହୋଇପାରିବ କୋଚ୍‌

ନୂଆଦିଲ୍ଲୀ, ୧୬।୭ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକଙ୍କ ସମେତ ସପୋର୍ଟ ଷ୍ଟାଫ୍‌ ଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ଦରଖାସ୍ତ ଆହ୍ବାନ କରିଛି। ଭାରତୀୟ ଦଳର ହାଇପ୍ରୋଫାଇଲ ପଦ ମୁଖ୍ୟ ପ୍ରଶିକ୍ଷକ ନିଯୁକ୍ତି...

ଅଶ୍ୱିନଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ନଟ୍ଟିଂହାମ୍‌ଶାୟର ପରାସ୍ତ

ଟ୍ରେଣ୍ଟବ୍ରିଜ, ୧୬।୭- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଚମତ୍କାର ଅଲ୍‌ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ଏଠାରେ ଅନୁଷ୍ଠିତ କାଉଣ୍ଟି ଚାମ୍ପିୟନଶିପ୍‌ ଡିଭିଜନ-୧’ର ଏକ ମ୍ୟାଚ୍‌ରେ ନଟ୍ଟିଂହାମଶାୟର ୧୬୭ ରନରେ ସରେ ନିକଟରୁ ପରାସ୍ତ ହୋଇଛି। ନଟ୍ଟିଂହାମ୍‌ଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା...

ଆଲ୍ଲାଙ୍କ ଯୋଗୁ ଆମେ ବିଶ୍ୱ ଚାମ୍ପିୟନ୍‌ ହେଲୁ:ମୋର୍ଗାନ

ଲର୍ଡସ, ୧୬।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ବିଶ୍ୱବିଜେତା ହେବା ପରେ ଇଂଲଣ୍ଡ ଅଧିନାୟକ ଇଅନ...

ଦେଶକୁ ବିଶ୍ୱଚାମ୍ପିଅନ୍‌ କରାଇଲେ ପୁଅ, ପିତାଙ୍କୁ ପଡୁଛି ଗାଳି: ଜାଣନ୍ତୁ କାହିଁକି

ଲଣ୍ଡନ, ୧୬।୭: ଆଇସିସି ବିଶ୍ୱକପ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଇଂଲଣ୍ଡକୁ ବିଶ୍ୱଚାମ୍ପିଅନ୍‌ କରାଇବାରେ ବେନ ଷ୍ଟୋକ୍ସଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଫାଇନାଲରେ...

ଇଂଲଣ୍ଡ ବିଶ୍ୱର ଏକମାତ୍ର ଦେଶ

ଲଣ୍ଡନ, ୧୬।୭- ଆଇସିସି ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଏଥିସହ କ୍ରିକେଟ୍‌ ବିଶ୍ୱକପ୍‌ର ୪୪ ବର୍ଷର ଇତିହାସରେ ପ୍ରଥମଥର ଲାଗି କ୍ରିକେଟ୍‌ର ଜନକଭାବେ...

ବିଶ୍ୱକପ୍‌ରୁ ଭାରତୀୟ ଦଳ ୭ କୋଟି ୩୯ ଲକ୍ଷ ଟଙ୍କା ପାଇଲା

ନୂଆଦିଲ୍ଲୀ, ୧୬।୭- କ୍ରିକେଟ୍‌ ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ରୋମାଞ୍ଚକ ଭାବେ ଶେଷ ହୋଇଛି। ଫାଇନାଲରେ ଉଭୟ ମ୍ୟାଚ୍‌ ଓ ସୁପର୍‌ ଓଭର ଟାଇ ରହିବା ଫଳରେ ଅଧିକ ବାଉଣ୍ଡରି ମାରିଥିବାରୁ ନ୍ୟୁଜିଲାଣ୍ଡକୁ ହରାଇ ଇଂଲଣ୍ଡ ବିଶ୍ୱକପ୍‌ ଚାମ୍ପିୟନ ହୋଇଛି। ପ୍ରଥମଥର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri